Breaking News

କନ୍ଧମାଳ ପିଡି ଓ କୋଟଗଡ଼ ବିଡ଼ିଓ ଦୁର୍ଗମ ଅଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ |   (23-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର, ଗଞ୍ଜେଇ ସହ ଅଭିଯୁକ୍ତ ଗିରଫ |    (23-Aug-2026)       ||      ରାୟଗଡା ବନ ବିଭାଗ ର ଚଢ଼ାଉ ଯୋଗୁଁ 3ଲକ୍ଷ ଟଙ୍କାର କାଠ ସହ 3ଜଣଙ୍କୁ ଗିରଫ |    (23-Aug-2026)       ||      ବସ ବାଇକ ମୁହାଁମୁହିଁ ଧକ୍କାରେ ତିନି ଗୁରୁତର |   (23-Aug-2026)       ||      ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |    (22-Aug-2026)       ||      ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||     

ଅଲିଭ ରିଡଲେ ସୁରକ୍ଷିତ ଗଣ ଅଣ୍ଡାଦାନ ନେଇ ଅଷ୍ଟମ ବାଟାଲିୟନପକ୍ଷରୁ ବେଳାଭୂମି ସ୍ୱଛତା କାର୍ଯ୍ୟକ୍ରମ ଅନୁଷ୍ଠିତ |

01-Feb-2025

ଅଲିଭ ରିଡଲେ ସୁରକ୍ଷିତ ଗଣ ଅଣ୍ଡାଦାନ ନେଇ ଅଷ୍ଟମ ବାଟାଲିୟନ ପକ୍ଷରୁ ବେଳାଭୂମି ସ୍ଵଛତା କାର୍ଯ୍ୟକ୍ରମ 
----------------------------------------
ଓଡିଶା ଜନମତ,ଗଞ୍ଜାମ, ବଟକୃଷ୍ଣ ରାଉଳ,1/2/25  :
ଗଞ୍ଜାମ ଅଲିଭ ରିଡଲେ ସାମୁଦ୍ରିକ କଇଁଚଙ୍କ ସୁରକ୍ଷିତ ଗଣ ଅଣ୍ଡାଦାନ କୁ ଦୃଷ୍ଟିରେ ରଖି ଶନିବାର ଛତ୍ରପୁର ଓ ଏସ ଏ ପି ଅଷ୍ଟମ ବାଟାଲିୟନ ପକ୍ଷରୁ ବେଳାଭୂମି ସ୍ଵଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l 
ଶତାଧିକ ହାବିଳଦାର ଓ ସିପାହୀ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ର ନୁଆଁ ପୋଡ଼ମପେଟା ଠାରୁ ପୁରୁଣା ପୋଡ଼ମପେଟା ମଧ୍ୟରେ ଶ୍ରମଦାନ କରି ବେଳାଭୂମିରେ ପଡିଥିବା ଅଳିଆ ଆବର୍ଜନା ସଫେଇ କରିଥିଲେ l 
   କମାଣ୍ଡେଣ୍ଟ ଶାରଦା ପ୍ରସାଦ ଦାସ,ଡେପୁଟି କମାଣ୍ଡେଣ୍ଟ ଯଶୋବନ୍ତ ସେଠି, ସୁବେଦାର ସୁବ୍ରତ ଗୌଡ଼,ହବିଳଦାର ଓ ସିପାହୀ ଶାଖା ସଙ୍ଘ ସଭାପତି ଯଶୋବନ୍ତ ସ୍ୱାଇଁ ପ୍ରମୁଖ ଙ୍କ ସହ ଅନ୍ୟମାନେ ଉପସ୍ଥିତ ରହିଥିଲେ l ଋଷିକୁଲ୍ୟା କଇଁଚ ସୁରକ୍ଷା ସମିତି ସମ୍ପାଦକ ରବିନ୍ଦ୍ର ନାଥ ସାହୁ ଉକ୍ତ ସଫେଇ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ l

News Comment

You Might Also Like

BACK TO TOP