Breaking News

ନଦୀରେ ପସି ଡ଼ଙ୍ଗା ପାଖକୁ ଯାଉଥିଲା ବେଳେ ବୃଦ୍ଧ ଙ୍କୁ ଟାଣିନେଲା କୁମ୍ଭୀର ||   (26-Aug-2026)       ||      ଶବ ଦାହ ପାଇଁ ଅସୁବିଧା ଶ୍ମଶାନ ଚାରିପଟେ2ଫୁଟ ଖାଲ |    (26-Aug-2026)       ||      ଛତିଶ ଗଡ଼ ବନ ବିଭାଗ ର ଚଢ଼ାଉ, ଲକ୍ଷା ଧିକ ଟଙ୍କାର କାଠ ଜବତ |   (26-Aug-2026)       ||      ସନ୍ତୋଷ ସିଂ ସାଲୁଜା ଙ୍କ ମତ M M D R ବିଲ ପ୍ରତ୍ୟହାର ନ କଲେ ଶାସକ ଦଳ ଏମପି ଓ ଏମ ଏ ଏଲ ଙ୍କ ଘର କୁ ଘେରାଉ କରିବ କଂଗ୍ରେସ |   (26-Aug-2026)       ||      ଜିଓ କମ୍ପାନୀ ର ଜବରଦସ୍ତ ଅଫର, 49 ଟଙ୍କାରେ ଅନ ଲିମିଟେଡ଼ ଡାଟା |   (26-Aug-2026)       ||      ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||     

ବୁଗୁଡ଼ା ଠାରେ ପରିବହନ ମନ୍ତ୍ରୀ ଙ୍କୁ ବିଜେପି ଓ ବସ ମାଲିକ ଙ୍କ ତରଫରୁ ସମ୍ବର୍ଦ୍ଧନା |

13-Jan-2025

ଖଣ୍ଡପଡ଼ା ଯିବା ସମୟରେ ବୁଗୁଡ଼ା ଠାରେ  ବିଜେପି ନଗର କର୍ମ କର୍ତ୍ତା ଙ୍କ ତରଫରୁ ପରିବହନ ମନ୍ତ୍ରୀଙ୍କୁ  ଓ ବସ୍ ମାଲିକ ସଂଘପକ୍ଷରୁସମ୍ୱର୍ଦ୍ଧନା,

              ଓଡିଶା ଜନମତ  ବ୍ୟୁରୋ,

ବୁଗୁଡ଼ା,୧୩/୦୧: ଖଣ୍ଡ ପଡା ଯିବା ବାଟରେ ବୁଗୁଡ଼ା ଠାରେ ବାଣିଜ୍ୟ, ପରିବହନ ଓ ଇସ୍ପାତ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନାଙ୍କୁ ବିଜେପି ବୁଗୁଡ଼ା ନଗର କାର୍ଯ୍ୟକର୍ତ୍ତା ଓ ବୁଗୁଡ଼ା ବଳଦେବ ସ୍ବାମୀ ବସ୍ ମାଲିକ ସଂଘ ପକ୍ଷରୁ ବୁଗୁଡ଼ା ନୂଆ ବସଷ୍ଟାଣ୍ଡ ସମ୍ମୁଖରେ ଭବ୍ୟ ସମ୍ୱର୍ଦ୍ଧନା ଦିଆଯାଇଛି । ବୁଗୁଡ଼ା ନଗର ବିଜେପି ସଭାପତି କେଦାରନାଥ ମହାରଣା ଙ୍କ ନେତୃତ୍ୱରେ ଘୁମୁସର ଜିଲ୍ଲା ଯୁବ ମୋର୍ଚ୍ଚା ସାଧାରଣ ସମ୍ପାଦକ କୃଷ୍ଣଚନ୍ଦ୍ର ମହାପାତ୍ର (ରିଙ୍କୁ) ମନ୍ତ୍ରୀ ଶ୍ରୀ ଜେନାଙ୍କୁ ଔପଢଉକନ ପ୍ରଦାନ ପୂର୍ବକ ସମ୍ୱର୍ଦ୍ଧିତ କରିଥିବା ବେଳେ କାର୍ଯ୍ୟକର୍ତ୍ତା ୟୁ.ଯଜ୍ଞ ନାରାୟଣ ପାତ୍ର ସମେତ ବହୁବରିଷ୍ଠ ନାଗରିକ,ଦଳୀୟ ନେତା ଓ କର୍ମୀ ଉପସ୍ଥିତ ଥିଲେ।ସେହିପରି ବୁଗୁଡ଼ା ବସ୍ ମାଲିକ ସଂଘ ସଭାପତି ହରପ୍ରସାଦ ଦାଶ,କାର୍ଯ୍ୟକାରୀ ସଭାପତିରାଜେନ୍ଦ୍ରଦୋରା,ଉପଦେଷ୍ଟା ପଞ୍ଚାନନ ସାହୁ ଙ୍କ ସମେତ କର୍ମକର୍ତ୍ତା ଓ ସଦସ୍ୟ ମାନେ ଉପସ୍ଥିତ ରହି ମନ୍ତ୍ରୀଙ୍କୁ ସ୍ଵାଗତ ସମ୍ୱର୍ଦ୍ଧନା ଜଣାଇ ଥିଲେ।

News Comment

You Might Also Like

BACK TO TOP