Breaking News

ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |    (23-Aug-2026)       ||      ଲଗାଣ ବର୍ଷାରେ ଭାଙ୍ଗିଗଲା ଘର ଅଳ୍ପ କେ ବର୍ତ୍ତିଲେ ଦୁଇ ପରିବାର ||   (23-Aug-2026)       ||      ଶତାୟୁ ମହିଳା ଶକୁନ୍ତଳା ପରଲୋକ ରେ |   (23-Aug-2026)       ||      ପୋଲସରା ଗୋଷ୍ଟି ସ୍ଵାସ୍ତ୍ୟ କେନ୍ଦ୍ର ରେ ସୁଭଦ୍ରା କାଫେ ଉଦଘାଟନ!|    (23-Aug-2026)       ||      ଗଞ୍ଜାମରେ ନବେଦିନ ପାଇଁ ଧାରା 30 ଲାଗୁହେଲା, ଅଗଷ୍ଟ 16ରୁ ନଭେମ୍ବର 13 ପର୍ଯ୍ୟନ୍ତ |   (23-Aug-2026)       ||      ଅଭିନେତା ଗୋବିନ୍ଦଙ୍କ ଜାତକ କୁଣ୍ଡଳୀରେ ଦ୍ୱତୀୟ ବିବାହ କରିବାକୁ ଅଛି କହିଲେ |    (23-Aug-2026)       ||      ଲଗାଣ ଲଘୁଚାପ ବର୍ଷାରେ ଭାଙ୍ଗିଗଲା ଘର ||   (23-Aug-2026)       ||      ଥାନା ଏସ ଆଈଙ୍କ ବିବାହ ପ୍ରତିଶୃତି ଦେଇ କଲେ ପ୍ରତାରଣା |   (23-Aug-2026)       ||      ଚିନିର ଅହେତୁକ ମୂଲ୍ୟ ବୃଦ୍ଧି ଖାଉଟିଓ ବ୍ୟବସାୟୀ ଙ୍କ ପାଈଁ ଚିନ୍ତା ପାଲଟିଛି |    (23-Aug-2026)       ||      କନ୍ଧମାଳ ପିଡି ଓ କୋଟଗଡ଼ ବିଡ଼ିଓ ଦୁର୍ଗମ ଅଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ |   (23-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର, ଗଞ୍ଜେଇ ସହ ଅଭିଯୁକ୍ତ ଗିରଫ |    (23-Aug-2026)       ||      ରାୟଗଡା ବନ ବିଭାଗ ର ଚଢ଼ାଉ ଯୋଗୁଁ 3ଲକ୍ଷ ଟଙ୍କାର କାଠ ସହ 3ଜଣଙ୍କୁ ଗିରଫ |    (23-Aug-2026)       ||      ବସ ବାଇକ ମୁହାଁମୁହିଁ ଧକ୍କାରେ ତିନି ଗୁରୁତର |   (23-Aug-2026)       ||      ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||     

ନିର୍ମଳ ଝର ରେ ଖଲ୍ଲିକୋଟ ରାଣୀ ସାହେବା ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |

29-Jan-2025

ନିର୍ମଳଝର ବାସ ଭବନ ରେ ପାଳିତ ହେଲା ଖଲ୍ଲିକୋଟ ରାଣୀ ସହେବା ସ୍ବର୍ଗତ ଭି ସୁଜ୍ଞାନ କୁମାରୀ ଦେଓ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ | 
_____________________________

ଓଡିଶା ଜନମତ, ଖଲ୍ଲିକୋଟ, ମାଧବ ବେହେରା, 29/1:

ଖଲ୍ଲିକୋଟ ରାଣୀ ସହେବା ତଥା ଖଲ୍ଲିକୋଟ ଓ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀ ପ୍ରାକ୍ତନ ବିଧାୟକ ସ୍ବର୍ଗତ ଭି ସୁଜ୍ଞାନ କୁମାରୀ ଦେଓ ଙ୍କ ତିଥି ଅନୁଯାଇ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ତାଙ୍କ ନିର୍ମଳଝର ସ୍ଥିତ ବାସଭବନ ପରିସର ରେ ପାଳିତ ହୋଇଛି |ପ୍ରଥମ ଶ୍ରାଧ ବାର୍ଷିକୀ ବନ୍ଧୁ ପରିଜନ ଓ ସମ୍ପର୍କୀୟ ମାନଙ୍କୁ ନେଇ ନିରାଡ଼ମ୍ବର ସହକାରେ ପାଳନ ହୋଇଥିବା ବେଳେ ଆସନ୍ତା ଫେବୃଆରୀ ମାସ 10 ତାରିଖ ଦିନ  ସ୍ବର୍ଗତ ଦେଓ ଙ୍କ ପ୍ରଥମ ଶ୍ରାଧ ବାର୍ଷିକୀ କୁ ବିଧିବିଧ ଭାବେ ପାଳିତ ହେବା ର ସ୍ଥିର କରାଯାଇଛି |ଉକ୍ତ ଦିନ ଓଡିଶା ର ବହୁ ଲବ୍ଧ ପ୍ରତିଷ୍ଠିତ ରାଜନେତା ତାଙ୍କର ସହକର୍ମୀ ବିଧାୟକ, ସାଂସଦ ଓ ବହୁ ବରିଷ୍ଟ ପ୍ରଶାସନିକ ଅଧିକାରୀ ପ୍ରମୁଖ ଯୋଗ ଦେଇ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ରେ ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବାର କାର୍ଯ୍ୟକ୍ରମ ସ୍ଥିର ହୋଇଥିବା ସୂଚନା ମିଳିଛି |ସ୍ବର୍ଗତା ରାଣୀ ସହେବା ଯୋଗ୍ୟ ଦାୟାଦ ଡାକ୍ତର ସାକେଥ ରାମରାଓ ଉପସ୍ଥିତ ରହି ତିଥି ଅନୁଯାଇ ଅନୁଷ୍ଠିତ ପ୍ରଥମ ଶ୍ରାଧ ବାର୍ଷିକୀ କୁ ସୁ ପରିଚାଳନା କରିଥିବା ଜଣାପଡିଛି |

News Comment

You Might Also Like

BACK TO TOP