Breaking News

ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||      ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |    (24-Aug-2026)       ||      ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||      ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||      ଅନାଥ ଶିଶୁ ଙ୍କୁ ସହଯୋଗ ର ହାତ ବଢ଼ାଇଲେ ବଡ଼ ଖଇର ଖମା ପଞ୍ଚାୟତ ବାସୀ |   (24-Aug-2026)       ||      ବିଶ୍ୱର ସବୁଠୁ ବୟସ୍କ ଓ ଜୀବିତ ଥିବା 117ବର୍ଷ ର ମହିଳା , ଏଥେଲ କ୍ୟାଟର ହାମ |   (24-Aug-2026)       ||      ସମ୍ବଲପୁର ପୋଲିସ ଏକ ମୋବାଇଲ ମେଳା ଦ୍ୱାରା ପ୍ରକୃତ ମାଲିକ ଙ୍କୁ ଫେରାଇଲେ ଟଙ୍କା ଓ ମୋବାଇଲ ||   (24-Aug-2026)       ||      ଯାଜପୁର ପୋଲିସ ଦ୍ୱାରା ଦୁଇଟି ଗାଡି ଜବତ ସହ ଅଭିଯୁକ୍ତ କୁ ଗିରଫ |    (24-Aug-2026)       ||      ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |    (23-Aug-2026)       ||      ଲଗାଣ ବର୍ଷାରେ ଭାଙ୍ଗିଗଲା ଘର ଅଳ୍ପ କେ ବର୍ତ୍ତିଲେ ଦୁଇ ପରିବାର ||   (23-Aug-2026)       ||     

ମୋଟା ବାଡ଼ି ଗ୍ରାମରେ ଜନ ଶୁଣାଣି ସଭା ଓ ବିଜେପିର ମିଶ୍ରଣ ପର୍ବ ଅନୁଷ୍ଠିତ |

23-Jan-2025

ମୋଟାବାଡି ଗ୍ରାମରେ ଜନଶୁଣାଣୀ,ସ୍ବାଗତ ସମ୍ବର୍ଦ୍ଧନା ସଭା ଓ ମିଶ୍ରଣ ପର୍ବ ଅନୁଷ୍ଠିତ,

ଓଡିଶା ଜନମତ,ବୁଗୁଡ଼ା, ହର ପ୍ରସାଦ ପାଢ଼ୀ, ୨୩/୦୧/୨୫;

ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମୋଟାବାଡି ଗ୍ରାମର ବଡ଼ଦାଣ୍ଡ ଠାରେ ଆଜି ଏକ ଜନଶୁଣାଣୀ କାର୍ଯ୍ୟକ୍ରମ ଓ ସ୍ବାଗତ ସମ୍ବର୍ଦ୍ଧନା ସଭା ସହିତ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମ ମଣ୍ଡଳ ସଭାପତି ସୁଶାନ୍ତ କୁମାର ଡାକୁଆ ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବେ ମତ୍ସ୍ୟ, ପଶୁପାଳନ ଓ  କ୍ଷୁଦ୍ର,ଅତି କ୍ଷୁଦ୍ର ମଧ୍ଯମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ଉପସ୍ଥିତ ଜନସାଧାରଣଙ୍କୁ ଅବଗତ କରାଇ ତାହାର ଫାଇଦା ନେବାପାଇଁ ପରାମର୍ଶ ଦେଇଥିଲେ। ଏହାସହିତ ଯେକୌଣସି ଲୋକଙ୍କ ଅସୁବିଧା ହେଲେ ସିଧାସଳଖ ମୋ ସହିତ ଯୋଗାଯୋଗ କରିବା ପାଇଁ ପ୍ରତିଶ୍ରୁତି ଦେଇ ବାଲିଛାଇ, ନାଗିରି ଓ ଠଣାପଲ୍ଲୀ ଗ୍ରାମର ନାମ ମୋଟାବାଡି ପଞ୍ଚାୟତ ତାଲିକାରେ ନଥିବା ହେତୁ ମନ୍ତ୍ରୀ ଶ୍ରୀ ମଲ୍ଲିକ ସ୍ଥାନିତ କରିଥିବା ପ୍ରକାଶ କରିଥିଲେ। ମୋଟାବାଡି ଗ୍ରାମର ଲୋକଙ୍କ ବିଭିନ୍ନ ଅଭିଯୋଗ ପତ୍ର ଗ୍ରହଣ କରି ଉପସ୍ଥିତ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଏହାର ସମାଧାନ କରିବା ପାଇଁ ପରାମର୍ଶ ଦେଇଥିଲେ ମନ୍ତ୍ରୀ ଶ୍ରୀ ମଲ୍ଲିକ ଏବଂ ଏହାସହିତ ଡାକରାବାଡି ଗ୍ରାମର ଭାସ୍କର ପ୍ରଧାନ, ସୁଶାନ୍ତ ପ୍ରଧାନ, ଗୌର ପ୍ରଧାନ, ସନ୍ତୋଷ ପ୍ରଧାନ, ବିଶୁ ପ୍ରଧାନ, ବିପ୍ର ପ୍ରଧାନ,ଶରତ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଙ୍କ ନିତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଜେଡି ଦଳ ଛାଡ଼ି ବିଜେପିରେ ସାମିଲ ହୋଇଥିଲେ। ସମସ୍ତଙ୍କୁ ମନ୍ତ୍ରୀ ବିଜେପି ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଇ ଦଳରେ ସାମିଲ କରାଇଥିଲେ।ବ୍ଳକ ଅଧ୍ୟକ୍ଷା ଙ୍କ ପ୍ରତିନିଧି କେ ନିଳମାଧବ ଆଚାରୀ, ସମିତି ସଭ୍ୟ ଶିବଶଙ୍କର ପ୍ରଧାନ,ଗଙ୍ଗାଧର ନାୟକ, ହରିହର ସାହୁ, ମଦନ ଗୋପାଳ ଦୋରା, ସୁନୀଲ ପାଢ଼ୀ, ସୁଶାନ୍ତ କୁମାର ରାଉତ, ବସନ୍ତ କୁମାର ସାମଲ, ଉମାଶଙ୍କର ଜେନା, ଦିଲ୍ଲୀପ ପ୍ରଧାନ ସମେତ ବହୁ  ଜନପ୍ରତିନିଧି ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP