Breaking News

ଚିନିର ଅହେତୁକ ମୂଲ୍ୟ ବୃଦ୍ଧି ଖାଉଟିଓ ବ୍ୟବସାୟୀ ଙ୍କ ପାଈଁ ଚିନ୍ତା ପାଲଟିଛି |    (23-Aug-2026)       ||      କନ୍ଧମାଳ ପିଡି ଓ କୋଟଗଡ଼ ବିଡ଼ିଓ ଦୁର୍ଗମ ଅଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ |   (23-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର, ଗଞ୍ଜେଇ ସହ ଅଭିଯୁକ୍ତ ଗିରଫ |    (23-Aug-2026)       ||      ରାୟଗଡା ବନ ବିଭାଗ ର ଚଢ଼ାଉ ଯୋଗୁଁ 3ଲକ୍ଷ ଟଙ୍କାର କାଠ ସହ 3ଜଣଙ୍କୁ ଗିରଫ |    (23-Aug-2026)       ||      ବସ ବାଇକ ମୁହାଁମୁହିଁ ଧକ୍କାରେ ତିନି ଗୁରୁତର |   (23-Aug-2026)       ||      ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |    (22-Aug-2026)       ||      ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||     

ଭିନ୍ନକ୍ଷମ ଛାତ୍ର, ଛାତ୍ରୀଙ୍କୁ ସହାୟକ ଉପକରଣ ବଣ୍ଟନ

01-Feb-2025

ଦିବ୍ଯାଙ୍ଗ ଛାତ୍ର,ଛାତ୍ରୀଙ୍କୁ ସହାୟକ ଉପକରଣ ବଣ୍ଟନ,

ଓଡିଶା ଜନମତ ,ବୁଗୁଡା, ହର ପ୍ରସାଦ ପାଢ଼ୀ, ତା ୦୧/୦୨/୨୫ :
ସ୍ଥାନୀୟ ବାଳିକା ପ୍ରାଥମିକ ବିଦ୍ୟାଳୟ ପରିସରରେ ଦିବ୍ଯାଙ୍ଗ ଛାତ୍ରଛାତ୍ରୀଙ୍କୁ ସହାୟକ ଉପକରଣ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବିଇଓ ଚିନ୍ମୟ ମହାପାତ୍ର , ଏବିଇଓ ଅମିତା କୁମାରୀ ପାଢୀ ଓ ତପସ୍ବିନୀ ସାହୁ, ସିଆରସିସି କିରଣ ବାଳା ତ୍ରିପାଠୀ ପ୍ରମୁଖ ଯୋଗ ଦେଇ ବୁଗୁଡା ବ୍ଲକର ୫୧ ଜଣ ଦିବ୍ଯାଙ୍ଗ ଛାତ୍ରଛାତ୍ରୀଙ୍କୁ ସହାୟକ ଉପକରଣ ବଣ୍ଟନ କରିଥିଲେ। ଦିବ୍ଯାଙ୍ଗ ଛାତ୍ରଛାତ୍ରୀଙ୍କ ସହାୟକ ନିମନ୍ତେ ଟ୍ରାଇ ସାଇକେଲ , ଓ୍ବିଲ୍ ଚେୟାର , କମୋଡ୍ ସିପି ଚେୟାର , ଆଶାବାଡ଼ି, ରେଲେଟର ଆଦି ଉପକରଣ ବଣ୍ଟନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମକୁ ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁଶାନ୍ତ କୁମାର ଡାକୁଆ ଓ ସୋନାଲିନ୍ ପଣ୍ଡା ପରିଚାଳନା କରିଥିବା ବେଳେ ଏଥିରେ ଅନ୍ତର୍ନିବେଶୀ ଶିକ୍ଷା ସ୍ବେଚ୍ଛାସେବୀ ପ୍ରମୋଦ କୁମାର ମିଶ୍ର , ଦୀପକ କୁମାର ସେଠୀ ଓ ସୁଶାନ୍ତ କୁମାର ଗୌଡ ପ୍ରମୁଖ ସହଯୋଗ କରିଥିଲେ। ତେବେ ଦିବ୍ଯାଙ୍ଗ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ସମ୍ବନ୍ଧୀୟ ଉପକରଣ ଯୋଗାଇ ଦିଆଗଲେ ଶିକ୍ଷା କ୍ଷେତ୍ରରେ ସେମାନେ ଉନ୍ନତି କରିପାରିବେ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି।

News Comment

You Might Also Like

BACK TO TOP