Breaking News

ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |    (23-Aug-2026)       ||      ଲଗାଣ ବର୍ଷାରେ ଭାଙ୍ଗିଗଲା ଘର ଅଳ୍ପ କେ ବର୍ତ୍ତିଲେ ଦୁଇ ପରିବାର ||   (23-Aug-2026)       ||      ଶତାୟୁ ମହିଳା ଶକୁନ୍ତଳା ପରଲୋକ ରେ |   (23-Aug-2026)       ||      ପୋଲସରା ଗୋଷ୍ଟି ସ୍ଵାସ୍ତ୍ୟ କେନ୍ଦ୍ର ରେ ସୁଭଦ୍ରା କାଫେ ଉଦଘାଟନ!|    (23-Aug-2026)       ||      ଗଞ୍ଜାମରେ ନବେଦିନ ପାଇଁ ଧାରା 30 ଲାଗୁହେଲା, ଅଗଷ୍ଟ 16ରୁ ନଭେମ୍ବର 13 ପର୍ଯ୍ୟନ୍ତ |   (23-Aug-2026)       ||      ଅଭିନେତା ଗୋବିନ୍ଦଙ୍କ ଜାତକ କୁଣ୍ଡଳୀରେ ଦ୍ୱତୀୟ ବିବାହ କରିବାକୁ ଅଛି କହିଲେ |    (23-Aug-2026)       ||      ଲଗାଣ ଲଘୁଚାପ ବର୍ଷାରେ ଭାଙ୍ଗିଗଲା ଘର ||   (23-Aug-2026)       ||      ଥାନା ଏସ ଆଈଙ୍କ ବିବାହ ପ୍ରତିଶୃତି ଦେଇ କଲେ ପ୍ରତାରଣା |   (23-Aug-2026)       ||      ଚିନିର ଅହେତୁକ ମୂଲ୍ୟ ବୃଦ୍ଧି ଖାଉଟିଓ ବ୍ୟବସାୟୀ ଙ୍କ ପାଈଁ ଚିନ୍ତା ପାଲଟିଛି |    (23-Aug-2026)       ||      କନ୍ଧମାଳ ପିଡି ଓ କୋଟଗଡ଼ ବିଡ଼ିଓ ଦୁର୍ଗମ ଅଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ |   (23-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର, ଗଞ୍ଜେଇ ସହ ଅଭିଯୁକ୍ତ ଗିରଫ |    (23-Aug-2026)       ||      ରାୟଗଡା ବନ ବିଭାଗ ର ଚଢ଼ାଉ ଯୋଗୁଁ 3ଲକ୍ଷ ଟଙ୍କାର କାଠ ସହ 3ଜଣଙ୍କୁ ଗିରଫ |    (23-Aug-2026)       ||      ବସ ବାଇକ ମୁହାଁମୁହିଁ ଧକ୍କାରେ ତିନି ଗୁରୁତର |   (23-Aug-2026)       ||      ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||     

ପିପୁଲ୍ସ ହାଇସ୍କୁଲ ର81ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ!|

28-Jan-2025

ପିପୁଲ୍ସ ହାଇସ୍କୁଲର ୮୧ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ,

ଓଡିଶା ଜନମତ,ବୁଗୁଡା,  ହର ପ୍ରସାଦ ପାଢ଼ୀ, ତା ୨୮/୦୧/୨୫ : 

ସ୍ଥାନୀୟ ପିପୁଲ୍ସ ହାଇସ୍କୁଲର ୮୧ତମ ବାର୍ଷିକ କ୍ରୀଡାର ଉଦଘାଟନୀ ଉତ୍ସବ ସ୍ବପରିସରସ୍ଥ ମିନି ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି  । ପ୍ରଧାନ ଶିକ୍ଷକ କାଳୀ ଚରଣ ବେହେରାଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ କ୍ରୀଡା ଉତ୍ସବରେ ମୁଖ୍ୟ ଅତିଥି ଭାବେ ସିଆରସିସି କିରଣ ବାଳା ତ୍ରିପାଠୀ ଯୋଗ ଦେଇ ଛାତ୍ରମାନଙ୍କୁ ମାର୍ଗ ଦର୍ଶନ କରିଥିଲା ବେଳେ ଶିକ୍ଷକ ପ୍ରଶାନ୍ତ କୁମାର ଗୌଡ ସଂଯୋଜନା ଦାୟିତ୍ବ ନିର୍ବାହ କରିଥିଲେ । ସ୍ଥାନୀୟ ବଳଦେବ ମନ୍ଦିରରୁ କ୍ରୀଡା ଜ୍ୟୋତି ଆସି ଉତ୍ସବ ସ୍ଥଳରେ ପହଞ୍ଚିବା ପରେ  ପ୍ରଧାନ ଶିକ୍ଷକଙ୍କ ଦ୍ଵାରା କ୍ରୀଡା ପତାକା ଉତ୍ତୋଳନ ପୂର୍ବକ ସାମୁହିକ ଶପଥ ପାଠ କରାଯାଇଥିଲା  । ଉକ୍ତ ଦ୍ବିଦିବସୀୟ କ୍ରୀଡା ଉତ୍ସବ ଅବସରରେ ଉଭୟ କନିଷ୍ଠ ଓ ବରିଷ୍ଠ ବର୍ଗର ଛାତ୍ରଙ୍କ ମଧ୍ୟରେ ୧୦୦ମି ,୨୦୦ମି ଓ ୪୦୦ମି ଦୌଡ , ଲଙ୍ଗଜମ୍ପ୍ , ହାଇଜମ୍ପ୍ , ସଟପୁଟ୍ ଥ୍ରୋ , ଡିସକ୍ସ୍ ଥ୍ରୋ, ରିଲେ ରେସ୍ ଆଦି ପ୍ରତିଯୋଗିତା କରାଯାଇ କୃତି ପ୍ରତିଯୋଗୀ ଚୟନ କରାଯାଇଥିଲା  । ଉକ୍ତ ପ୍ରତିଯୋଗିତା ଗୁଡିକୁ କ୍ରୀଡା ଶିକ୍ଷକ ବିଶ୍ବେଶ୍ବର ଗିରି , ଅମୀୟ ରଞ୍ଜନ ସ୍ବାଇଁ ଓ ସତ୍ଯଶ୍ରୀ କୁମାର ଜେନା ପରିଚାଳନା କରିଥିବା ବେଳେ ଅନ୍ୟ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଏଥିରେ ସକ୍ରିୟ ସହଯୋଗ କରିଥିଲେ  ।

News Comment

You Might Also Like

BACK TO TOP