Breaking News

ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||      ଅନାଥ ଶିଶୁ ଙ୍କୁ ସହଯୋଗ ର ହାତ ବଢ଼ାଇଲେ ବଡ଼ ଖଇର ଖମା ପଞ୍ଚାୟତ ବାସୀ |   (24-Aug-2026)       ||      ବିଶ୍ୱର ସବୁଠୁ ବୟସ୍କ ଓ ଜୀବିତ ଥିବା 117ବର୍ଷ ର ମହିଳା , ଏଥେଲ କ୍ୟାଟର ହାମ |   (24-Aug-2026)       ||      ସମ୍ବଲପୁର ପୋଲିସ ଏକ ମୋବାଇଲ ମେଳା ଦ୍ୱାରା ପ୍ରକୃତ ମାଲିକ ଙ୍କୁ ଫେରାଇଲେ ଟଙ୍କା ଓ ମୋବାଇଲ ||   (24-Aug-2026)       ||      ଯାଜପୁର ପୋଲିସ ଦ୍ୱାରା ଦୁଇଟି ଗାଡି ଜବତ ସହ ଅଭିଯୁକ୍ତ କୁ ଗିରଫ |    (24-Aug-2026)       ||      ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |    (23-Aug-2026)       ||      ଲଗାଣ ବର୍ଷାରେ ଭାଙ୍ଗିଗଲା ଘର ଅଳ୍ପ କେ ବର୍ତ୍ତିଲେ ଦୁଇ ପରିବାର ||   (23-Aug-2026)       ||      ଶତାୟୁ ମହିଳା ଶକୁନ୍ତଳା ପରଲୋକ ରେ |   (23-Aug-2026)       ||      ପୋଲସରା ଗୋଷ୍ଟି ସ୍ଵାସ୍ତ୍ୟ କେନ୍ଦ୍ର ରେ ସୁଭଦ୍ରା କାଫେ ଉଦଘାଟନ!|    (23-Aug-2026)       ||      ଗଞ୍ଜାମରେ ନବେଦିନ ପାଇଁ ଧାରା 30 ଲାଗୁହେଲା, ଅଗଷ୍ଟ 16ରୁ ନଭେମ୍ବର 13 ପର୍ଯ୍ୟନ୍ତ |   (23-Aug-2026)       ||      ଅଭିନେତା ଗୋବିନ୍ଦଙ୍କ ଜାତକ କୁଣ୍ଡଳୀରେ ଦ୍ୱତୀୟ ବିବାହ କରିବାକୁ ଅଛି କହିଲେ |    (23-Aug-2026)       ||      ଲଗାଣ ଲଘୁଚାପ ବର୍ଷାରେ ଭାଙ୍ଗିଗଲା ଘର ||   (23-Aug-2026)       ||      ଥାନା ଏସ ଆଈଙ୍କ ବିବାହ ପ୍ରତିଶୃତି ଦେଇ କଲେ ପ୍ରତାରଣା |   (23-Aug-2026)       ||      ଚିନିର ଅହେତୁକ ମୂଲ୍ୟ ବୃଦ୍ଧି ଖାଉଟିଓ ବ୍ୟବସାୟୀ ଙ୍କ ପାଈଁ ଚିନ୍ତା ପାଲଟିଛି |    (23-Aug-2026)       ||      କନ୍ଧମାଳ ପିଡି ଓ କୋଟଗଡ଼ ବିଡ଼ିଓ ଦୁର୍ଗମ ଅଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ |   (23-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର, ଗଞ୍ଜେଇ ସହ ଅଭିଯୁକ୍ତ ଗିରଫ |    (23-Aug-2026)       ||      ରାୟଗଡା ବନ ବିଭାଗ ର ଚଢ଼ାଉ ଯୋଗୁଁ 3ଲକ୍ଷ ଟଙ୍କାର କାଠ ସହ 3ଜଣଙ୍କୁ ଗିରଫ |    (23-Aug-2026)       ||      ବସ ବାଇକ ମୁହାଁମୁହିଁ ଧକ୍କାରେ ତିନି ଗୁରୁତର |   (23-Aug-2026)       ||     

ପିପୁଲ୍ସ କଲେଜ ରେ ରାଷ୍ଟ୍ରୀୟ ମତ ଦାନ ଦିବସ ପାଳିତ |

25-Jan-2025

ପିପୁଲ୍ସ କଲେଜରେ ରାଷ୍ଟ୍ରୀୟ ମତଦାତା ଦିବସ ପାଳନ ଓ ପାଠଚକ୍ର ଅନୁଷ୍ଠିତ ,

ଓଡିଶା ଜନମତ, ବୁଗୁଡ଼ା, ହର ପ୍ରସାଦ ପାଢ଼ୀ, ତା ୨୫/୦୧/୨୫ : 
ସ୍ଥାନୀୟ ପିପୁଲ୍ସ କଲେଜର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ରାଷ୍ଟ୍ରୀୟ ମତଦାତା ଦିବସ ଅବସରରେ " ଉମେନ୍ ପାର୍ଟିସପେସନ ଇନ୍ ଇଣ୍ଡିଆନ ଇଲେକ୍ସନ  : ଟ୍ରେଣ୍ଡସ୍ ଆଣ୍ଡ୍ ଚ୍ଯାଲେଞ୍ଜସ୍ " ଶୀର୍ଷକ ଉପରେ ଏକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା l କଲେଜ ଅଧ୍ୟକ୍ଷ ହରିକୃଷ୍ଣ ନାୟକଙ୍କ ପୌରହିତ୍ଯରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଭାଗୀୟ ମୁଖ୍ୟ ଅଧ୍ୟାପକ ଅକ୍ଷୟ କୁମାର ସାହୁ, ଅଧ୍ୟାପକ ବିନୋଦ କୁମାର କର , ପବିତ୍ର ଖଣ୍ଡୁଆଳ ଓ ଲୋକନାଥ ବେହେରା ଯୋଗଦେଇ ଭାରତୀୟ ନିର୍ବାଚନରେ ମହିଳାଙ୍କ ଅଂଶ ଗ୍ରହଣ ଏକ ଧାରା ଏବଂ ଆହ୍ବାନ ସମ୍ପର୍କେ ଆଲୋକପାତ କରିଥିଲେ। ଅନ୍ଯପକ୍ଷରେ ଛାତ୍ର ଆଶିଷ କୁମାର ଖାଡ଼ଙ୍ଗା ଓ ଅମର ନାୟକ,ଛାତ୍ରୀ ପୂଜା ଗୌଡ ଓ ମିତାଲି ଜେନା ପ୍ରମୁଖ ସ୍ବ ସ୍ବ ମତବ୍ଯକ୍ତ କାଳରେ ସାମ୍ପ୍ରତିକ ରାଜନୈତିକ କ୍ଷେତ୍ରରେ ମହିଳାଙ୍କ ଅଂଶଗ୍ରହଣ ଓ ସେମାନଙ୍କ ସକାଶେ ଆବଶ୍ୟକୀୟ ସଂରକ୍ଷଣ ଉପରେ ଗୁରୁତ୍ବାରୋପ କରିଥିଲା  ବେଳେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ବିଭାଗୀୟ ଛାତ୍ରଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ। ପରିଶେଷରେ ବିଭାଗୀୟ ଦ୍ବିତୀୟ ବର୍ଷ ଛାତ୍ରୀ ରେଶ୍ମା ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP