Breaking News

ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||     

ବୁଗୁଡ଼ା ବିରଞ୍ଚି ନାରାୟଣ କଲ୍ୟାଣ ମଣ୍ଡପ ଠାରେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଙ୍କ ଜୟନ୍ତୀ ପାଳିତ |

03-Feb-2025

କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜୟନ୍ତୀ ପାଳିତ,

ବୁଗୁଡ଼ା: ତା ୦୩/୦୨/୨୫ : ସ୍ଥାନୀୟ ବିରଞ୍ଚିନାରାୟଣ କଲ୍ଯାଣୀ ମଣ୍ଡପ ପରିସରରେ କବିସମ୍ରାଟ ସ୍ମାରକ ସଂସଦ ପକ୍ଷରୁ ଉପେନ୍ଦ୍ର ଭଞ୍ଜଙ୍କ ଜୟନ୍ତୀ ସମାରୋହ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ଅନୁଷ୍ଠାନର ସଭାପତି ମହନ୍ତ ଭକ୍ତରାମ ଦାସଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଫେସର ସୁବାସ ଚନ୍ଦ୍ର ପରିଡା, ମୁଖ୍ୟବକ୍ତା ଭାବେ ଭଞ୍ଜ ସାହିତ୍ୟ ଗବେଷକ ମୋତିଲାଲ ପତି, ସମ୍ମାନିତ ଅତିଥି ଭାବେ ଶିକ୍ଷାବିତ ରଘୁନାଥ ସାହୁ ଓ କବି ସୌଦାମିନୀ ମିଶ୍ର ଯୋଗ ଦେଇ ଉପେନ୍ଦ୍ର ଭଞ୍ଜଙ୍କ କବିତ୍ବ ଉପରେ ଆଲୋକପାତ କରିଥିଲେ ।  ଏ ଅବସରରେ ଉପେନ୍ଦ୍ର ଭଞଙ୍କ ଗାନ କରିଥିବା ବିଭିନ୍ନ ଅନୁଷ୍ଠାନର କୃତି ଛାତ୍ରଛାତ୍ରୀଙ୍କୁ ପ୍ରମାଣ ପତ୍ର ସହ ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ସଂସଦ ସମ୍ପାଦକ ବିଭୁତି ଭୂଷଣ ମିଶ୍ର ପରିଚାଳନା କରିଥିବା ବେଳେ  ପରିଶେଷରେ ଶିକ୍ଷାବିତ ଚିତ୍ତରଞ୍ଜନ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।
ସେହପରି ଖୋଳଖାଳି ଗ୍ରାମରେ ଉପେନ୍ଦ୍ର ଭଞ୍ଜ ସ୍ମୃତି ସାହିତ୍ୟ ସଂସଦ ପକ୍ଷରୁ ଭଞ୍ଜ ଜୟନ୍ତୀ ଓ ଭଞ୍ଜ ସଙ୍ଗୀତ ଆସର ଅନୁଷ୍ଠିତ ହୋଇଯାଇଛି। ସାହିତ୍ୟ ପତ୍ରିକା "ଭଞ୍ଜମାଟି"ର ସମ୍ପାଦକ କାମରାଜୁ ସାହାଣୀଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜଗନ୍ନାଥ ପ୍ରସାଦ ମହାବିଦ୍ୟାଳୟ ଅଧ୍ଯକ୍ଷ ନୃସିଂହ ଚରଣ ପ୍ରଧାନ, ମୁଖ୍ୟ ବକ୍ତା ଭାବେ ଗୋବରା ମହିଳା ମହାବିଦ୍ୟାଳୟ ଅଧ୍ଯାପିକା ନଳିନୀ ପ୍ରଭା ଦାସ ଯୋଗ ଦେଇ  ଭଞ୍ଜ ସାହିତ୍ୟ ଉପରେ ଆଲୋକପାତ କରିଥିଲେ। ଏ ଅବସରରେ କଣ୍ଠଶିଳ୍ପୀ ସୁରେନ୍ଦ୍ର ଦାସ, ପ୍ରଭାକର ସ୍ବାଇଁ, କେଦାର ଜେନା, କାଳୁ ଚରଣ ଘଡେଇ, ରୀତି ସ୍ନିଗ୍ଧା ପ୍ରଧାନ, ମିତାଲି ପଟ୍ଟନାୟକ ଭଞ୍ଜ ସଂଗୀତ ଗାନ କରିଥିବା ବେଳେ ବିଶାଖା ମହାରଣା ଓଡିଶୀ ନୃତ୍ୟ ପରିବେଷଣ କରିଥିଲେ। ପରିଶେଷରେ କୁମୁଦ ଚନ୍ଦ୍ର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP