Breaking News

U P S C ରେ 16ନଂ ରେଙ୍କରେ କମାଲ କଲେ ଦାରିଙ୍ଗିବାଡ଼ି ଝିଅ ମୋଲାଲିସା ସାହୁ |   (21-Oct-2026)       ||      ଜନ ଆନ୍ଦୋଳନ କାରି ଯୁବ ନେତାଙ୍କ ଗିରଫକୁ ତୀବ୍ର ନିନ୍ଦା |   (21-Oct-2026)       ||      ଖୋର୍ଦ୍ଧା ବଡି ଜୋନ ପକ୍ଷରୁ 22ତମ ରାବଣ ପୋଡି ଉତ୍ସବ ଅନୁଷ୍ଠିତ |   (21-Oct-2026)       ||      ଖୋର୍ଦ୍ଧା ତୋଟା ପଡା ଶିଶୁଆ ହତ୍ୟା କାଣ୍ଡ ର 48ଘଣ୍ଟା ମଧ୍ୟରେ ଫର୍ଦ୍ଦା ଫାଶ କଲା ପୋଲିସ |   (21-Oct-2026)       ||      ଦୁଇ କିମି ରାସ୍ତାରେ 26,ଗୋଟି ହମ୍ପସ ଦୁର୍ଘଟଣା ବଢୁଛି, ପ୍ରତିକାର ଦାବି |   (21-Oct-2026)       ||      ଦଶହରା ରେ ଖମ୍ବ ସ୍ଥାପନ, ତିନି ମାସପରେ ମା ମଙ୍ଗଳା ଙ୍କ ଯାତ୍ରା |   (21-Oct-2026)       ||      ରଣ ଝାଲୀ ରୋଡ଼ ନିକଟରେ ଅଟୋ ଧକ୍କାରେ ବାଇକ ଓ ସ୍କୁଟି ମୁହାଁମୁହିଁ ଧକ୍କା |   (19-Oct-2026)       ||      ତନ୍ତ୍ର ପୀଠ ଦକ୍ଷିଣ କାଳୀଙ୍କ ସରିଲା ଷୋଡଶ ଉପଚାର ପୂଜା ||   (19-Oct-2026)       ||      ଖଲ୍ଲିକୋଟ ବାଡ଼ ଯାତ୍ରାକୁ ପୁରିଲା 75 ବର୍ଷ, ଧୁମ, ଧାମ ରେ ପାଳନ ହେଉଛି ସାହି ଯାତ୍ରା |   (19-Oct-2026)       ||      ଝରକା ସଂରକ୍ଷିତ ଜଙ୍ଗଲରୁ ଶାଳ କାଠ ବୋଝେଇ ପିକପ ଭେନ ଜବତ, 3ଅଟକ ||   (19-Oct-2026)       ||      ଦୟାନିଧି ପୁର ଶାସନ ରେ ଥିବା କନକ ଦୁର୍ଗା ମହା ଗୌରୀ ବେଶ ରେ ଦର୍ଶନ ଦେଲେ |    (19-Oct-2026)       ||      ମା ତାରା ତାରିଣୀ ଙ୍କ ପୀଠରେ ସରିଲା ଷୋଡଶ ଦିନ ପୂଜା, ଆଜି ମହାକାଳୀ ବେଶରେ ଦର୍ଶନ ଦେବେ ମାଆ |   (19-Oct-2026)       ||      ତାରା ତାରିଣୀ ଙ୍କ ପୀଠରେ ଚାଲିଥିବା ଷୋଡଶ ଦିନାତ୍ମକ ପୂଜା ଶେଷ |    (19-Oct-2026)       ||      ନିଜ ଗାଁ କୁ ଫେରିଲା ମୃତ ଦେହ ଦାଦନ ଖଟିବାକୁ ଯାଇ ଶବ ହୋଈ ଫେରିଲେ |   (18-Oct-2026)       ||      ଖଲ୍ଲିକୋଟ ବ୍ଳକ କଂଗ୍ରେସ ର କର୍ମକର୍ତ୍ତା ଓ ନେତୃତ୍ୱ ମଣ୍ଡଳୀ ଙ୍କ ସମୀକ୍ଷା ବୈଠକ ||   (18-Oct-2026)       ||      କହ୍ନେଇ ପୁର ଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହାତ୍ସବ "ସୁରଭି -26`ଅନୁଷ୍ଠିତ |   (18-Oct-2026)       ||      ଖଲ୍ଲିକୋଟ ମାର୍ଦରାଜ ବଂଶର ପ୍ରତିଷ୍ଠିତ ଦେବୀ ମା ବହୁତି ଙ୍କ ପୀଠରେ ନବରାତ୍ରି ମହୋତ୍ସବ |   (18-Oct-2026)       ||      ଟ୍ରାଫିକ ସମସ୍ୟା ର ସମାଧାନ ପାଈଁ ପଦ୍ମପୁର ରେ ପୋଲିସ ଓ ଓକିଲ ସଙ୍ଘର ଆଲୋଚନା |   (18-Oct-2026)       ||      ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||     

