Breaking News

ସମ୍ବଲପୁର ପୋଲିସ ଏକ ମୋବାଇଲ ମେଳା ଦ୍ୱାରା ପ୍ରକୃତ ମାଲିକ ଙ୍କୁ ଫେରାଇଲେ ଟଙ୍କା ଓ ମୋବାଇଲ ||   (24-Aug-2026)       ||      ଯାଜପୁର ପୋଲିସ ଦ୍ୱାରା ଦୁଇଟି ଗାଡି ଜବତ ସହ ଅଭିଯୁକ୍ତ କୁ ଗିରଫ |    (24-Aug-2026)       ||      ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |    (23-Aug-2026)       ||      ଲଗାଣ ବର୍ଷାରେ ଭାଙ୍ଗିଗଲା ଘର ଅଳ୍ପ କେ ବର୍ତ୍ତିଲେ ଦୁଇ ପରିବାର ||   (23-Aug-2026)       ||      ଶତାୟୁ ମହିଳା ଶକୁନ୍ତଳା ପରଲୋକ ରେ |   (23-Aug-2026)       ||      ପୋଲସରା ଗୋଷ୍ଟି ସ୍ଵାସ୍ତ୍ୟ କେନ୍ଦ୍ର ରେ ସୁଭଦ୍ରା କାଫେ ଉଦଘାଟନ!|    (23-Aug-2026)       ||      ଗଞ୍ଜାମରେ ନବେଦିନ ପାଇଁ ଧାରା 30 ଲାଗୁହେଲା, ଅଗଷ୍ଟ 16ରୁ ନଭେମ୍ବର 13 ପର୍ଯ୍ୟନ୍ତ |   (23-Aug-2026)       ||      ଅଭିନେତା ଗୋବିନ୍ଦଙ୍କ ଜାତକ କୁଣ୍ଡଳୀରେ ଦ୍ୱତୀୟ ବିବାହ କରିବାକୁ ଅଛି କହିଲେ |    (23-Aug-2026)       ||      ଲଗାଣ ଲଘୁଚାପ ବର୍ଷାରେ ଭାଙ୍ଗିଗଲା ଘର ||   (23-Aug-2026)       ||      ଥାନା ଏସ ଆଈଙ୍କ ବିବାହ ପ୍ରତିଶୃତି ଦେଇ କଲେ ପ୍ରତାରଣା |   (23-Aug-2026)       ||      ଚିନିର ଅହେତୁକ ମୂଲ୍ୟ ବୃଦ୍ଧି ଖାଉଟିଓ ବ୍ୟବସାୟୀ ଙ୍କ ପାଈଁ ଚିନ୍ତା ପାଲଟିଛି |    (23-Aug-2026)       ||      କନ୍ଧମାଳ ପିଡି ଓ କୋଟଗଡ଼ ବିଡ଼ିଓ ଦୁର୍ଗମ ଅଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ |   (23-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର, ଗଞ୍ଜେଇ ସହ ଅଭିଯୁକ୍ତ ଗିରଫ |    (23-Aug-2026)       ||      ରାୟଗଡା ବନ ବିଭାଗ ର ଚଢ଼ାଉ ଯୋଗୁଁ 3ଲକ୍ଷ ଟଙ୍କାର କାଠ ସହ 3ଜଣଙ୍କୁ ଗିରଫ |    (23-Aug-2026)       ||      ବସ ବାଇକ ମୁହାଁମୁହିଁ ଧକ୍କାରେ ତିନି ଗୁରୁତର |   (23-Aug-2026)       ||      ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||     

କୁକୁଡ଼ା ଖଣ୍ଡି ବ୍ଳକରେ ପାଳିତ ହେଲା 76ତମ ସାଧାରଣ ତନ୍ତ୍ର ଦିବସ |

26-Jan-2025

କୁକୁଡାଖଣ୍ଡି ବ୍ଲକ ରେ ପାଳିତ ହେଲା ୭୬ତମ ସାଧାରଣ ତନ୍ତ୍ର ଦିବସ,

ଓଡିଶା ଜନମତ  ବ୍ୟୁରୋ,

କୁକୁଡାଖଣ୍ଡି ବ୍ଲକ ପରିସରରେ ରବିବାର ସାଧାରଣ ତନ୍ତ୍ର ଦିବସ ପାଳିତ ହୋଇଯାଇଛି l ପ୍ରତି ବର୍ଷ ପରି ଚଳିତ ବର୍ଷ ସାରା ଦେଶ ୭୬ତମ ଗଣତନ୍ତ୍ର ପ୍ରତିଷ୍ଠା ଦିବସ ଭାବେ ପାଳନ ହୋଇଆସୁଥିବା ବେଳେ ଆଜି କୁକୁଡାଖଣ୍ଡି ବ୍ଲକ ରେ ସାଧାରଣ ତନ୍ତ୍ର ଦିବସ କୁ ବଡ଼ ଉତ୍ସାହ ର ସହ ଦିଗପହଣ୍ଡି ବିଧାୟକ ଡ଼ଃ ସିଦ୍ଧାନ୍ତ ମହାପାତ୍ର ଯୋଗଦେଇ ବ୍ଲକ ପରିସରରେ ଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟାର୍ପଣ ସହ ପ୍ରଦୀପ ଜ୍ୱଳନ ପରେ ତ୍ରିରଙ୍ଗା ପତାକା ଉତ୍ତଳୋନ କରିଥିଲେ l ଏଥିରେ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରଛାତ୍ରୀ, ଅଙ୍ଗନବାଡି କୁନି କୁନି ପିଲା ପ୍ରମୁଖ ଉପସ୍ଥିତ ରହି ଜାତୀୟ ସଂଗୀତ ଗାନ ସହ ପେରେଡ ପ୍ରଦର୍ଶନ କରିଥିଲେ l ଏଥିରେ କୁକୁଡାଖଣ୍ଡି ଭାରପ୍ରାପ୍ତ ଅଧକ୍ଷା ବିଷ୍ନୁପ୍ରିୟା ପାତ୍ର,ଗୋଷ୍ଠୀ ଉର୍ଣ୍ଣୟନ ଅଧିକାରିଣୀ ପୋଲ୍ଲବୀ ସ୍ୱାଇଁ, ସାମାଜିକ ସୁରକ୍ଷା ଅଧିକାରୀ ମନୋଜ ପ୍ରଧାନ, ପୂର୍ବତନ ସମବାୟ ସଭାପତି ସନାତନ ସଂଗ୍ରାମ ସିଂ,ସିଡିପିଓ କୁସୁମ ସାହୁ ,ବିଧାୟକଙ୍କ ବ୍ୟକ୍ତିଗତ ସହାୟକ ନଳିନୀକାନ୍ତ ବିଷୟୀ, ବାପି ପ୍ରଧାନ,ଙ୍କ ସମେତ ବହୁ ବିଭାଗୀୟ ଅଧିକାରୀ ସମେତ ଛାତ୍ରଛାତ୍ରୀ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ l

News Comment

You Might Also Like

BACK TO TOP