Breaking News

କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||      ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସର ରେ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଅନୁଷ୍ଠିତ ||   (10-Apr-2026)       ||      ପଶ୍ଚିମ ଓଡ଼ିଶାର ସିନେକଳାକାର ମାନେ ତାରା ତାରିଣୀ ଙ୍କ ପୀଠରେ କଲେ ପୂଜାର୍ଚନା |   (09-Apr-2026)       ||      ଟିକାବାଲି ବ୍ଲକରେ ଲକ୍ଷାଧିକ ଟଙ୍କାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ଅଟକ |   (09-Apr-2026)       ||      ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||   (07-Apr-2026)       ||      ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||   (07-Apr-2026)       ||      ରୁପା ବ୍ୟବସାୟୀ ଙ୍କଆକ୍ରମଣ କରି ତାଙ୍କଠାରୁ 7କେଜିର ରୁପା ବେଗ ଧରି ଛୁ ମାରିଲେ ଦୁଇ ଲୁଟେରା |    (06-Apr-2026)       ||      ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||   (06-Apr-2026)       ||      ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର    (06-Apr-2026)       ||      କଳମ୍ବ ରେ ଦୁତୀୟ ପର୍ଯ୍ୟାୟ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ |   (06-Apr-2026)       ||     

ବୁଗୁଡ଼ାରେ ନୂତନ ବିଡ଼ିଓ ଙ୍କ ଯୋଗଦାନ |

18-Jan-2025

ବୁଗୁଡ଼ାରେ ନୂତନ ବିଡିଓଙ୍କ ଯୋଗଦାନ,

ଓଡିଶା ଜନମତ,  ବୁଗୁଡ଼ା, ହରପ୍ରସାଦ ପାଢ଼ୀ, ତା ୧୮/୦୧/୨୫ : 
ବୁଗୁଡ଼ା ବ୍ଲକରେ ନୂତନ ବିଡିଓ ଭାବେ ଦୂତିକୃଷ୍ଣ ପାତ୍ର ଯୋଗ ଦେଇଛନ୍ତି l ସେ ପୂର୍ବରୁ କୋରାପୁଟ ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ l ସେ ବୁଗୁଡ଼ା ବିଡ଼ିଓ ଭାବେ ଯୋଗ ଦେବା ପରେ ବ୍ଲକ କର୍ମଚାରୀମାନେ ତାଙ୍କୁ ଆଜି ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ l ଏଠାରେ ଥିବା ବିଡ଼ିଓ ସନ୍ତୋଷ କୁମାର ଜେନାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାକୁ ବଦଳି ହେବା ପରେ ଦୀର୍ଘ ଦିନ ହେଲା ତହସିଲଦାର ତାପସ ରାଉତ ବିଡ଼ିଓ ଦାୟିତ୍ୱରେ ରହିଥିଲେ l ଏଵେ ସ୍ଥାୟୀ ବିଡ଼ିଓ କାର୍ଯ୍ୟଭାର ଗ୍ରହଣ କଲା ପରେ ପଞ୍ଚାୟତ ସ୍ତରୀୟ ବିଭିନ୍ନ ଉନ୍ନୟନ କାର୍ଯ୍ୟ ତ୍ୱରାନ୍ୱିତ ହୋଇପାରିବ ବୋଲି ଆଶା କରାଯାଉଛି l

News Comment

You Might Also Like

BACK TO TOP