ଖଲ୍ଲିକୋଟ ରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ |

24-Jan-2025

ଖଲ୍ଲିକୋଟ : ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ,

              ଓଡିଶା ଜନମତ ବ୍ୟୁରୋ,

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ଗଂଜାମ, ଖଲ୍ଲିକୋଟ ପକ୍ଷରୁ ଆଜି ସ୍ଥାନୀୟ ଶ୍ରୀମର୍ଦ୍ଦରାଜ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ   ବାର୍ଷିକ କ୍ରୀଡା ଉତ୍ସବ ଆନୁଷ୍ଠାନିକ ରୀତିରେ ଅନୁଷ୍ଠିତ ହୋଇଯାଇଛି । ପ୍ରତିଷ୍ଠାନର ଅଧ୍ୟକ୍ଷ ଡକ୍ଟର ସନ୍ତୋଷ କୁମାର ପରିଡ଼ା ଉତ୍ସବର ଶୁଭ ଉଦଘାଟନ କରିଥିଲାବେଳେ ଆୟୋଜିତ ଉତ୍ସବରେ ସ୍ଥାନୀୟ ବିଧାୟକ ଶ୍ରୀଯୁକ୍ତ ପୂର୍ଣ୍ଣଚନ୍ଦ୍ର ସେଠୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ  କ୍ରୀଡ଼ାର ଭିତ୍ତିଭୂମି ସୁଦୃଢ଼ ହେବା ଦ୍ୱାରା ଶିକ୍ଷାର୍ଥୀଙ୍କ ବୃହତ୍ତର ସ୍ୱାର୍ଥ ପରିପୂରଣ ହୋଇଥାଏ ବୋଲି ମତବ୍ୟକ୍ତ କରିଥିଲେ । ଅନୁଷ୍ଠାନର ଅଧ୍ୟକ୍ଷ ଡକ୍ଟର ପରିଡ଼ା କ୍ରୀଡ଼ା ପ୍ରତି ଛାତ୍ରଛାତ୍ରୀଙ୍କ ଆଗ୍ରହ ଆନ୍ତରିକତା ବୃଦ୍ଧି, ସଫଳ କ୍ରୀଡ଼ାବିତଙ୍କୁ ପ୍ରୋତ୍ସାହିତ କରିବା ଫଳରେ ତାହାର ସୁପ୍ରଭାବ ସମାଜ ଉପରେ ପଡ଼ିଥାଏ, ସେ ଦୃଷ୍ଟିରୁ ବିଭିନ୍ନ କ୍ରୀଡ଼ାର କ୍ରୀଡ଼ାବିତଙ୍କୁ ସବୁ ସ୍ତରରେ ସାହାଯ୍ୟ ସହଯୋଗ ଯୋଗାଇବାର ନିଶ୍ଚିତ ପ୍ରୟୋଜନତା