Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ମହାତ୍ମା ଗାନ୍ଧୀ ହାଇସ୍କୁଲ ରେ 76ତମ ସାଧାରଣ ତନ୍ତ୍ର ଦିବସ ପାଳିତ |

31-Jan-2025

ମହାତ୍ମା ଗାନ୍ଧି ହାଇ ସ୍କୁଲରେ 76ତମ ସାଧାରଣ ତନ୍ତ ପାଳିତ।

                 ଓଡିଶା ଜନମତ  ବ୍ୟୁରୋ,

କଂଦମାଳ ଅଧିନସ୍ଥ ଘୁ. ଉଦୟଗିରିର ଵ୍ଲକ କତିଗିଂଆ ଗ୍ରାମ ପଞ୍ଚାୟତର ଅନ୍ତର୍ଗତ ମହାତ୍ମାଗାନ୍ଧୀ ଉଚ୍ଚ ବିଦ୍ୟାଳୟଠାରେ 76ତମ ସାଧାରଣ ତନ୍ତ୍ର  ଦିବସ ପାଳନ କରାଯାଇ ଥିଲା। ପ୍ରାରମ୍ଭିକ ପର୍ଯ୍ୟାୟରେ କତିଗିଂଆ ଗ୍ରାମ ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ବିଭୁତି ପ୍ରଧାନ ପତାକା ଉତ୍ତୋଳନ କରିଥିଲେ। ସେ କହିଥିଲେ ଯେ ଏହି ଦିବସ ଲୋକଙ୍କର, ଲୋକଙ୍କ ପାଇଁ, ଲୋକଙ୍କ ଦ୍ବାରା  । ଏହି ଅବସରରେ  ସେ କହିଥିଲେ ଯେ ଦେଶକୁ ସୁନ୍ଦର, ସରସ, ଓ ଶୃଖଂଲାଭାବେ ଶାସନ କରିବା ପାଇଁ ଡକ୍ଟର ବିକଳ ଆମ୍ବେଦକର ଓ କେତେକଙ୍କ ସହଯୋଗରେ ଏହାକୁ 2 ବର୍ଷ 6ମାସ 11ଦିନରେ ପ୍ରସ୍ତୁତ କରିଥିଲେ।  ଏହା ଭାରତ ଶ୍ରେଷ୍ଠ  ସମ୍ବିଧାନ କୁହାଯାଏ  । ଏହି ଆଇନ କାନୁନ ଥିବା ଯୋଗୁଁ ଆଜି ଆମେ ଏହି ସମ୍ମୁଖରେ ଠିଆ ହୋଇପାରିଛୁ ବୋଲି କହିଥିଲେ  ।

News Comment

You Might Also Like

BACK TO TOP