Breaking News

ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||      ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |    (24-Aug-2026)       ||      ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||      ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||      ଅନାଥ ଶିଶୁ ଙ୍କୁ ସହଯୋଗ ର ହାତ ବଢ଼ାଇଲେ ବଡ଼ ଖଇର ଖମା ପଞ୍ଚାୟତ ବାସୀ |   (24-Aug-2026)       ||      ବିଶ୍ୱର ସବୁଠୁ ବୟସ୍କ ଓ ଜୀବିତ ଥିବା 117ବର୍ଷ ର ମହିଳା , ଏଥେଲ କ୍ୟାଟର ହାମ |   (24-Aug-2026)       ||      ସମ୍ବଲପୁର ପୋଲିସ ଏକ ମୋବାଇଲ ମେଳା ଦ୍ୱାରା ପ୍ରକୃତ ମାଲିକ ଙ୍କୁ ଫେରାଇଲେ ଟଙ୍କା ଓ ମୋବାଇଲ ||   (24-Aug-2026)       ||      ଯାଜପୁର ପୋଲିସ ଦ୍ୱାରା ଦୁଇଟି ଗାଡି ଜବତ ସହ ଅଭିଯୁକ୍ତ କୁ ଗିରଫ |    (24-Aug-2026)       ||      ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |    (23-Aug-2026)       ||      ଲଗାଣ ବର୍ଷାରେ ଭାଙ୍ଗିଗଲା ଘର ଅଳ୍ପ କେ ବର୍ତ୍ତିଲେ ଦୁଇ ପରିବାର ||   (23-Aug-2026)       ||     

ନିୟୁ ଏରା ପବ୍ଲିକ ସ୍କୁଲ ରେ ନେତାଜୀ ଓ ସୁରେନ୍ଦ୍ର ସାଏ ଙ୍କ ଜୟନ୍ତୀ ପାଳିତ |

23-Jan-2025

ନେତାଜୀ ଓ ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ,

ଓଡିଶା ଜନମତ, ବୁଗୁଡ଼ା, ହର ପ୍ରସାଦ  ପାଢ଼ୀ , 23/01:
ସ୍ଥାନୀୟ  ନିୟୁ ଏରା ପବ୍ଲିକ ସ୍କୁଲ ପରିସରରେ  ନେତାଜୀ ଓ ସୁରେନ୍ଦ୍ର ସାଏ ଜୟନ୍ତୀ  ମହାସମାରୋହରେ ପାଳିତ ହୋଇଯାଇଛି। ଅଧ୍ୟକ୍ଷ ଡ ବୃଷକେତୁ ଦାଶ ଙ୍କ ସଭାପତିତ୍ବରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥି ଭାବେ ବିଦ୍ୟାଳୟ ପରିଚାଳନା ସଭାପତି କାଳୀ ଚରଣ ଦାଶ, ମୁଖ୍ୟବକ୍ତା ଭାବେ ବୁଗୁଡ଼ା ମିଡ଼ିଆ କ୍ଳବ୍ ସଭାପତି ଅନୀଲ ପଟ୍ଟନାୟକ ଯୋଗଦେଇ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏ ଙ୍କ ଫଟୋଚିତ୍ର ରେ ପୁଷ୍ପମାଲ୍ୟ ଅର୍ପଣ କରିବା  ସହ ଛାତ୍ର ଛାତ୍ରୀ ମାନଙ୍କୁ ଉଭୟ ମହାପୁରୁଷ ଙ୍କ ଜୀବନୀ ତଥା ଦେଶପ୍ରେମ ର ମହତ୍ତ୍ଵ ଉପରେ ଉଦବୋଧନ ଦେଇଥିଲେ। ବିଦ୍ୟାଳୟର ସ୍କାଉଟ ମାଷ୍ଟର ବୈଷ୍ଣବ ଚରଣ ଦାଶ ସଂଯୋଜନା କରିଥିବା ବେଳେ ସୀମାଞ୍ଚଳ ଦାଶ ଅତିଥି ପରିଚୟ ଓ ଉପାଧ୍ୟକ୍ଷ ଅନିରୁଦ୍ଧ ଗୌଡ ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ। ଉତ୍କଳମଣି ସ୍କାଉଟ୍ ଟ୍ରୁପ୍ ର ଛାତ୍ର ଛାତ୍ରୀ ମାନେ ପ୍ଲାଷ୍ଟିକ ମୁକ୍ତ ପରିବେଶ ପାଇଁ ଶପଥ ପାଠ କରିଥିଲେ। ଏହି କାର୍ଯ୍ୟକ୍ରମରେ ନାରାୟଣ ସେଠୀ, ସୋନମ୍ ଦାଶ, କବିତା ସେଠୀ, ସୁନୀତା ପଟ୍ଟନାୟକ, ରୋଜାଲିନ ପଟ୍ଟନାୟକ, ଜ୍ୟୋତ୍ସ୍ନା ମହାରଣା, ଅଦିତି ପୋଲାଇ, ଶୁଭଶ୍ରୀ ଜେନା, ନିବେଦିତା ମିଶ୍ର, ରମାଦେବୀ ତ୍ରିପାଠୀ, ବର୍ଷାରାଣୀ ପଣ୍ଡା, ଶିବାନୀ ସେଠୀ, ଶିଳ୍ପା ମହାନ୍ତି, ସ୍ୱପ୍ନା ରାଣୀ ବେହେରା, ପ୍ରମୁଖ ସହଯୋଗ କରିଥିଲେ। ଶେଷରେ ସୁଦୀପ୍ତା କୁମାରୀ ମିଶ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP