Breaking News

ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||      ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |    (24-Aug-2026)       ||      ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||      ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||     

ଖଲ୍ଲିକୋଟ ଗୁହାରିଆ ପାଟ ସେବାଶ୍ରମ ବିଦ୍ୟାଳୟ ଠାରେ ଅଷ୍ଟମ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ,

18-Jan-2025

ଖଲ୍ଲିକୋଟ: ଗୁହାରିଆପାଟ ସେବାଶ୍ରମ ବିଦ୍ୟାଳୟ ଠାରେ ଅଷ୍ଟମ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ,

          ଓଡିଶା ଜନମତ  ବ୍ୟୁରୋ,

ଖଲ୍ଲିକୋଟ ବ୍ଲକ୍ ଅନ୍ତର୍ଗତ କନକା କ୍ଲଷ୍ଟର ଅଧୀନସ୍ଥ କେ. ଗୁହାରିଆପାଟ ସ୍ଥିତ ସେବାଶ୍ରମ ବିଦ୍ୟାଳୟ ପରିସରରେ ଆନୁଷ୍ଠାନିକ ରୀତିରେ ଅଷ୍ଟମ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସଚ୍ଚିଦାନନ୍ଦ ମିଶ୍ର ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ପ୍ରଦୀପ ପ୍ରଜ୍ଜ୍ୱଳନ କରି ବୈଠକର ଶୁଭ ଉଦ୍ଘାଟନ କରିଥିଲା ବେଳେ ଶିକ୍ଷକ ଦେବରାଜ ଗୈାଡ ସୁଲଳିତ କଣ୍ଠରେ ଭକ୍ତି ରସାତ୍ମକ ଭଜନ ପରିବେଷଣ କରିଥିଲେ । ବୈଠକର ପ୍ରାରମ୍ଭରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଡକ୍ଟର ଦ୍ବାରିକାନାଥ ମହାରଣା ବୈଠକରେ ଉପସ୍ଥିତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସ୍ୱାଗତ ଜଣାଇ ପ୍ରତ୍ୟେକ ମାସରେ ଅନୁଷ୍ଠିତ ବୈଠକର ପ୍ରୟୋଜନତା, ଉଭୟ ପ୍ରାଥମିକ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ତରରେ ଭାଷା, ଗଣିତ ବିଷୟ କ୍ରମରେ ଶିକ୍ଷଣ ଫଳାଫଳ ସମ୍ପର୍କରେ ଆଲୋଚନା କରିଥିଲେ ।
ଏତଦବ୍ୟତୀତ ଜାନୁଆରୀ ମାସର ଶୈକ୍ଷିକ କ୍ୟାଲେଣ୍ଡର, ପାଠ୍ୟ ଯୋଜନା, ମୈଳିକ ସାକ୍ଷରତା, ସଂଖ୍ୟା ଜ୍ଞାନ, ଏକକ ଶ୍ରେଣୀ, ଭାଷା ଶିକ୍ଷଣ ଆଦି ବହୁବିଧ ଦିଗ ସମ୍ପର୍କରେ ସମବେତ ପ୍ରଧାନ ଶିକ୍ଷକ/ ଶିକ୍ଷୟିତ୍ରୀ, ଏଫ୍. ଏଲ୍. ଏନ୍. ଶିକ୍ଷକ ଶିକ୍ଷୟିତ୍ରୀଙ୍କ   ସମ୍ମୁଖରେ   ପ୍ରଶିକ୍ଷଣ ପ୍ରଦାନ ସହିତ ଆଲୋଚନା କରିଥିଲେ । କ୍ଲଷ୍ଟରରେ କାର୍ଯ୍ୟରତ  ଶିକ୍ଷକ ଦେବରାଜ ଗୈାଡ, ହରେକୃଷ୍ଣ ମଲ୍ଲିକ, ପ୍ରଫୁଲ୍ଲ ଶବର, ନିରଞ୍ଜନ ପଣ୍ଡା, ଦେବରାଜ ଜାନି, ସଚ୍ଚିଦାନନ୍ଦ ମିଶ୍ର, କୃଷ୍ଣ ପ୍ରସାଦ ନାୟକ, ସୁରଥ ଦାସ, ସୁକାନ୍ତ କୁମାର ଦାଶ, ନିରଞ୍ଜନ ଜାଲି, କମଲଜିତ୍ ତ୍ରିପାଠୀ, ସୈାମେନ୍ଦ୍ର ମୁଣ୍ଡା, ସନ୍ତୋଷ କୁମାର ବାରିକ, ଶିକ୍ଷୟିତ୍ରୀ ଶ୍ରୀମତୀ ଲକ୍ଷ୍ମୀପ୍ରିୟା ପ୍ରଧାନ, ଚମ୍ପାବତୀ ପଟ୍ଟନାୟକ, ବିଦ୍ୟୁତ୍ ପ୍ରଭା ନାୟକ, ତପସ୍ୱିନୀ ଜାନି, ଲକ୍ଷ୍ମୀପ୍ରିୟା ପାତ୍ର, ସତ୍ୟଭାମା ଦେବତା ପ୍ରମୁଖ  ଯୋଗଦେଇଥିଲେ ।

News Comment

You Might Also Like

BACK TO TOP