Breaking News

ଜିଓ କମ୍ପାନୀ ର ଜବରଦସ୍ତ ଅଫର, 49 ଟଙ୍କାରେ ଅନ ଲିମିଟେଡ଼ ଡାଟା |   (26-Aug-2026)       ||      ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||     

ବାଲିପଦର ରେ ଐତିହାସିକ ହରିହର ଭେଟ ଓ ମକର ମିଳନ ଯାତ୍ରା ଅନୁଷ୍ଠିତ |

14-Jan-2025

ବାଲିପଦରରେ ଐତିହାସିକ ହରିହର ଭେଟ ଓ ମକର
ମିଳନ ଯାତ୍ରା ମହାସମାରୋହ ରେ ପାଳିତ,

ଓଡିଶା ଜନମତ, ବୁଗୁଡା, ହରପ୍ରସାଦ ପାଢ଼ୀ, ତା ୧୪/୦୧/୨୫ : 

ବୁଗୁଡା ବ୍ଲକ୍ ଅନ୍ତର୍ଗତବାଲିପଦର ଗ୍ରାମରେ ମକର ମିଳନ ଉତ୍ସବ ଅନୁଷ୍ଠିତହୋଇଯାଇଛି । ଗ୍ରାମର ତିନି ମହାପ୍ରଭୁ ଶ୍ରୀନୀଳକଣ୍ଠେଶ୍ବର, ଶ୍ରୀ ଜଗନ୍ନାଥ ଓ ଶ୍ରୀ ରଘୁନାଥସ୍ବତନ୍ତ୍ର ଭାବେ ପୁଷ୍ପ ସଜ୍ଜିତ ବିମାନରେ ଭକ୍ତଙ୍କଗହଣରେ ଗ୍ରାମର କେନ୍ଦ୍ରସ୍ଥଳ ମକର ପଡିଆକୁ ଆସିମିଳନ ହୋଇଥିଲେ । ତିନି ମନ୍ଦିରର କର୍ମକର୍ତ୍ତାପୂର୍ଣ୍ଣଚନ୍ଦ୍ର ରଣା , ସଂଗ୍ରାମ କେଶରୀ ଗୁରୁ ଓ କେ.ଅଶୋକ ପାତ୍ରଙ୍କ ନେତୃତ୍ୱ ରେ  ଆୟୋଜିତ ଉକ୍ତ କାର୍ଯ୍ୟ କ୍ରମ କୁ କୋକରାମ ଜେନା ପରିଚାଳନା କରିଥିବା ବେଳେ ଯୁବ ସ୍ୱେଚ୍ଛାସେବୀମାନେ ଏଥିରେ ସକ୍ରିୟ ସହଯୋଗ କରିଥିଲେ । ସ୍ଥାନୀୟ ପୋଲିସ୍ ପ୍ରଶାସନ ଶାନ୍ତି ଶୃଙ୍ଖଳା ରକ୍ଷା କରିଥିବା ବେଳେ ଆଖପାଖ ଅଞ୍ଚଳର ଲୋକକଳା ସାଂସ୍କୃତିକ ସଂଗଠନମାନେ ତିନି ଠାକୁର ସମ୍ମୁଖରେ ନିଜ ନିଜର କଳା ପ୍ରଦର୍ଶନ କରିଥିଲେ । ମାନସିକଧାରୀ ଶ୍ରଦ୍ଧାଳୁମାନେ ତିନି ଠାକୁରଙ୍କ ମିଳନ ବେଳେ ମୁଆଁ ଫିଙ୍ଗି ପରମ୍ପରା ବଜାୟ ରଖିଥିଲେ । ଗ୍ରାମର ମଙ୍ଗଳ ସକାଶେ ମେଳଣ ପରେ ତିନି ଠାକୁର ଏକତ୍ର ହୋଇ ଗ୍ରାମ୍ଯ ପରିକ୍ରମା କରିଥିଲେ । ବାଲିପଦରର ଏହି ପ୍ରାଚୀନ ହରିହର ଭେଟ ବେଳେ ଏକ ଆଧ୍ଯାତ୍ମିକ ପରିବେଶ ସୃଷ୍ଟି ହୋଇଥିଲାଏଥିରେ ,ମହୁଲପଲ୍ଲି,ଝୋଲରୀ,ଏକଡାଳ,ଖରିଡା, ସାନଖୋଲି ଓବାଲିପଦର ଆଦି ଗ୍ରାମର ନାମ ସଂକୀର୍ତ୍ତିନ ଦଳ ସହଯୋଗ କରିଥିଲେ । ଏଥି ସହ ଦୁଇ ଥଳ ନାଟକ ପରିବେଷଣ ଯୋଗୁଁ ଗ୍ରାମରେ ସାଂସ୍କୃତିକ ବାତାବରଣ ସୃଷ୍ଟି ହୋଇଥିଲା । ସେହିପରି ବୁଗୁଡ଼ାସ୍ଥିତ ଶ୍ରୀ ବିରଞ୍ଚି ନାରାୟଣ ମନ୍ଦିରରେ ସୂର୍ଯ୍ୟ ପୂଜା କରାଯାଇ ମକର ପ୍ରସାଦ ବଣ୍ଟନ କରାଯାଇଥିଲା ।

News Comment

You Might Also Like

BACK TO TOP