Breaking News

ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||      ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||      ଅନାଥ ଶିଶୁ ଙ୍କୁ ସହଯୋଗ ର ହାତ ବଢ଼ାଇଲେ ବଡ଼ ଖଇର ଖମା ପଞ୍ଚାୟତ ବାସୀ |   (24-Aug-2026)       ||      ବିଶ୍ୱର ସବୁଠୁ ବୟସ୍କ ଓ ଜୀବିତ ଥିବା 117ବର୍ଷ ର ମହିଳା , ଏଥେଲ କ୍ୟାଟର ହାମ |   (24-Aug-2026)       ||      ସମ୍ବଲପୁର ପୋଲିସ ଏକ ମୋବାଇଲ ମେଳା ଦ୍ୱାରା ପ୍ରକୃତ ମାଲିକ ଙ୍କୁ ଫେରାଇଲେ ଟଙ୍କା ଓ ମୋବାଇଲ ||   (24-Aug-2026)       ||      ଯାଜପୁର ପୋଲିସ ଦ୍ୱାରା ଦୁଇଟି ଗାଡି ଜବତ ସହ ଅଭିଯୁକ୍ତ କୁ ଗିରଫ |    (24-Aug-2026)       ||      ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |    (23-Aug-2026)       ||      ଲଗାଣ ବର୍ଷାରେ ଭାଙ୍ଗିଗଲା ଘର ଅଳ୍ପ କେ ବର୍ତ୍ତିଲେ ଦୁଇ ପରିବାର ||   (23-Aug-2026)       ||      ଶତାୟୁ ମହିଳା ଶକୁନ୍ତଳା ପରଲୋକ ରେ |   (23-Aug-2026)       ||      ପୋଲସରା ଗୋଷ୍ଟି ସ୍ଵାସ୍ତ୍ୟ କେନ୍ଦ୍ର ରେ ସୁଭଦ୍ରା କାଫେ ଉଦଘାଟନ!|    (23-Aug-2026)       ||      ଗଞ୍ଜାମରେ ନବେଦିନ ପାଇଁ ଧାରା 30 ଲାଗୁହେଲା, ଅଗଷ୍ଟ 16ରୁ ନଭେମ୍ବର 13 ପର୍ଯ୍ୟନ୍ତ |   (23-Aug-2026)       ||      ଅଭିନେତା ଗୋବିନ୍ଦଙ୍କ ଜାତକ କୁଣ୍ଡଳୀରେ ଦ୍ୱତୀୟ ବିବାହ କରିବାକୁ ଅଛି କହିଲେ |    (23-Aug-2026)       ||      ଲଗାଣ ଲଘୁଚାପ ବର୍ଷାରେ ଭାଙ୍ଗିଗଲା ଘର ||   (23-Aug-2026)       ||      ଥାନା ଏସ ଆଈଙ୍କ ବିବାହ ପ୍ରତିଶୃତି ଦେଇ କଲେ ପ୍ରତାରଣା |   (23-Aug-2026)       ||      ଚିନିର ଅହେତୁକ ମୂଲ୍ୟ ବୃଦ୍ଧି ଖାଉଟିଓ ବ୍ୟବସାୟୀ ଙ୍କ ପାଈଁ ଚିନ୍ତା ପାଲଟିଛି |    (23-Aug-2026)       ||     

ବାର୍ଷିକ କ୍ରୀଡା ଉତ୍ସବ ଉଦ ଯାପିତ |

24-Jan-2025

ଖଲ୍ଲିକୋଟ : ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ,

ଓଡିଶା  ଜନମତ, ଖଲ୍ଲିକୋଟ, ମାଧବ ବେହେରା,24.01:

