Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ନିଷ୍କମଣ ଉତ୍ସବ ଅନୁଷ୍ଠିତ |

31-Jan-2025

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ନିଷ୍କ୍ରମଣ ଉତ୍ସବ,

ଓଡିଶା ଜନମତ, ବୁଗୁଡ଼ା, ହର ପ୍ରସାଦ ପାଢ଼ୀ,  ତା ୩୧/୦୧/୨୫ :

ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ନିଷ୍କ୍ରମଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି  ।  ପରିଚାଳନା ସମିତି ସଭାପତି ବ୍ରଜ କିଶୋର ପାଢ଼ୀଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିରଞ୍ଚିପୁର ଗ୍ରାମସ୍ଥ ରାଧାକୃଷ୍ଣ ହାଇସ୍କୁଲର ପ୍ରଧାନ ଶିକ୍ଷକ ମୃତ୍ୟୁଞ୍ଜୟ ହୋତା , ସମ୍ମାନିତ ଅତିଥି ଭାବେ ସଦସ୍ୟା ସନ୍ତୋଷିନୀ ପାତ୍ର ଓ ନମିତା ବେହେରା ଯୋଗଦାନ କରି ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ  । ଏଥି ସହ ବିଦାୟୀ ଦଶମ ଶ୍ରେଣୀ ଷଷ୍ଠ ବ୍ଯାଚ୍ ଛାତ୍ରଛାତ୍ରୀମାନେ ସେମାନଙ୍କ ଅଧ୍ଯୟନ କାଳର ସ୍ମୃତି ଓ ଅନୁଭୂତି ଅବିସ୍ମରଣୀୟ ହୋଇ ରହିବ ବୋଲି ସ୍ବ ସ୍ବ ବକ୍ତବ୍ୟ କାଳରେ ପ୍ରକାଶ କରିଥିବା ବେଳେ ଗୁରୁଜୀ ଓ ଗୁରୁମାବୃନ୍ଦ ସେମାନଙ୍କୁ ଶୁଭାଶିଷ ପ୍ରଦାନ ପୂର୍ବକ ଆଗାମୀ ଫେବୃୟାରୀ ୨୧ ତାରିଖଠାରୁ ଆରମ୍ଭ ହେବାକୁ ଯାଉଥିବା ବୋର୍ଡ ପରୀକ୍ଷା ପାଇଁ ଚାପଗ୍ରସ୍ତ ନ ହୋଇ ସୁସ୍ଥ ମନରେ ଅଧ୍ଯୟନ ସାଙ୍ଗକୁ ଯୋଜନାବଦ୍ଧ ପ୍ରସ୍ତୁତି ପ୍ରତି ଧ୍ୟାନ ଦେବାକୁ ପରାମର୍ଶ ଦେଇଥିଲେ । ବରିଷ୍ଠା ଗୁରୁମା ସୁମତି ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ଉକ୍ତ ନିଷ୍କ୍ରମଣ ଉତ୍ସବର ପ୍ରାରମ୍ଭରେ ପ୍ରଧାନାଚାର୍ଯ୍ଯ ଆଟଲ ଲିଙ୍ଗରାଜ ଅତିଥି ପରିଚୟ ପ୍ରଦାନ, ତତ୍ପରେ ଗୁରୁମା ହରପ୍ରିୟା ମିଶ୍ର କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ ଏବଂ ଛାତ୍ରୀ ଶୁଭଲକ୍ଷ୍ମୀ ମିଶ୍ର ଅମୃତ ବଚନ ପ୍ରଦାନ କରିଥିବା ବେଳେ ପରିଶେଷରେ ସମ୍ପାଦକ ରମେଶ ଚନ୍ଦ୍ର ଆଲଟିଆ ଧନ୍ୟବାଦ ଅର୍ପଣ କରିଥିଲେ ।

News Comment

You Might Also Like

BACK TO TOP