Breaking News

ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||      ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |    (24-Aug-2026)       ||      ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||      ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||      ଅନାଥ ଶିଶୁ ଙ୍କୁ ସହଯୋଗ ର ହାତ ବଢ଼ାଇଲେ ବଡ଼ ଖଇର ଖମା ପଞ୍ଚାୟତ ବାସୀ |   (24-Aug-2026)       ||      ବିଶ୍ୱର ସବୁଠୁ ବୟସ୍କ ଓ ଜୀବିତ ଥିବା 117ବର୍ଷ ର ମହିଳା , ଏଥେଲ କ୍ୟାଟର ହାମ |   (24-Aug-2026)       ||      ସମ୍ବଲପୁର ପୋଲିସ ଏକ ମୋବାଇଲ ମେଳା ଦ୍ୱାରା ପ୍ରକୃତ ମାଲିକ ଙ୍କୁ ଫେରାଇଲେ ଟଙ୍କା ଓ ମୋବାଇଲ ||   (24-Aug-2026)       ||      ଯାଜପୁର ପୋଲିସ ଦ୍ୱାରା ଦୁଇଟି ଗାଡି ଜବତ ସହ ଅଭିଯୁକ୍ତ କୁ ଗିରଫ |    (24-Aug-2026)       ||      ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |    (23-Aug-2026)       ||      ଲଗାଣ ବର୍ଷାରେ ଭାଙ୍ଗିଗଲା ଘର ଅଳ୍ପ କେ ବର୍ତ୍ତିଲେ ଦୁଇ ପରିବାର ||   (23-Aug-2026)       ||      ଶତାୟୁ ମହିଳା ଶକୁନ୍ତଳା ପରଲୋକ ରେ |   (23-Aug-2026)       ||      ପୋଲସରା ଗୋଷ୍ଟି ସ୍ଵାସ୍ତ୍ୟ କେନ୍ଦ୍ର ରେ ସୁଭଦ୍ରା କାଫେ ଉଦଘାଟନ!|    (23-Aug-2026)       ||     

ଗୋଷ୍ଠି ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ତରଫରୁ ଜାତୀୟ ବାଳିକା ଦିବସ ପାଳିତ |

24-Jan-2025

ଖଲ୍ଲିକୋଟ : ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଜାତୀୟ ବାଳିକା ଦିବସ ପାଳିତ,

          ଓଡିଶା ଜନମତ ବ୍ୟୁରୋ,

ଖଲ୍ଲିକୋଟ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଜାତୀୟ ବାଳିକା ଦିବସ ସ୍ଥାନୀୟ କନକ ମଞ୍ଜରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଆନୁଷ୍ଠାନିକ ରୀତିରେ ଶୁଭ ଉଦଘାଟିତ ହୋଇଯାଇଛି । ସମସ୍ତ ଷୋହଳ ଗୋଟି କ୍ଲଷ୍ଟରର ଛାତ୍ରୀମାନେ ଷଷ୍ଠରୁ ଅଷ୍ଟମ ଜୁନିଅର ଏବଂ ନବମ, ଦଶମ ସିନିଅର ବିଭାଗରେ ପ୍ରବନ୍ଧ ଲିଖନ, ସ୍ଲୋଗାନ ଲିଖନ, ଚିତ୍ରାଙ୍କନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କ ଉଦ୍ଦେଶ୍ୟରେ ଅପରାହ୍ନରେ ଏକ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ସଦ୍ୟସ୍ମାନ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ଉତ୍ସବରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରବିନାରାୟଣ ସେଠୀ, ସୁଶାନ୍ତ କୁମାର ନାୟକ, ବି ଆର୍ ସି ସି ସୁଶ୍ରୀ ସୁଷମା ଶବର, ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମଞ୍ଜୁବାଳା ସାହୁ, ଭରସା ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବିଦ୍ୟୁତପ୍ରଭା ଦାଶ ପ୍ରମୁଖ ଉପସ୍ଥିତ ରହି ବାଳିକା ଦିବସର ତାତ୍ପର୍ଯ୍ୟ, ବାଳିକା ଶିକ୍ଷାର ନିଶ୍ଚିତ ଆବଶ୍ୟକତା ଆଦି ବିଷୟରେ ବକ୍ତବ୍ୟରେ ମତପ୍ରକାଶ କରିଥିଲେ ।  ଏହି କାର୍ଯ୍ୟକ୍ରମରେ ସମସ୍ତ ସି ଆର୍ ସି ସି, ବହୁ ଶିକ୍ଷକ, ଶିକ୍ଷୟିତ୍ରୀ ପୂର୍ଣ୍ଣ ସହଯୋଗ କରିଥିଲେ ।

News Comment

You Might Also Like

BACK TO TOP