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ଗଂଜାମ, ଖଲ୍ଲିକୋଟ ପକ୍ଷରୁ ଆଜି ସ୍ଥାନୀୟ ଶ୍ରୀମର୍ଦ୍ଦରାଜ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ   ବାର୍ଷିକ କ୍ରୀଡା ଉତ୍ସବ ଆନୁଷ୍ଠାନିକ ରୀତିରେ ଅନୁଷ୍ଠିତ ହୋଇଯାଇଛି । ପ୍ରତିଷ୍ଠାନର ଅଧ୍ୟକ୍ଷ ଡକ୍ଟର ସନ୍ତୋଷ କୁମାର ପରିଡ଼ା ଉତ୍ସବର ଶୁଭ ଉଦଘାଟନ କରିଥିଲାବେଳେ ଆୟୋଜିତ ଉତ୍ସବରେ ସ୍ଥାନୀୟ ବିଧାୟକ ଶ୍ରୀଯୁକ୍ତ ପୂର୍ଣ୍ଣଚନ୍ଦ୍ର ସେଠୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ  କ୍ରୀଡ଼ାର ଭିତ୍ତିଭୂମି ସୁଦୃଢ଼ ହେବା ଦ୍ୱାରା ଶିକ୍ଷାର୍ଥୀଙ୍କ ବୃହତ୍ତର ସ୍ୱାର୍ଥ ପରିପୂରଣ ହୋଇଥାଏ ବୋଲି ମତବ୍ୟକ୍ତ କରିଥିଲେ । ଅନୁଷ୍ଠାନର ଅଧ୍ୟକ୍ଷ ଡକ୍ଟର ପରିଡ଼ା କ୍ରୀଡ଼ା ପ୍ରତି ଛାତ୍ରଛାତ୍ରୀଙ୍କ ଆଗ୍ରହ ଆନ୍ତରିକତା ବୃଦ୍ଧି, ସଫଳ କ୍ରୀଡ଼ାବିତଙ୍କୁ ପ୍ରୋତ୍ସାହିତ କରିବା ଫଳରେ ତାହାର ସୁପ୍ରଭାବ ସମାଜ ଉପରେ ପଡ଼ିଥାଏ, ସେ ଦୃଷ୍ଟିରୁ ବିଭିନ୍ନ କ୍ରୀଡ଼ାର କ୍ରୀଡ଼ାବିତଙ୍କୁ ସବୁ ସ୍ତରରେ ସାହାଯ୍ୟ ସହଯୋଗ ଯୋଗାଇବାର ନିଶ୍ଚିତ ପ୍ରୟୋଜନତା ରହିଛି, ଏସମ୍ପର୍କରେ ବିଶଦ ରୂପେ ଆଲୋଚନା କରିଥିଲେ । ପ୍ରତିଷ୍ଠାନର କ୍ରୀଡା ସଂଯୋଜକ ସୁକୁଲେଇ ଟୁଡୁ କ୍ରୀଡା ସମ୍ପର୍କୀୟ ତଥ୍ୟ ଉପସ୍ଥାପନ କରିଥିଲେ । ମର୍ଦ୍ଦରାଜ ଉଚ୍ଚ ବିଦ୍ୟାଳୟର କ୍ରୀଡା ଶିକ୍ଷକ ଭଗବାନ ବେହେରା, କନକ ମଞ୍ଜରୀ ଉଚ୍ଚ ବିଦ୍ୟାଳୟର କ୍ରୀଡା ଶିକ୍ଷକ ସୁକାନ୍ତ ବେହେରା, ଇ ଟି ଆଇ ଚିକିଟିର କ୍ରୀଡା ପ୍ରଶିକ୍ଷକ ରମେଶ କୁମାର ମିଶ୍ର,ୟୁ ଜି ଏଚ୍ ଏସ କେଶପୁରର କ୍ରୀଡା ପ୍ରଶିକ୍ଷକ ପ୍ରତାଞ୍ଜଳି ମହାନ୍ତି ଆୟୋଜିତ ବିଭିନ୍ନ କ୍ରୀଡା ପ୍ରତିଯୋଗୀତାର ବିଚାରକ ଭାବେ ଉପସ୍ଥିତ ଥିଲେ । ଆଜି ଉଦଘାଟିତ କ୍ରୀଡା ଉତ୍ସବରେ ୧୦୦ମିଟର, ୨୦୦ମିଟର ଦୈାଡ ଏବଂ ଲମ୍ବ ଡିଆଁ ଉଭୟ ପ୍ରଥମ, ଦ୍ୱିତୀୟ ବର୍ଷ ଗୁରୁ ଛାତ୍ରଛାତ୍ରୀଙ୍କ ପାଇଁ ସମ୍ପନ୍ନ ହୋଇଯାଇଛି । ପ୍ରଶିକ୍ଷକ ନବୀନ ପ୍ରମାଣିକ ଧନ୍ୟବାଦ ଅର୍ପଣ କରିଥିଲାବେଳେ ପ୍ରତିଷ୍ଠାନର ସମସ୍ତ ପ୍ରଶିକ୍ଷକ, ପ୍ରଶିକ୍ଷିକା ସମ୍ପୂର୍ଣ୍ଣ ସହଯୋଗ କରିଥିଲେ । ସେକ୍ସନ ଅଧିକାରୀ ପ୍ରବେଶ କୁମାର ପଟ୍ଟନାୟକ, କନିଷ୍ଠ କିରାଣୀ ଆଶିଷ ରଞ୍ଜନ ସେଠୀ ତଥା ଅନ୍ୟାନ୍ୟ କର୍ମକର୍ତ୍ତା ବାର୍ଷିକ ଉତ୍ସବ ପରିଚାଳନା କାର୍ଯ୍ୟ ସମ୍ପାଦନ କରିଥିଲେ । ଆସନ୍ତାକାଲି ଏହି ଉତ୍ସବ ଉଦଯାପିତ ହେବ ବୋଲି ପ୍ରତିଷ୍ଠାନର ଅଧ୍ୟକ୍ଷ ଡକ୍ଟର ସନ୍ତୋଷ କୁମାର ପରିଡ଼ା ମତବ୍ୟକ୍ତ କରିଛନ୍ତି ।

News Comment

You Might Also Like

BACK TO TOP