Breaking News

ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟାଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||     

ବିଇଓ ଙ୍କ ନିର୍ଦ୍ଧେଶ କୁ ମାନୁନାହାନ୍ତି ଶିକ୍ଷକ ||

15-Jan-2025

ବିଇଓ ଙ୍କ ନିର୍ଦ୍ଧେଶ କୁ ମାନୁନାହାନ୍ତି ଶିକ୍ଷକ,

ଓଡିଶା ଜନମତ,ବୁଗୁଡ଼ା , ହର ପ୍ରସାଦ ପାଢି, ୧୫/୦୧/

ବିଇଓଙ୍କ ନିର୍ଦ୍ଦେଶକୁ ମାନୁ ନାହାଁନ୍ତି ଶିକ୍ଷକ, ଜଣେ ଶିକ୍ଷୟିତ୍ରୀରେ ଚାଲିଛି ବିଦ୍ୟାଳୟ , ବିଶୃଙ୍ଖଳାରେ ପିଲାଙ୍କ ପାଠପଢା, ଅଭିଭାବକ ମହଲରେ ଅସନ୍ତୋଷ |  ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ କଞ୍ଚୁରୁ ପାଟଣା ପ୍ରାଥମିକ ବିଦ୍ୟାଳୟ ଦୀର୍ଘଦିନ ହେଲା ଜଣେ ମାତ୍ର ଶିକ୍ଷୟିତ୍ରୀଙ୍କ ଭରସାରେ ଚାଲିଥିବା ବେଳେ ଅନେକ ସମୟରେ ବିଶୃଙ୍ଖଳା ସୃଷ୍ଟି ହୋଇ ପିଲାଙ୍କ ପାଠପଢାରେ ବ୍ଯାଘାତ ହେଉଥିବାରୁ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ଦେଖା ଦେଇଛି। ଏ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ସେହି ବିଦ୍ୟାଳୟକୁ ଜଣେ ଶିକ୍ଷକଙ୍କୁ ବିଇଓଙ୍କ କାର୍ଯାଳୟ ପତ୍ର ସଂଖ୍ୟା ୨୭୬୪, ତା୧୯-୧୨-୨୦୨୪ରିଖ ପ୍ରକାରେ ବଦଳି କରାଯାଇ ଥିଲା। କିନ୍ତୁ, ଶିକ୍ଷକ ଜଣକ ବିଇଓଙ୍କ ନିର୍ଦ୍ଦେଶକୁ ଅବ ମାନନା କରି ଯୋଗ ଦେଇ ନଥିବା କାରଣରୁ ସେହି ବିଦ୍ୟାଳୟର ଅବ୍ଯବସ୍ଥା ପୂର୍ବପରି ରହିଛି। ଅନ୍ୟପକ୍ଷ ରେ ନିର୍ଦ୍ଦେଶ ଅବମାନନା କାରୀ ଶିକ୍ଷକ ଜଣଙ୍କ ପ୍ରତି ଶିକ୍ଷା ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନଥିବା ଘଟଣା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତେବେ ବୁଧବାର ଦିନ ସମ୍ପୃକ୍ତ ବିଦ୍ୟାଳୟର ସଭାନେତ୍ରୀ ବନିତା ଆପଟଙ୍କ ନେତୃତ୍ୱରେ ଅଭିଭାବିକାମାନେ ବୁଗୁଡା ଗୋଷ୍ଠୀ ଶିକ୍ଷାଧକାରୀଙ୍କ କାର୍ଯ୍ୟାଳୟରେ ପହଞ୍ଚି ବିଇଓଙ୍କ ଅନୁପସ୍ଥିତିରେ ଏବିଇଓ ଅମିତା କୁମାରୀ ପାଢୀଙ୍କୁ ଭେଟି ବିଦ୍ୟାଳୟର ଶିକ୍ଷା ବ୍ଯବସ୍ଥା ଭୁଷୁଡି ପଡି ଥିବା ନେଇ ଅଭିଯୋଗ କରିବା ସହ ଅସନ୍ତୋଷ ଜାହିର କରିଥିଲେ । ଏଥି ସହ ଯଦି ଏକ ସପ୍ତାହ ମଧ୍ୟରେ କଞ୍ଚୁରୁ ପାଟଣା ପ୍ରାଥମିକ ବିଦ୍ୟାଳୟରେ ଆଉ ଜଣେ ଶିକ୍ଷକଙ୍କୁ ତୁରନ୍ତ ନିଯୁକ୍ତି ନ ଦିଆଯାଏ ତେବେ ସେମାନେ ନିଜ ନିଜର ପିଲାଙ୍କୁ ଆଉ ବିଦ୍ଯାଳୟକୁ ନଛାଡି ବିଇଓଙ୍କ କାର୍ଯ୍ଯାଳୟ ସମ୍ମୁଖରେ ପିଲାମାନଙ୍କ ସହ ଧାରଣା ଦେବାକୁ ବାଧ୍ୟ ହେବେ ବୋଲି ଚେତାବନୀ ଦେଇଥିବା ଜଣାଯାଇଛି।

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP