Breaking News

ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||     

ପୁରୁଷୋତ୍ତମପୁର ବ୍ଲକ ଓ ଏନଏସି ର ବିଭିନ୍ନ ଶିକ୍ଷାନୁଷ୍ଟନ ରେ ବୀଣା ପାଣୀ ଙ୍କ ପୁଜା ଅନୁଷ୍ଠିତ |

03-Feb-2025

ପୁରୁଷୋତ୍ତମପୁର ବିଭିନ୍ନ ଶିକ୍ଷାନୁଷ୍ଠାନରେ ସରସ୍ଵତୀ ପୂଜା ଅନୁଷ୍ଠିତ,

ଓଡିଶା ଜନମତ ବ୍ୟୁରୋ, 
ତା ୦୨/୦୨/୨୫ : 
ପବିତ୍ର ମାଘ ଶୁକ୍ଳ ପଞ୍ଚମୀ ତିଥିରେପୁରୁଷୋତ୍ତମପୁର ବ୍ଲକ ଓ ଏନଏସି ଅଞ୍ଚଳରର ବିଭିନ୍ନ ଶିକ୍ଷାନୁଷ୍ଠାନରେ ବିଦ୍ଯାଦାତ୍ରୀ ମା ସରସ୍ୱତୀଙ୍କ ପୂଜା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ରେ ବିଭିର୍ଣ୍ଣ ପଞ୍ଚାୟତ ରେ ଥିବା ପ୍ରାର୍ଥମିକ, ମାଧ୍ୟମିକ, ଉଚ୍ଚ ବିଦ୍ୟାଳୟ, ଜୁନିଅର କଲେଜ, ତାରା ତାରିଣୀ ମହାବିଦ୍ୟଳୟ, ବାସୁଦେବ ସେଠୀ ଯୁକ୍ତ ଦୁଈ କଲେଜ,ଆର ଟି ବିଦ୍ୟା ପୀଠ ଯୁକ୍ତ ଦୁଈ କଲେଜ, ଓଡିଶା ଆଦର୍ଶ ବିଦ୍ୟାଳୟ,  ନରସିଂହ ପଣ୍ଡା ଉଛ ବିଦ୍ୟାଳୟ,  ସ୍ଥାନୀୟ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର , ସରସ୍ବତୀ ଶିଶୁ ମନ୍ଦିର, ,ଶାଶ୍ୱତ ଶିଶୁ ମନ୍ଦିର , ନରସିଂହ  ଦାଶ ସରକାରୀ ହଇସ୍କୁଲ, ସନ ସାଇନ ଇଂରେଜି ମିଡ଼ିଏମ ସ୍କୁଲ ଅକ୍ସ ଫୋର୍ଡ ପବ୍ଲିକ୍ ସ୍କୁଲ,  ଶ୍ରୀରାମ ଆଦର୍ଶ ଶିକ୍ଷା ନିକେତନ, ଗୁରୁଦେବ କୋଚିଙ୍ଗ ସେଣ୍ଟର,ଶିବାନନ୍ଦ କୋଚିଙ୍ଗ ସେଣ୍ଟର,  ଜୟ ବୀର ହନୁମାନ କୋଚିଙ୍ଗ ସେଣ୍ଟର,  ସମେତ ବିଭିନ୍ନ ଶିକ୍ଷାନୁଷ୍ଠାନ ରେ ମା ବାଗଦେବୀଙ୍କ ପୂଜା ଉତ୍ସବ  ହୋଇଯାଇଛି । ଏହି ଅବସରରେ କେତେକ ବିଦ୍ଯାଳୟରେ ନୂତନ ଶିଶୁଙ୍କ ବିଦ୍ଯାରମ୍ଭ କାର୍ଯ୍ୟ କରାଯାଇ ଥିଲା ।

News Comment

You Might Also Like

BACK TO TOP