Breaking News

ଜନ ଆନ୍ଦୋଳନ କାରି ଯୁବ ନେତାଙ୍କ ଗିରଫକୁ ତୀବ୍ର ନିନ୍ଦା |   (21-Oct-2026)       ||      ଖୋର୍ଦ୍ଧା ବଡି ଜୋନ ପକ୍ଷରୁ 22ତମ ରାବଣ ପୋଡି ଉତ୍ସବ ଅନୁଷ୍ଠିତ |   (21-Oct-2026)       ||      ଖୋର୍ଦ୍ଧା ତୋଟା ପଡା ଶିଶୁଆ ହତ୍ୟା କାଣ୍ଡ ର 48ଘଣ୍ଟା ମଧ୍ୟରେ ଫର୍ଦ୍ଦା ଫାଶ କଲା ପୋଲିସ |   (21-Oct-2026)       ||      ଦୁଇ କିମି ରାସ୍ତାରେ 26,ଗୋଟି ହମ୍ପସ ଦୁର୍ଘଟଣା ବଢୁଛି, ପ୍ରତିକାର ଦାବି |   (21-Oct-2026)       ||      ଦଶହରା ରେ ଖମ୍ବ ସ୍ଥାପନ, ତିନି ମାସପରେ ମା ମଙ୍ଗଳା ଙ୍କ ଯାତ୍ରା |   (21-Oct-2026)       ||      ରଣ ଝାଲୀ ରୋଡ଼ ନିକଟରେ ଅଟୋ ଧକ୍କାରେ ବାଇକ ଓ ସ୍କୁଟି ମୁହାଁମୁହିଁ ଧକ୍କା |   (19-Oct-2026)       ||      ତନ୍ତ୍ର ପୀଠ ଦକ୍ଷିଣ କାଳୀଙ୍କ ସରିଲା ଷୋଡଶ ଉପଚାର ପୂଜା ||   (19-Oct-2026)       ||      ଖଲ୍ଲିକୋଟ ବାଡ଼ ଯାତ୍ରାକୁ ପୁରିଲା 75 ବର୍ଷ, ଧୁମ, ଧାମ ରେ ପାଳନ ହେଉଛି ସାହି ଯାତ୍ରା |   (19-Oct-2026)       ||      ଝରକା ସଂରକ୍ଷିତ ଜଙ୍ଗଲରୁ ଶାଳ କାଠ ବୋଝେଇ ପିକପ ଭେନ ଜବତ, 3ଅଟକ ||   (19-Oct-2026)       ||      ଦୟାନିଧି ପୁର ଶାସନ ରେ ଥିବା କନକ ଦୁର୍ଗା ମହା ଗୌରୀ ବେଶ ରେ ଦର୍ଶନ ଦେଲେ |    (19-Oct-2026)       ||      ମା ତାରା ତାରିଣୀ ଙ୍କ ପୀଠରେ ସରିଲା ଷୋଡଶ ଦିନ ପୂଜା, ଆଜି ମହାକାଳୀ ବେଶରେ ଦର୍ଶନ ଦେବେ ମାଆ |   (19-Oct-2026)       ||      ତାରା ତାରିଣୀ ଙ୍କ ପୀଠରେ ଚାଲିଥିବା ଷୋଡଶ ଦିନାତ୍ମକ ପୂଜା ଶେଷ |    (19-Oct-2026)       ||      ନିଜ ଗାଁ କୁ ଫେରିଲା ମୃତ ଦେହ ଦାଦନ ଖଟିବାକୁ ଯାଇ ଶବ ହୋଈ ଫେରିଲେ |   (18-Oct-2026)       ||      ଖଲ୍ଲିକୋଟ ବ୍ଳକ କଂଗ୍ରେସ ର କର୍ମକର୍ତ୍ତା ଓ ନେତୃତ୍ୱ ମଣ୍ଡଳୀ ଙ୍କ ସମୀକ୍ଷା ବୈଠକ ||   (18-Oct-2026)       ||      କହ୍ନେଇ ପୁର ଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହାତ୍ସବ "ସୁରଭି -26`ଅନୁଷ୍ଠିତ |   (18-Oct-2026)       ||      ଖଲ୍ଲିକୋଟ ମାର୍ଦରାଜ ବଂଶର ପ୍ରତିଷ୍ଠିତ ଦେବୀ ମା ବହୁତି ଙ୍କ ପୀଠରେ ନବରାତ୍ରି ମହୋତ୍ସବ |   (18-Oct-2026)       ||      ଟ୍ରାଫିକ ସମସ୍ୟା ର ସମାଧାନ ପାଈଁ ପଦ୍ମପୁର ରେ ପୋଲିସ ଓ ଓକିଲ ସଙ୍ଘର ଆଲୋଚନା |   (18-Oct-2026)       ||      ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||      ହିଞ୍ଜିଳି କଲେଜ ଗଣ୍ଡଗୋଳ କୁ ନେଇ ବିଜେଡିର ଥାନା ଆଗରେ ଧାରଣା ||   (17-Oct-2026)       ||     

ଗଞ୍ଜାମ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବାର୍ଷିକ ଉତ୍ସବ ଅନୁଷ୍ଠିତ |

24-Jan-2025

ସରସ୍ବତୀ ଶିଶୁଵିଦ୍ୟାମନ୍ଦିର ରେ ବାର୍ଷିକ ଉତ୍ସବ ପାଳିତ,

ଓଡିଶା ଜନମତ, ଗଞ୍ଜାମ, ବଟକୃଷ୍ଣ  ରାଉଳ, 24/0125:
ଗଞ୍ଜାମ ସହରର ସରସ୍ବତୀ ଶିଶୁମନ୍ଦିର ରେ ବାର୍ଷିକ ଉତ୍ସବ ସହ ପଚିଶ ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି ଏହି ଅବସରରେ କୁନି କୁନି ଛାତ୍ର ଛାତ୍ରୀ ଓ ପ୍ରଥମ ଶ୍ରେଣୀ ରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ର ଛାତ୍ରୀ ଏହି ଉତ୍ସବ ରେ ରଙ୍ଗା ରଙ୍ଗ କାର୍ଯ୍ୟକ୍ରମ ରେ ଓଡିଶୀ ସମ୍ବଲପୁରୀ ଆଧୁନିକ ଗୀତ ଓ ନୁର୍ତ୍ୟ ରେ ଭାଗ ନେଇ ଥିଲେ ଏହି ଅବସରରେ ମୁଖ୍ୟ ଅତିଥି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ସନମାନୀୟ ଅତିଥି ପୂର୍ବତନ ଉପବାଚସ୍ପତି ରାମ ଚନ୍ଦ୍ର ପଣ୍ଡା ବିଦ୍ୟାଳୟ ସଭାପତି ବିନୋଦ ଚନ୍ଦ୍ର ମହାପାତ୍ର ନଗର ପାଳିକା ପ୍ରତିଭା ପାଢ଼ୀ ଉପସ୍ଥିତ ରହି କୃତି ଛାତ୍ର ଛତ୍ରୀ ମେଧାବୀ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ ସ୍ଥାନୀୟ ମିଡ଼ିଆ  ଓ ପୋଲିସ ଅଭିଭାବକ ଗୁରୁଜୀ ଗୁରୁମା ଏବଂ ଦର୍ଶକ ମାନେ ଏହି ଉତ୍ସବ ରେ ମନୋରଞ୍ଜନ କରିଥିଲେ

News Comment

You Might Also Like

BACK TO TOP