Breaking News

ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||      ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |    (24-Aug-2026)       ||      ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||      ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||      ଅନାଥ ଶିଶୁ ଙ୍କୁ ସହଯୋଗ ର ହାତ ବଢ଼ାଇଲେ ବଡ଼ ଖଇର ଖମା ପଞ୍ଚାୟତ ବାସୀ |   (24-Aug-2026)       ||      ବିଶ୍ୱର ସବୁଠୁ ବୟସ୍କ ଓ ଜୀବିତ ଥିବା 117ବର୍ଷ ର ମହିଳା , ଏଥେଲ କ୍ୟାଟର ହାମ |   (24-Aug-2026)       ||     

ବୁଗୁଡ଼ା ପିପୁଲ୍ସ କଲେଜ ର 47 ତମ ବାର୍ଷିକ କ୍ରୀଡା ଉଦଘାଟିତ |

20-Jan-2025

ପିପୁଲ୍ସ କଲେଜର ୪୭ତମ ବାର୍ଷିକ କ୍ରୀଡା ଉଦଘାଟିତ,

ଓଡିଶା ଜନମତ, ବୁଗୁଡା, ହର ପ୍ରସାଦ ପାଢ଼ୀ, ତା ୨୦/୦୧/୨୫ :
ସ୍ଥାନୀୟ ପିପୁଲ୍ସ କଲେଜର ୪୭ତମ ବାର୍ଷିକ କ୍ରୀଡାର ଶୁଭାରମ୍ଭ ହୋଇଯାଇଛି । ନିକଟସ୍ଥ ଠାକୁରାଣୀ ମନ୍ଦିରରୁ କ୍ରୀଡା ଜ୍ୟୋତି ଆସି ପହଞ୍ଚିବା ପରେ କଲେଜ ଅଧ୍ୟକ୍ଷ ହରିକୃଷ୍ଣ ନାୟକଙ୍କ ଦ୍ବାରା କ୍ରୀଡା ପତାକା ଉତ୍ତୋଳନ ସହ ପ୍ରତିଯୋଗୀଙ୍କ ସାମୁହିକ ଶପଥ ପାଠ କରାଯାଇଥିଲା । ଉକ୍ତ ବାର୍ଷିକ କ୍ରୀଡାର ଉଦଘାଟନୀ ଉତ୍ସବରେ +୩ କ୍ରୀଡା ସଂସଦ ସଭାପତି ଅଧ୍ୟାପକ ସୁଶାନ୍ତ କୁମାର ସାହୁ, ଆଇକ୍ୟୁଏସି ସଂଯୋଜକ ଅଧ୍ୟାପକ ଅକ୍ଷୟ କୁମାର ସାହୁ ଓ +୨ କ୍ରୀଡା ସଂସଦ ସଭାପତି ଅଧ୍ୟାପକ ଆତ୍ମ ପ୍ରକାଶ ନାୟକ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲା ବେଳେ ଏ ଅବସରରେ ଉଭୟ ପୁରୁଷ ଓ ମହିଳା ବିଭାଗର ଦୌଡ, ଲଙ୍ଗଜମ୍ପ୍, ହାଇଜମ୍ପ୍ , ସଟପୁଟ୍ ଥ୍ରୋ, ଡିସକ୍ସ୍ ଥ୍ରୋ, ଜାଭେଲିନ୍ ଥ୍ରୋ ଆଦି ପ୍ରତିଯୋଗିତା ଆୟୋଜିତ ହୋଇ କୃତି ପ୍ରତିଯୋଗୀଙ୍କୁ ଚୟନ କରାଯାଇଥିଲା  । କ୍ରୀଡା ଶିକ୍ଷକ କ୍ରିଷ୍ଣା ରାଓ ପାତ୍ରଙ୍କ ତତ୍ତ୍ବାବଧାନରେ ଆୟୋଜିତ ଉକ୍ତ ପ୍ରତିଯୋଗିତା ଗୁଡିକୁ କ୍ରୀଡା ଶିକ୍ଷକ ଶ୍ରୀନିବାସ ଦୋରା ପରିଚାଳନା କରି କୃତି ପ୍ରତିଯୋଗୀଙ୍କୁ ଚୟନ କରିଥିବା ବେଳେ ଅଧ୍ୟାପକ କିଶୋର ଚନ୍ଦ୍ର ଶବର , ଅଧ୍ୟାପିକା ରଶ୍ମିତା କୁମାରୀ ପଟ୍ଟନାୟକ , ଭି.ସନ୍ତୋଷୀ ରାଜୁ ଓ ସୁରଜିତା ସାହୁ ପ୍ରମୁଖ ଏଥିରେ ସକ୍ରିୟ ସହଯୋଗ କରିଥିଲେ ।

News Comment

You Might Also Like

BACK TO TOP