Breaking News

ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||      ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |    (24-Aug-2026)       ||      ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||     

ତାଳସାକର ମହାମାୟୀ ହାଇସ୍କୁଲ ର ଅଚଳ ଅବସ୍ଥା ପାଠ ପଢା ଠପ |

17-Jan-2025

ତାଳସାକର ମହାମାୟୀ ହାଇସ୍କୁଲର ଅଚଳାବସ୍ଥା, ଶିକ୍ଷକ ମରୁଡି ଯୋଗୁଁ ପାଠପଢା ଠପ୍, ଫାଟକ ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ପ୍ରତିବାଦ,

ଓଡିଶା ଜନମତ,  ବୁଗୁଡା, ହର ପ୍ରସାଦ ପାଢ଼ୀ, ତା ୧୮/୦୧/୨୫ :

ବୁଗୁଡ଼ା ବ୍ଲକ ଖୋଳଖାଳି ପଞ୍ଚାୟତର  ତାଳସାକର ଗ୍ରାମସ୍ଥ ମହାମାୟୀ ହାଇସ୍କୁଲର ଶୈକ୍ଷିକ ବ୍ଯବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଷୁଡି ପଡିଥିବା ଜଣାଯାଇଛି। ସେଠାରେ ପ୍ରଧାନ ଶିକ୍ଷକଙ୍କ ସହିତ ଆଉ ଜଣେ ଡେପୁଟେସନରେ ଯାଇଥିବା ଶିକ୍ଷକଙ୍କୁ ବିଦ୍ୟାଳୟ ଚାଲିଛି। ସେହି ହାଇସ୍କୁଲରେ ନବମ ଓ ଦଶମର ମୋଟ ୧୪୯ ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଥିବା ବେଳେ ଶିକ୍ଷକ ଅଭାବରୁ ପାଠପଢ଼ା ଠିକ୍ ଭାବେ ହୋଇପାରୁନାହିଁ। ଆସନ୍ତା ଫେବୃୟାରୀ ମାସରେ ଦଶମ ଶ୍ରେଣୀ ପିଲାଙ୍କ ବୋର୍ଡ ପରୀକ୍ଷା ହେବାକୁ ଥିବାବେଳେ ବିଭିନ୍ନ ବିଷୟର ପାଠପଢା ଅଧପନ୍ତରିଆ ହୋଇରହିଛି । ଏ ନେଇ ଅନେକ ଥର ଅଭିଯୋଗ ହୋଇଥିଲେ ସୁଦ୍ଧା  ଶିକ୍ଷା ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉନଥିବାରୁ ଛାତ୍ରଛାତ୍ରୀଙ୍କ ସମେତ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏହାର ପ୍ରତିକ୍ରିୟା ସ୍ବରୁପ ଆଜି ଛାତ୍ରଛାତ୍ରୀମାନେ ବିଦ୍ୟାଳୟ ଭିତରକୁ ପ୍ରବେଶ ନକରି ବାହାରେ ଗଣବେଶ ଧାରଣ କରି ଶିକ୍ଷକ ନିଯୁକ୍ତି ନିମନ୍ତେ ଦାବିକରି ପ୍ରତିବାଦ କରିଥିଲେ। ଖବର ପାଇ ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀ ଚିନ୍ମୟ ମହାପାତ୍ର ଘଟଣା ସ୍ଥଳରେ ପହଞ୍ଚି ଛାତ୍ରଛାତ୍ରୀଙ୍କୁ ବୁଝାଶୁଝା କରି ତିନି ଦିନ ମଧ୍ୟରେ ଶିକ୍ଷକ ନିଯୁକ୍ତି କରିବା ନେଇ ପ୍ରତିଶ୍ରୁତି ଦେବା ପରେ ଛାତ୍ରଛାତ୍ରୀ ଧାରଣାରୁ ଓହରି ଯାଇଥିଲେ।

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP