Breaking News

ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||     

ବାଇକ ଦୁର୍ଘଟଣା ଯୋଗୁଁ ଜଣେ ମୃତ ଓ ଜଣେ ଆହାତ |

02-Feb-2025

ବାଇକ୍ ଦୁର୍ଘଟଣାରେ ୧ ମୃତ, ୧ ଗୁରୁତର,

ଓଡିଶା ଜନମତ,  ବୁଗୁଡା, ହରପ୍ରସାଦ ପାଢ଼ୀ,ତା ୦୨/୦୨/୨୫ : 
ବୁଗୁଡ଼ା ଥାନା ଅଞ୍ଚଳ ଅନ୍ତର୍ଗତ କରଚୁଲି-ମତାଝରି ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଏକ ବାଇକ୍ ଦୁର୍ଘଟଣାରେ ଜଣେ ମୃତ୍ୟୁ ବରଣ କରିଥିବା ବେଳେ ଆଉ ଜଣେ ଗୁରୁତର ଅବସ୍ଥାରେ ବ୍ରହ୍ମପୁରକୁ ସ୍ଥାନାନ୍ତର ହୋଇଥିବା ଜଣାଯାଇଛି। ଉଭୟେ ବୁଗୁଡା ଥାନା ଅନ୍ତର୍ଗତ ତାକରଡା ଗ୍ରାମର ହୋଇଥିବା ବେଳେ ମୃତକ ଜଣକ ସାହେବ ନାୟକଙ୍କ ପୁଅ ଶିବ ନାୟକ(୨୯) ଓ ଗୁରୁତର ଜଣକ ହାଡୁବନ୍ଧୁ ନାୟକଙ୍କ ପୁଅ ଶିବରାମ ନାୟକ(୨୯) । ପ୍ରକାଶ ଯେ, ସୁରାଟ ଫେରନ୍ତା ଶିବ ଓ ଶିବରାମ ଉଭୟେ ଜଗନ୍ନାଥ ପ୍ରସାଦ ବ୍ଲକର ଆଜ୍ଞାପ୍ରସାଦ ଗ୍ରାମରୁ ଏକ ଜନ୍ମଦିନ ଭୋଜିରେ ଯୋଗ ଦେଇ ବିଳମ୍ବିତ ରାତିରେ ବାଇକ୍ ଯୋଗେ ଗାଁକୁ ଫେରୁଥିଲା ବେଳେ ବାଟରେ ରାସ୍ତାକଡସ୍ଥ ଏକ ବିଦ୍ଯୁତ୍ ଖୁଣ୍ଟ ସହ ଧକ୍କା ହୋଇଥିଲା । ଦୁର୍ଘଟଣା ପରେ ଉଭୟେ ରାସ୍ତାକଡରେ ଅଚେତ ଅବସ୍ଥାରେ ପଡିରହିଥିବା ବେଳେ ସେହି ରାସ୍ତାରେ ଆସୁଥିବା ଏକ ଯାତ୍ରୀବାହୀ ଗାଡିର ଲୋକେ ଏ ମର୍ମନ୍ତୁଦ ଦୃଶ୍ୟ ଦେଖି ଆମ୍ବୁଲାନ୍ସକୁ ଖବର ଦେଇଥିଲେ। ଆମ୍ବୁଲାନ୍ସ ଘଟଣା ସ୍ଥଳରୁ ଉଭୟଙ୍କୁ ଉଦ୍ଧାର କରି ବୁଗୁଡା ମେଡିକାଲକୁ ଆଣିଥିଲା । ସେଠାରେ ଡ଼ାକ୍ତର ଜଣଙ୍କୁ ମୃତ ଘୋଷଣା କରିବା ସହ ଅନ୍ୟ ଗୁରୁତର ଜଣଙ୍କୁ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁରକୁ ସ୍ଥାନାନ୍ତର କରିଥିଲେ । ପୋଲିସ  ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବାଇକଟିକୁ ଜବତ କରିଥିବା ବେଳେ ଶବକୁ ବ୍ଯବଛେଦ ପାଇଁ ପଠାଇ କେସ୍ ନଂ ୭୩/୨୫ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା ଜଣାଯାଇଛି।

News Comment

You Might Also Like

BACK TO TOP