ରହିଛି, ଏସମ୍ପର୍କରେ ବିଶଦ ରୂପେ ଆଲୋଚନା କରିଥିଲେ । ପ୍ରତିଷ୍ଠାନର କ୍ରୀଡା ସଂଯୋଜକ ସୁକୁଲେଇ ଟୁଡୁ କ୍ରୀଡା ସମ୍ପର୍କୀୟ ତଥ୍ୟ ଉପସ୍ଥାପନ କରିଥିଲେ । ମର୍ଦ୍ଦରାଜ ଉଚ୍ଚ ବିଦ୍ୟାଳୟର କ୍ରୀଡା ଶିକ୍ଷକ ଭଗବାନ ବେହେରା, କନକ ମଞ୍ଜରୀ ଉଚ୍ଚ ବିଦ୍ୟାଳୟର କ୍ରୀଡା ଶିକ୍ଷକ ସୁକାନ୍ତ ବେହେରା, ଇ ଟି ଆଇ ଚିକିଟିର କ୍ରୀଡା ପ୍ରଶିକ୍ଷକ ରମେଶ କୁମାର ମିଶ୍ର,ୟୁ ଜି ଏଚ୍ ଏସ କେଶପୁରର କ୍ରୀଡା ପ୍ରଶିକ୍ଷକ ପ୍ରତାଞ୍ଜଳି ମହାନ୍ତି ଆୟୋଜିତ ବିଭିନ୍ନ କ୍ରୀଡା ପ୍ରତିଯୋଗୀତାର ବିଚାରକ ଭାବେ ଉପସ୍ଥିତ ଥିଲେ । ଆଜି ଉଦଘାଟିତ କ୍ରୀଡା ଉତ୍ସବରେ ୧୦୦ମିଟର, ୨୦୦ମିଟର ଦୈାଡ ଏବଂ ଲମ୍ବ ଡିଆଁ ଉଭୟ ପ୍ରଥମ, ଦ୍ୱିତୀୟ ବର୍ଷ ଗୁରୁ ଛାତ୍ରଛାତ୍ରୀଙ୍କ ପାଇଁ ସମ୍ପନ୍ନ ହୋଇଯାଇଛି । ପ୍ରଶିକ୍ଷକ ନବୀନ ପ୍ରମାଣିକ ଧନ୍ୟବାଦ ଅର୍ପଣ କରିଥିଲାବେଳେ ପ୍ରତିଷ୍ଠାନର ସମସ୍ତ ପ୍ରଶିକ୍ଷକ, ପ୍ରଶିକ୍ଷିକା ସମ୍ପୂର୍ଣ୍ଣ ସହଯୋଗ କରିଥିଲେ । ସେକ୍ସନ ଅଧିକାରୀ ପ୍ରବେଶ କୁମାର ପଟ୍ଟନାୟକ, କନିଷ୍ଠ କିରାଣୀ ଆଶିଷ ରଞ୍ଜନ ସେଠୀ ତଥା ଅନ୍ୟାନ୍ୟ କର୍ମକର୍ତ୍ତା ବାର୍ଷିକ ଉତ୍ସବ ପରିଚାଳନା କାର୍ଯ୍ୟ ସମ୍ପାଦନ କରିଥିଲେ । ଆସନ୍ତାକାଲି ଏହି ଉତ୍ସବ ଉଦଯାପିତ ହେବ ବୋଲି ପ୍ରତିଷ୍ଠାନର ଅଧ୍ୟକ୍ଷ ଡକ୍ଟର ସନ୍ତୋଷ କୁମାର ପରିଡ଼ା ମତବ୍ୟକ୍ତ କରିଛନ୍ତି ।

News Comment

You Might Also Like

BACK TO TOP