Breaking News

ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||      ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |    (24-Aug-2026)       ||      ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||      ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||      ଅନାଥ ଶିଶୁ ଙ୍କୁ ସହଯୋଗ ର ହାତ ବଢ଼ାଇଲେ ବଡ଼ ଖଇର ଖମା ପଞ୍ଚାୟତ ବାସୀ |   (24-Aug-2026)       ||      ବିଶ୍ୱର ସବୁଠୁ ବୟସ୍କ ଓ ଜୀବିତ ଥିବା 117ବର୍ଷ ର ମହିଳା , ଏଥେଲ କ୍ୟାଟର ହାମ |   (24-Aug-2026)       ||      ସମ୍ବଲପୁର ପୋଲିସ ଏକ ମୋବାଇଲ ମେଳା ଦ୍ୱାରା ପ୍ରକୃତ ମାଲିକ ଙ୍କୁ ଫେରାଇଲେ ଟଙ୍କା ଓ ମୋବାଇଲ ||   (24-Aug-2026)       ||      ଯାଜପୁର ପୋଲିସ ଦ୍ୱାରା ଦୁଇଟି ଗାଡି ଜବତ ସହ ଅଭିଯୁକ୍ତ କୁ ଗିରଫ |    (24-Aug-2026)       ||      ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |    (23-Aug-2026)       ||      ଲଗାଣ ବର୍ଷାରେ ଭାଙ୍ଗିଗଲା ଘର ଅଳ୍ପ କେ ବର୍ତ୍ତିଲେ ଦୁଇ ପରିବାର ||   (23-Aug-2026)       ||     

ପାରଳା ଖେମୁଣ୍ଡୀ ସ୍ଥିତ କୃଷ୍ଣ ଚନ୍ଦ୍ର ଗଜପତି ମହାବିଦ୍ୟାଳୟ ରେ 60 ତମ କ୍ରୀଡା ଉତ୍ସବ ଅନୁଷ୍ଠିତ |

22-Jan-2025

ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତି ସ୍ଵୟଂ ଶାସିତ ମହାବିଦ୍ୟାଳୟର ୬୦ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ,

ଓଡିଶା ଜନମତ  ବ୍ୟୁରୋ

ପାରଳାଖେମୁଣ୍ଡି, ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ସ୍ଵୟଂ ଶାସିତ ମହାବିଦ୍ୟା ଳୟରେ ଦ୍ୱିଦିବସୀୟ ୬୦ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ  ହୋଇଯାଇଛି। ଗତ ୨୦ ତାରିଖରେ କ୍ରୀଡାପ୍ରେମୀ ଛାତ୍ରଛାତ୍ରୀମାନେ ମା ନୀଳମଣି ଦୁର୍ଗା ଠାକୁରାଣୀ ମନ୍ଦିରରୁ କ୍ରୀଡାଜ୍ୟୋତି ଶୋଭାଯାତ୍ରା କରି ସ୍ଥାପନ କରିଥିଲେ I ପାରଳାଖେମୁଣ୍ଡିର ପୌରାଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍ସବକୁ ଉଦଘାଟନ କରିଥିଲେ I ଉଦଯାପନୀ ସମାରୋହରେ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ସୁନାମ ଅର୍ଜନ କରିଥିବା ଗଜପତି ଜିଲ୍ଲାର ସୁଦକ୍ଷ କ୍ରୀଡାବିତ୍ ତଥା ପ୍ରଶିକ୍ଷକ ଶ୍ରୀଯୁକ୍ତ ସୁକାନ୍ତ ଦଳବେହେରା ମୁଖ୍ୟଅତିଥି, ମହାବିଦ୍ୟାଳୟର କ୍ରିଡା ସଂସଦର ଫିଲ୍ଡ ମାର୍ଶାଲ ପ୍ରଫେସର ରାଧାକାନ୍ତ ଭୂୟାଁ ସମ୍ମାନିତ ଅତିଥି ଭାବେ ଯୋଗଦେଇ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରିଥିଲେ l  ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଡକ୍ଟର ଜିତେନ୍ଦ୍ର ନାଥ ପଟ୍ଟନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ଯକ୍ରମରେ ଓଡ଼ିଆ ବିଭାଗର ବିଭାଗ ମୁଖ୍ୟ ସହକାରୀ ପ୍ରଫେସର ଡକ୍ଟର ବିପ୍ଳବ ରଞ୍ଜନ ପ୍ରଧାନ ସ୍ଵାଗତ ଅଭିଭାଷଣ ସହ ମଞ୍ଚସଞ୍ଚାଳନ,  ଇଂରାଜୀ ବିଭାଗର ସହକାରୀ ପ୍ରଫେସର ଡକ୍ଟର କୋମଲ ଶିଖା ମଲ୍ଲିକ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ I ଏହି ଅବସରରେ ଅତିଥିମାନେ କ୍ରୀଡା ଜୀବନର ଏକ ଅଙ୍ଗ ଓ ଏହା ସୁସ୍ଥ ମାନସିକ ସ୍ଥିତି ବଜାୟ ରଖିବା ସହିତ ନୂତନ ନେତୃତ୍ଵ ସୃଷ୍ଟି କରିଥାଏ ବୋଲି କହିଥିଲେ I କ୍ରୀଡା ଦ୍ଵାରା ଛାତ୍ରଛାତ୍ରୀମାନଙ୍କର ଶାରୀରିକ ଅଭିବୃଦ୍ଧି ସହ ବୌଦ୍ଧିକ ଜ୍ଞାନର ବିକାଶ ଧାରାରେ ସହାୟକ ହୋଇଥାଏ ବୋଲି ମତ ଦେଇଥିଲେ।  ଅନ୍ୟତମ ଅତିଥି ଭାବେ କ୍ରୀଡା ସଂସଦର ସଂଯୋଜିକା ଶ୍ରୀମତୀ ପାଣସା ନୀରଜା ସହ ଅନ୍ୟ ସମସ୍ତ ସହଯୋଗୀ ଉପସଭାପତି ଡକ୍ଟର କିରଣବାଳା ଭୂୟାଁ, ଡକ୍ଟର ସନତ ଲେଙ୍କା, ସୁଶ୍ରୀ ସନ୍ତୋଷୀ ପ୍ରଧାନ, ଶ୍ରୀ ରାମହରି କାର୍ଜି, ଶ୍ରୀଯୁକ୍ତ ଦେବୀପ୍ରସାଦ ପଣ୍ଡା ପ୍ରମୁଖ ମଞ୍ଚାସୀନ ଥିଲେ I ଶ୍ରୀ ନିରଞ୍ଜନ ବେହେରା କ୍ରୀଡା ସଂସଦର ବାର୍ଷିକ ବିବରଣୀ ପାଠ କରିଥିବା ବେଳେ କ୍ରୀଡା ସଂସଦର ଉପସଭାପତି ସହକାରୀ ପ୍ରଫେସର ଡକ୍ଟର ସୁମନ୍ତ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ I

News Comment

You Might Also Like

BACK TO TOP