Breaking News

ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||      ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |    (24-Aug-2026)       ||      ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||      ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||      ଅନାଥ ଶିଶୁ ଙ୍କୁ ସହଯୋଗ ର ହାତ ବଢ଼ାଇଲେ ବଡ଼ ଖଇର ଖମା ପଞ୍ଚାୟତ ବାସୀ |   (24-Aug-2026)       ||      ବିଶ୍ୱର ସବୁଠୁ ବୟସ୍କ ଓ ଜୀବିତ ଥିବା 117ବର୍ଷ ର ମହିଳା , ଏଥେଲ କ୍ୟାଟର ହାମ |   (24-Aug-2026)       ||      ସମ୍ବଲପୁର ପୋଲିସ ଏକ ମୋବାଇଲ ମେଳା ଦ୍ୱାରା ପ୍ରକୃତ ମାଲିକ ଙ୍କୁ ଫେରାଇଲେ ଟଙ୍କା ଓ ମୋବାଇଲ ||   (24-Aug-2026)       ||      ଯାଜପୁର ପୋଲିସ ଦ୍ୱାରା ଦୁଇଟି ଗାଡି ଜବତ ସହ ଅଭିଯୁକ୍ତ କୁ ଗିରଫ |    (24-Aug-2026)       ||      ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |    (23-Aug-2026)       ||      ଲଗାଣ ବର୍ଷାରେ ଭାଙ୍ଗିଗଲା ଘର ଅଳ୍ପ କେ ବର୍ତ୍ତିଲେ ଦୁଇ ପରିବାର ||   (23-Aug-2026)       ||     

ବୁଗୁଡ଼ା ର ବିଭିର୍ଣ୍ଣ ସ୍ଥାନରେ ନେତାଜୀ ଜୟନ୍ତୀ ପାଳିତ |

23-Jan-2025

ବିଭିନ୍ନ ଶିକ୍ଷାନୁଷ୍ଠାନରେ ନେତାଜୀ ଜୟନ୍ତୀ ପାଳିତ,

ଓଡିଶା ଜନମତ,ବୁଗୁଡା,ହର ପ୍ରସାଦ ପାଢ଼ୀ, ତା ୨୩/୦୧/୨୫ : 
ବୁଗୁଡ଼ା ଅଞ୍ଚଳର ବିଭିନ୍ନ
ଶିକ୍ଷାନୁଷ୍ଠାରେ ନେତାଜୀ ଜୟନ୍ତୀ ପାଳିତ
ହୋଇଯାଇଛି । ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା
ମନ୍ଦିର ପକ୍ଷରୁ ସ୍ବପରିସରରେ ପ୍ରଧାନାଚାର୍ଯ୍ୟ ଆଟଲ୍ ଲିଙ୍ଗରାଜଙ୍କ ପୌରହିତ୍ଯରେ ଅନୁଷ୍ଠିତ ନେତାଜୀ ଜୟନ୍ତୀ ପାଳନ କାର୍ଯ୍ୟକ୍ରମରେ ଅତିଥି ଭାବେ ପରିଚାଳନା ସମିତି ସଭାପତି ବ୍ରଜ କିଶୋର ପାଢ଼ୀ ଓ  ସମ୍ପାଦକ ରମେଶ ଚନ୍ଦ୍ର ଆଲଟିଆ ଯୋଗ ଦେଇ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିବା ସହ ସ୍ବାଧୀନତା ଆନ୍ଦୋଳନରେ ସୁବାସ ଚନ୍ଦ୍ର ବୋଷଙ୍କ ପରାକ୍ରମୀ ଭୂମିକା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ ।  ସେହିପରି ନିୟୁ ଏରା ପବ୍ଲିକ୍ ସ୍କୁଲରେ ଅଧ୍ଯକ୍ଷ ବୃଷକେତୁ ଦାଶଙ୍କ ଅଧ୍ୟକ୍ଷତାରେ ଏବଂ ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟତ୍ରୀ କୃଷ୍ଣପ୍ରିୟା ମହାରଣାଙ୍କ ପୌରୋହିତ୍ଯରେ ନେତାଜୀ ଜୟନ୍ତୀ ପାଳିତ ହୋଇଥିଲା। ଅନ୍ଯପକ୍ଷରେ ବୁଗୁଡ଼ା ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ  ନେତାଜୀ ଜୟନ୍ତୀ ପାଳନ ଅବସରରେ ପ୍ରତିଯୋଗିତାମାନ କରାଯାଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା ।

News Comment

You Might Also Like

BACK TO TOP