Breaking News

ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||     

ପୁରୁଷୋତ୍ତମପୁର ବ୍ଲଜଓ ଏନଏସିର ର ବିଭିନ୍ନ ଶିକ୍ଷାନୁଷ୍ଠାନ ରେ ବସନ୍ତ ପଞ୍ଚମୀ ପାଳିତ |

02-Feb-2025

ପୁରୁଷୋତ୍ତମପୁର ବିଭିନ୍ନ ଶିକ୍ଷାନୁଷ୍ଠାନରେ ସରସ୍ଵତୀ ପୂଜା ଅନୁଷ୍ଠିତ,

                 Bଓଡିଶା ଜନମତ ବ୍ୟୁରୋ, 

ତା ୦୨/୦୨/୨୫ : 
ପବିତ୍ର ମାଘ ଶୁକ୍ଳ ପଞ୍ଚମୀ ତିଥିରେପୁରୁଷୋତ୍ତମପୁର ବ୍ଲକ ଓ ଏନଏସି ଅଞ୍ଚଳରର ବିଭିନ୍ନ ଶିକ୍ଷାନୁଷ୍ଠାନରେ ବିଦ୍ଯାଦାତ୍ରୀ ମା ସରସ୍ୱତୀଙ୍କ ପୂଜା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ରେ ବିଭିର୍ଣ୍ଣ ପଞ୍ଚାୟତ ରେ ଥିବା ପ୍ରାର୍ଥମିକ, ମାଧ୍ୟମିକ, ଉଚ୍ଚ ବିଦ୍ୟାଳୟ, ଜୁନିଅର କଲେଜ, ତାରା ତାରିଣୀ ମହାବିଦ୍ୟଳୟ, ବାସୁଦେବ ସେଠୀ ଯୁକ୍ତ ଦୁଈ କଲେଜ,ଆର ଟି ବିଦ୍ୟା ପୀଠ ଯୁକ୍ତ ଦୁଈ କଲେଜ, ଓଡିଶା ଆଦର୍ଶ :,  ଜୟ ବୀର ହନୁମାନ କୋଚିଙ୍ଗ ସେଣ୍ଟର,  ସମେତ ବିଭିନ୍ନ ଶିକ୍ଷାନୁଷ୍ଠାନ ରେ ମା ବାଗଦେବୀଙ୍କ ପୂଜା ଉତ୍ସବ  ହୋଇଯାଇଛି । ଏହି ଅବସରରେ କେତେକ ବିଦ୍ଯାଳୟରେ ନୂତନ ଶିଶୁଙ୍କ ବିଦ୍ଯାରମ୍ଭ କାର୍ଯ୍ୟ କରାଯାଇ ଥିଲା ।

News Comment

You Might Also Like

BACK TO TOP