Breaking News

ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |    (23-Aug-2026)       ||      ଲଗାଣ ବର୍ଷାରେ ଭାଙ୍ଗିଗଲା ଘର ଅଳ୍ପ କେ ବର୍ତ୍ତିଲେ ଦୁଇ ପରିବାର ||   (23-Aug-2026)       ||      ଶତାୟୁ ମହିଳା ଶକୁନ୍ତଳା ପରଲୋକ ରେ |   (23-Aug-2026)       ||      ପୋଲସରା ଗୋଷ୍ଟି ସ୍ଵାସ୍ତ୍ୟ କେନ୍ଦ୍ର ରେ ସୁଭଦ୍ରା କାଫେ ଉଦଘାଟନ!|    (23-Aug-2026)       ||      ଗଞ୍ଜାମରେ ନବେଦିନ ପାଇଁ ଧାରା 30 ଲାଗୁହେଲା, ଅଗଷ୍ଟ 16ରୁ ନଭେମ୍ବର 13 ପର୍ଯ୍ୟନ୍ତ |   (23-Aug-2026)       ||      ଅଭିନେତା ଗୋବିନ୍ଦଙ୍କ ଜାତକ କୁଣ୍ଡଳୀରେ ଦ୍ୱତୀୟ ବିବାହ କରିବାକୁ ଅଛି କହିଲେ |    (23-Aug-2026)       ||      ଲଗାଣ ଲଘୁଚାପ ବର୍ଷାରେ ଭାଙ୍ଗିଗଲା ଘର ||   (23-Aug-2026)       ||      ଥାନା ଏସ ଆଈଙ୍କ ବିବାହ ପ୍ରତିଶୃତି ଦେଇ କଲେ ପ୍ରତାରଣା |   (23-Aug-2026)       ||      ଚିନିର ଅହେତୁକ ମୂଲ୍ୟ ବୃଦ୍ଧି ଖାଉଟିଓ ବ୍ୟବସାୟୀ ଙ୍କ ପାଈଁ ଚିନ୍ତା ପାଲଟିଛି |    (23-Aug-2026)       ||      କନ୍ଧମାଳ ପିଡି ଓ କୋଟଗଡ଼ ବିଡ଼ିଓ ଦୁର୍ଗମ ଅଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ |   (23-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର, ଗଞ୍ଜେଇ ସହ ଅଭିଯୁକ୍ତ ଗିରଫ |    (23-Aug-2026)       ||      ରାୟଗଡା ବନ ବିଭାଗ ର ଚଢ଼ାଉ ଯୋଗୁଁ 3ଲକ୍ଷ ଟଙ୍କାର କାଠ ସହ 3ଜଣଙ୍କୁ ଗିରଫ |    (23-Aug-2026)       ||      ବସ ବାଇକ ମୁହାଁମୁହିଁ ଧକ୍କାରେ ତିନି ଗୁରୁତର |   (23-Aug-2026)       ||      ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||     

ସାଧାରଣ ତନ୍ତ୍ର ଦିବସ ରେ କ୍ରାନ୍ତି ତରଫରୁ ଦେଶାତ୍ମ ବୋଧକ ସାଂସ୍କୃତିକକାର୍ଯ୍ୟକ୍ରମ ଅନୁଷ୍ଠିତ |

27-Jan-2025

୭୬ ତମ ସାଧାରଣତନ୍ତ୍ର ଦିବସ ଅବସରରେ କ୍ରାନ୍ତି ତରଫରୁ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ` ମେରୀ ଜାନ୍ ହିନ୍ଦୁସ୍ତାନ-୨୯୨୫` ମହାସମାରୋହରେ ପାଳିତ ।

