Breaking News

ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||      ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |    (24-Aug-2026)       ||      ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||      ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||      ଅନାଥ ଶିଶୁ ଙ୍କୁ ସହଯୋଗ ର ହାତ ବଢ଼ାଇଲେ ବଡ଼ ଖଇର ଖମା ପଞ୍ଚାୟତ ବାସୀ |   (24-Aug-2026)       ||      ବିଶ୍ୱର ସବୁଠୁ ବୟସ୍କ ଓ ଜୀବିତ ଥିବା 117ବର୍ଷ ର ମହିଳା , ଏଥେଲ କ୍ୟାଟର ହାମ |   (24-Aug-2026)       ||      ସମ୍ବଲପୁର ପୋଲିସ ଏକ ମୋବାଇଲ ମେଳା ଦ୍ୱାରା ପ୍ରକୃତ ମାଲିକ ଙ୍କୁ ଫେରାଇଲେ ଟଙ୍କା ଓ ମୋବାଇଲ ||   (24-Aug-2026)       ||      ଯାଜପୁର ପୋଲିସ ଦ୍ୱାରା ଦୁଇଟି ଗାଡି ଜବତ ସହ ଅଭିଯୁକ୍ତ କୁ ଗିରଫ |    (24-Aug-2026)       ||     

ବ୍ଲକ ସ୍ତରୀୟ କିଶୋର, କିଶୋରୀ ଙ୍କ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ |

21-Jan-2025

ବ୍ଲକ ସ୍ତରୀୟ କିଶୋର ଓ କିଶୋରୀଙ୍କ ପ୍ରତିଭା ଅନ୍ଵେଷଣ କାର୍ଯ୍ୟକ୍ରମ,

ଓଡିଶା ଜନମତ,  ବୁଗୁଡ଼ା, ହର ପ୍ରସାଦ  ପାଢ଼ୀ, ତା ୨୧/୦୧/୨୫ :

ସ୍ଥାନୀୟ ବ୍ଲକ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ କିଶୋର ଓ କିଶୋରୀଙ୍କ ପ୍ରତିଭା ଅନ୍ଵେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବୁଗୁଡା ବ୍ଲକ ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ ବବିତା କୁମାରୀ ପଣ୍ଡାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉକ୍ତ ବ୍ଲକ ସ୍ତରୀୟ କାର୍ଯ୍ୟକ୍ରମରେ ଅତିଥି ଭାବେ ବିଡିଓ ଦୂତିକୃଷ୍ଣ ପାତ୍ର, ତହସିଲଦାର ତାପସ ରାଉତ ପ୍ରମୁଖ ଯୋଗ ଦେଇ କିଶୋର ଓ କିଶୋରୀଙ୍କ ସଶକ୍ତିକରଣ , ସୁରକ୍ଷା ଓ ସ୍ବାସ୍ଥ୍ଯ ରକ୍ଷା ସମ୍ପର୍କେ ଆଲୋକପାତ କରିଥିଲେ। ଏ ଅବସରରେ ଉପସ୍ଥିତ କିଶୋର ଓ କିଶୋରୀଙ୍କ ମଧ୍ୟରେ ଚିତ୍ରାଙ୍କନ, ବକ୍ତୃତା, ନୃତ୍ୟ ଓ ସଙ୍ଗୀତ ଆଦି ବିଷୟରେ ଅନୁଷ୍ଠିତ ପ୍ରତିଯୋଗିତା ମାଧ୍ୟମରେ ପ୍ରତିଭା ଅନ୍ଵେଷଣ ପୂର୍ବକ କୃତି ପ୍ରତିଯୋଗୀଙ୍କୁ ଚୟନ କରିଯାଇ ଅତିଥିଙ୍କ ଦ୍ଵାରା ପ୍ରମାଣପତ୍ର ସହ ପୁରସ୍କୃତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ପ୍ରତ୍ଯେକ ସେକ୍ଟରର ଦୁଇ ଜଣ ଲେଖାଏଁ ଅଙ୍ଗନଓ୍ବାଡି କର୍ମୀଙ୍କ ସମେତ କିଶୋର ଓ କିଶୋରୀମାନେ ଉପସ୍ଥିତ ରହିଥିଲେ । ବିଭାଗୀୟ ଅଞ୍ଚଳ ପରିଦର୍ଶିକାମାନେ ଉକ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ |

News Comment

You Might Also Like

BACK TO TOP