Breaking News

ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||      ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |    (24-Aug-2026)       ||      ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||      ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||     

କୌଣସି କାରଣ ରୁ ନିଆଁ ଲାଗି ଜଳିଗଲା କାର, ଅଳ୍ପକେ ବର୍ତ୍ତିଲେ 2ମହିଳା, ଶିଶୁ ସହ 6ଜଣ ବ୍ୟକ୍ତି |

18-Jan-2025

ଚଳନ୍ତା କାର ହୁତୁ, ହୁତୁ ହୋଇ ଜଳିଗଲା,ଅଳ୍ପକେ ବର୍ତ୍ତିଲେ ଦୁଇ ମହିଳା ,ଶିଶୁ ସମେତ ୬ ଜଣ,

ଓଡିଶା ଜନମତ,ବାଲିଗୁଡା,
୧୭/୦୧: ସଞ୍ଜୟ କୁମାର ପାଣିଗ୍ରାହୀ,  

କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ସାକୁଶବାଲି ନିକଟରେ ୫୯ ନଂ.ଜାତୀୟ ରାଜପଥ ଉପରେ ଶୁକ୍ରବାର ରାତ୍ର ରେ ଏକ ଚଳନ୍ତା ଆକ୍ଟିଭା କାର ରେ ହଠାତ ନିଆଁ ଲାଗି ହୁହୁ ହୋଇ ଜାଲିଗଲା । ଗାଡି ମଧ୍ୟରେ ବସିଥିବା ଦୁଇ ମହିଳା ଓ ଜଣେ ଶିଶୁ ଙ୍କ ସମେତ ୬ ଜଣ ଅଳ୍ପକେ ମୃତ୍ୟୁ  ମୁଖରୁ ବର୍ତ୍ତିଯାଇଥିବା ଜଣାପଡିଛି । ଘଟଣାରୁ ପ୍ରକାଶ ଯେ,  ଶୁକ୍ରବାର ରାତି ୮.୩୦ ସମୟରେ ମହାସିଙ୍ଗ ଗ୍ରାମର ଏକ ପରିବାର କୋଟଗଡ ବ୍ଲକ ର ସୁବର୍ଣ୍ଣଗିରି ନିକଟସ୍ଥ ଲୁଦୁ ଜଳପ୍ରପାତ ବୁଲିବା ପାଇଁ ଯାଇଥିଲେ । ବୁଲାବୁଲି ସାରି  ଘରକୁ ଫେରୁଥିବା ବେଳେ ହଠାତ ଗାଡିର ଇଞ୍ଜିନ ରେ କିଛି ଧୂଆଁ ବାହାରିବା ସହ ନିଆଁ ଦେଖିବାକୁ ମିଳିଥିଲା ଏହା ପରେ ଡ୍ରାଇଭର ର ଉପସ୍ଥିତି ବୁଦ୍ଧି ଯୋଗୁଁ ଗାଡିଟି ରଖିବା ସହ ସମସ୍ତ ଯାତ୍ରୀ ଙ୍କୁ ସଙ୍ଗେ ସଙ୍ଗେ ଗାଡିରୁ ଓଲ୍ଲାହିବା ସହ ଦମକଳ କେନ୍ଦ୍ର କୁ ଫୋନ କରିଥିଲେ l ଖବର ପାଇ  ଅଗ୍ନିଶମ ବିଭାଗ ପହଞ୍ଚିବା ବେଳକୁ ଗାଡିଟି ହୁ ହୁ ହୋଇ ସମ୍ପୂର୍ଣ୍ଣ ଜଳି ଯାଇଥିଲା । ଘଟଣା ସ୍ଥଳରେ ପୁଲିସ ର ପେଟ୍ରୋଲିଂ ଗାଡି ପହଞ୍ଚି ଏସଆଇ ସଞ୍ଜୟ ସ୍ଵାଇଁ ଯାତ୍ରୀ ମାନଙ୍କୁ ସୁରକ୍ଷିତ ରଖିବା ସହ ଘଟଣାର କାରଣ ପଚାରିଥିଲେ l ।ଆଉ ଦୁଇ କିଲୋମିଟର ପରେ ସେହି ପରିବାର ତାଙ୍କ ଘରେ ପହଞ୍ଚି ଥାନ୍ତେ l  କିନ୍ତୁ ବିଧିର ବିଧାନ କିଭଳି ଚଳନ୍ତା କାର ରେ ନିଆଁ ଲାଗି ଯାଇଥିଲା ଅଳ୍ପକେ ସମସ୍ତେ ମୃତୁ ମୁଖରୁ ବଞ୍ଚିଯାଇଥିଲେ । ଏ ସମ୍ପର୍କରେ ଥାନା ଅଧିକାରୀ ସମ୍ବିତ କୁମାର ସ୍ଵାଇଁ  ତଦନ୍ତ କରିବା ପରେ ନିଆଁ ଲାଗିବାର କାରଣ ଜଣାପଡିବ ବୋଲି କହିଛନ୍ତି l

News Comment

You Might Also Like

BACK TO TOP