ଓଡିଶା  ଜନ ମତ ବ୍ୟୁରୋ,

ବ୍ରହ୍ମପୁର ତା ୨୭.୦୧.୨୦୨୫ ରିଖ :ସ୍ଥାନୀୟ ବ୍ରହ୍ମା ନଗର ୧ମ ସାରଣୀ ସ୍ଥିତ ଅଗ୍ରଣୀ ସାମାଜିକ ଅନୁଷ୍ଠାନ କ୍ରାନ୍ତି  ତରଫରୁ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ `ମେରୀ ଜାନ୍ ହିନ୍ଦୁସ୍ତାନ -୨୦୨୫"` ସ୍ଥାନୀୟ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ ପ୍ରେକ୍ଷାଳୟ ଠାରେ ମହାସମାରୋହରେ ପାଳିତ ହୋଇ ଯାଇଛି। ସମସ୍ତ ଅତିଥି ମାନେ ପ୍ରଥମେ ଜଗତର ନାଥ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ।
କ୍ରାନ୍ତି ଅନୁଷ୍ଠାନର କାର୍ଯନିର୍ବାହୀ ନିର୍ଦ୍ଦେଶକ ଡ଼ ଦେବାନନ୍ଦ ଦାଶଙ୍କ ଅଧ୍ୟକ୍ଷତା ଓ ସଂଯୋଜନାରେ ଅନୁଷ୍ଠିତ କାର୍ଯକ୍ରମ ରେ ଏସ.ଏମ.ଆ.ଟି ର ସଭାପତି ଡଃ ଭଗବାନ ଗନ୍ତାୟତ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ , କାଲାମ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟ ର ସମ୍ପାଦକ ସନ୍ତୋଷ ପ୍କୁମାର ଜେନା, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବିରୁପାକ୍ଷ ଦାଶ, ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ର ଅଧ୍ୟକ୍ଷ ରଞ୍ଜନ କୁମାର ପରିଡ଼ା ଓ ଶ୍ରଦ୍ଧା ଫାଉଣ୍ଡେସନ ର ସଭାପତି ପ୍ରଣବ କୁମାର ପଣ୍ଡା ଓ ଶାଶ୍ଵତୀ ନାଟ୍ୟ ଅନୁଷ୍ଠାନ r ରାମଚନ୍ଦ୍ର ସାସମଲ ପ୍ରମୁଖ ଅତିଥି ରୂପେ ଯୋଗଦେଇ ସମବେତ ବିଦ୍ୟାର୍ଥୀ ସହ ଅବିଭାବକଙ୍କୁ ଜନରାଜ୍ୟ ଦିବସର ତାତ୍ପର୍ଯ୍ୟ ସମ୍ପର୍କ ରେ ଆଲୋକପାତ କରିଥିଲେ।ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମରେ କ୍ରାନ୍ତି ଅନୁଷ୍ଠାନ ସହ ଗଞ୍ଜାମ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର କୁନି କୁନି ଛାତ୍ର ଛାତ୍ରୀ ମାନେ ଦଳଗତ ନୃତ୍ୟ ପରିବେଷଣ କରିଥିଲେ। କ୍ରାନ୍ତି ଅନୁଷ୍ଠାନର କଳାକାରଙ୍କ ଦ୍ୱାରା ପରିବେଷିତ ଫିଜା ତେରେ ରଙ୍ଗ ଥା ନୃତ୍ୟ ଉପସ୍ଥିତ ସମସ୍ତ ଦର୍ଶକଙ୍କ ହୃଦୟସ୍ୱର୍ଶି ହୋଇ ପାରିଥିଲା। ଦଳଗତ ନୃତ୍ୟ ପ୍ରତିଯୋଗିତାରେ କାଲାମ ପବ୍ଲିକ ସ୍କୁଲ, କେ . ଏମ.ପବ୍ଲିକ ସ୍କୁଲ,ବ୍ରହ୍ମପୁର ପବ୍ଲିକ ସ୍କୁଲ, ୟୁରୋ କିଡସ ଓ କୀଡସ୍ ଗାର୍ଡେନ ପବ୍ଲିକ ସ୍କୁଲ କୁ ପୁରସ୍କୃତ କରାଯାଇଥିଲା। ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତା ରେ ଭାଗନେଇଥିବା ୯୦୦ ଛାତ୍ରଛାତ୍ରୀଙ୍କୁ ମାନପତ୍ର, ଟ୍ରଫି ସହ ପୁରସ୍କୃତ କରାଯାଇଥିଲା। କ୍ରାନ୍ତି ଅନୁଷ୍ଠାନର ଦେବରାଜ ରାଉତ ଉଦଘୋଷକ ରୂପେ ଦାୟୀତ୍ଵ ତୁଲାଇଥିବା ବେଳେ କାର୍ଯ୍ୟକ୍ରମ ଆୟୋଜନରେ , ନିର୍ମଳା ଦାଶ , ଅନିଲ କୁମାର ସେଠୀ, ଅରୁଣ ପଟ୍ଟନାୟକ, ପରମାନନ୍ଦ ପଣ୍ଡା, ଲିଙ୍ଗରାଜ ପଟ୍ଟନାୟକ, ସ୍ନିଗ୍ଧା ମହାରଣା, ମିନୋତି ପଟ୍ଟନାୟକ,ବି ସଞ୍ଜୟ ପାତ୍ର, ପୂର୍ଣ୍ଣ ଚନ୍ଦ୍ର ସାହୁ,ଚର୍ଚ୍ଚିକା ଦାଶ ଓ ଚିନ୍ମୟାନନ୍ଦ ଦାଶ ପ୍ରମୁଖ ଉପସ୍ଥିତି ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।ଶେଷରେ ଡ଼ଃ ଦେବାନନ୍ଦ ଦାଶ ସମସ୍ତଙ୍କୁ ସହଯୋଗ ପାଇଁ ହୃଦୟରୁ ଧନ୍ୟବାଦ ଦେଇଥିଲେ।

News Comment

You Might Also Like

BACK TO TOP