Breaking News

ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟାଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||     

ଓଡିଶା ରୁ ପକେଇ ଥିବା ବାଘୁଣୀ ଜିନତ ପୁଣି କଲିକତା ରୁ ଶିମିଳି ପାଳ କୁ ଫେରିଲା |

15-Jan-2025

ଓଡିଶା ଶିମିଳି ପାଳ କୁ ଫେରିଲା ବାଘୁଣୀ ଜିନତ,

                 ଓଡିଶା ଜନମତ  ବ୍ୟୁରୋ,

ବାରିପଦା,14/01: ମଧ୍ୟରାତ୍ରିରେ ବାଘୁଣୀ ଜିନତ୍ ଓଡ଼ିଶା ଫେରିଛି। ପ୍ରାୟ ୪୮ ଘଣ୍ଟାଯାଏ କୋଲକାତାସ୍ଥିତ ଆଲିପୁର ପ୍ରାଣୀ ଉଦ୍ୟାନରେ ରହିଲା ଭିତରେ ତାର ସମସ୍ତ ପ୍ରକାର ସ୍ବାସ୍ଥ୍ୟଜନିତ ପରୀକ୍ଷା ନିରୀକ୍ଷା ସରିବା ପରେ ଜିନତ୍‌ କୁ ଶିମିଳିପାଳ ଅଣାଯାଇଛି। ଏ ନେଇ ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମଧ୍ୟ ରାତ୍ରିରେ ଜୀନତ ଶିମିଳିପାଳ ରେ ପହଞ୍ଚିବା ପରେ ତାକୁ ଦକ୍ଷିଣ ଡିଭିଜନର ସଫ୍ଟ ଏନକ୍ଲୋଜରରେ ଛଡାଯାଇଛି। ରାତି ୮ଟାରେ ଆଲିପୁର ଚିଡିଆଖାନାରୁ ପଶ୍ଚିମବଙ୍ଗ ବନବିଭାଗ ଆମକୁ ଜୀନତକୁ ହସ୍ତାନ୍ତର କରିଥିଲେ । ତାଙ୍କର ଏକ ଟିମ୍ ଆମ ସହ ଶିମିଳି ପାଆଳ ଆସିଥିଲେ।

ସୂଚନାଯୋଗ୍ୟ, ଗତ ୧୦ ତାରିଖରେ ଶିମିଳିପାଳରୁ ଜିନତ୍ ଖସିଯାଇ ଝାଡ଼ଖଣ୍ଡ ପଳାଇଥିଲା। ସେଠାରେ କିଛିଦିନ ବୁଲିବା ପରେ ଓଡ଼ିଶା ମୁହାଁ ହୋଇଥିଲା। ହେଲେ ଓଡ଼ିଶା ନ ଫେରି ପଶ୍ଚିମବଙ୍ଗକୁ ଚାଲି ଯାଇଥିଲା। ମହାରାଷ୍ଟ୍ରର  ଜଙ୍ଗଲରୁ ଜିନତ୍‌କୁ ଶିମିଳି ପାଳ ଅଭୟାରଣ୍ୟକୁ ଅଣାଯାଇଥିଲା। ପ୍ରଥମେ ତାଙ୍କୁ ଶିମିଳିପାଳରେ ଏନକ୍ଲୋଜରରେ ରଖାଯାଇ ଥିଲା। ପରେ ଶିମିଳିପାଳର କୋର ଏରିଆ ଭିତରେ ଛାଡ଼ି ଦିଆଯାଇଥିଲା।

News Comment

You Might Also Like

BACK TO TOP