Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ଖଲ୍ଲିକୋଟ ରେ କିଶୋରୀ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||

31-Jan-2025

ଖଲ୍ଲିକୋଟ ରେ କିଶୋରୀ ପ୍ରତିଭା  ଅନ୍ୱେଷଣ କାର୍ଯ୍ୟକ୍ରଣ |
***************************
ଓଡିଶା ଜନମତ, ଖଲ୍ଲିକୋଟ, ମାଧବ ବେହେରା, 31/1 :

ଖଲ୍ଲିକୋଟ ବ୍ଲକ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଅନୁକଲ୍ୟ ରେ ଖଲ୍ଲିକୋଟ ସ୍ଥିତ ମର୍ଦରାଜ କଲ୍ୟାଣ ମଣ୍ଡପ ପରିସର ରେ ଅଦ୍ୱିକା ଯୋଜନା ଅନ୍ତର୍ଗତ କିଶୋରୀ ପ୍ରତିଭା  ଅନ୍ୱେଷଣ କାର୍ଯ୍ୟମ ଅନୁଷ୍ଠିତ ହୋଇ ଯାଇଛି |ଆୟୋଜକ କାର୍ଯ୍ୟକ୍ରମ ରେ ଖଲ୍ଲିକୋଟ ବ୍ଲକ ଗୋଷ୍ଟି ଉନ୍ନୟନ ଅଧିକାରୀ ଦେବାଶିଷ ସାମଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କିଶୋରୀ ବାଳିକା ମାନେ ସେମାନଙ୍କ ଶିକ୍ଷା ସହିତ ବୈଷୟିକ ଦକ୍ଷତା ବୃଦ୍ଧି କଲେ ସେମାନେ ସମାଜ ରେ ପ୍ରତିଷ୍ଠିତ ହେବା ସହ ଆର୍ଥିକ ସ୍ୱାବଲମ୍ବୀ ହୋଇପାରିବ ବୋଲି ପରାମର୍ଶ ଦେଇଥିଲେ |ଅନ୍ୟ ମାନଙ୍କ ମଧ୍ୟରେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ବିଜୟଲକ୍ଷ୍ମୀ ପାଢ଼ୀ, ଖଲ୍ଲିକୋଟ ଗୋଷ୍ଟି ଶିକ୍ଷା ଅଧିକାରୀ ସଦ୍ୟସ୍ମାନ ପଣ୍ଡା, ଖଲ୍ଲିକୋଟ ଥାନା ସେକେଣ୍ଡ ଅଫିସର ମାନସୀ ବେହେରା ଓ ବରିଷ୍ଟ କିରାଣୀ ସ୍ନେହାଶିଷ ପଣ୍ଡା ସମେତ ଶିଶୁ ବିକାଶ ପ୍ରକଳ୍ପ ର 13 ଗୋଟି ସେକ୍ଟର ର ସମସ୍ଥ ସୁପରଭାଇଜର ଓ ଅଙ୍ଗନବାଡି କର୍ମୀ ମାନଙ୍କ ସମେତ 40 ରୁ ଊର୍ଧ୍ଵ କିଶୋରୀ ବାଳିକା ଯୋଗ ଦେଇଥିଲେ |କାର୍ଯ୍ୟକ୍ରମ ରେ କିଶୋରୀ ମାନଙ୍କ ମଧ୍ୟରେ ଝୋଟି ଚିତା, ପ୍ରବନ୍ଧ ଚିତ୍ର ଓ କବିତା ପ୍ରତିଯୋଗିତା ହୋଇଥିଲା | ଶେଷରେ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା |ଖଲ୍ଲିକୋଟ ବ୍ଲକ ଶିଶୁ ବିକାଶ ପ୍ରକଳ୍ପ ଅଧୀନ ରେ 10,528 ଜଣ କିଶୋରୀ ବାଳିକା ହିତାଧିକାରୀ ଥିବା ବେଳେ ସେମାନଙ୍କୁ ଅଣ୍ଡା, ବୁଟ ଚଣା, ମୁଢ଼ି ମସଲା  ପଭୃତି ପୃଷ୍ଟିକର ଖାଦ୍ୟ  ପ୍ରଦାନ କରା ଯାଇ ଥାଏ |

News Comment

You Might Also Like

BACK TO TOP