Breaking News

ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||     

କୁମ୍ଭାରୀ ପୁଟ ପଞ୍ଚାୟତ କାର୍ଯ୍ୟାଳୟ ରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ |

03-Feb-2025

ପଞ୍ଚୟତାସ୍ତରୀୟ ଅଭିଯୋଗ ଶୁଣାଣି,

ଓଡିଶା ଜନମତ ବ୍ୟୁରୋ,

ବନ୍ଧୁଗାଁ ତା ୩/୨/୨୫ ବନ୍ଧୁଗାଁ ବ୍ଲକ ର କୁମ୍ଭାରିପୁଟ ପଞ୍ଚାୟତ କାର୍ଯ୍ୟଳୟରେ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ସରପଞ୍ଚ ଲୁଦ୍ର ଜାକାକାଙ୍କ ଅଧ୍ୟକ୍ଷତା ଓ ପିଓ ଅର୍ଜୁନ ଖେମୁଣ୍ଡୂ ଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଅଭିଯୋଗ ଶୁଣାଣିରେ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ବାଗ  ସଭାପତିତ୍ବ କରିଥିଲେ। ଏଥିସହ ବନ୍ଧୁଗାଁ ଥାନା ଭାର ପ୍ରାପ୍ତ ଥାନା ଅଧିକାରୀ ପ୍ରସନ୍ନ କୁମାର ମିଶ୍ର, ମଙ୍ଗଳ ବିଭାଗ,ବିଏସଏସଓ, ଶିକ୍ଷା ବିଭାଗ, ପ୍ରାଣୀ ଓ ପଶୁ ସମ୍ପଦ ବିଭାଗ, ଏ ଇ, ଜିପିଡିଓ, ସମସ୍ତ ଯନ୍ତ୍ରୀ, ସମସ୍ତ ଅଙ୍ଗନୱାଡ଼ି ଓଏମବିକେ ଓ ସି ଆର ପି ଉପସ୍ଥିତ ଥିଲେ। ଉପସ୍ଥିତ ସମସ୍ତ ବିଭାଗୀୟ ଅଧିକାରୀ ନିଜସ୍ୱ ବିଭାଗର ଯୋଜନା ଓ କାର୍ଯ୍ୟକ୍ରମ ସମ୍ପର୍କରେ ଲୋକଙ୍କୁ ସଚେତନ କରିଥିଲେ। ଅଭିଯୋଗ ଶୁଣାଣିରେ ଗୋଷ୍ଠିଗତ ଭାବେ ପିଇବା ପାଣି ୨ ଟି ଗାଁ ରେ ଥିବା ବେଳେ ଗୋଟିଏ ଗାଁ ରେ ବିକାଶ ମୂଳକ କାମ ପାଇଁ ରହିଥିଲା। ବ୍ୟକ୍ତିଗତ ଭାବେ ପ୍ରଧାନମନ୍ତ୍ରୀ ଆବାସ ଗୃହ, ଚାଉଳ କାର୍ଡ ଉପରେ ଅଭିଯୋଗ ଶୁଣାଣିରେ ଆସିଥିଲା। ଏଥିସହ ଚଳିତ ବର୍ଷ ରୁ ନୂତନ ଭାବେ ପ୍ରଧାନମନ୍ତ୍ରୀ ଆବାସ ଗୃହ ସର୍ଭେ ଓ ୮୦ ବର୍ଷ ରୁ ଉର୍ଦ୍ଧ ବୟସ୍କ ଙ୍କୁ ୩୫୦୦ ଟଙ୍କା ଭତ୍ତା ଉପରେ ଲୋକଙ୍କୁ ସଚେତନ କରିଥିଲେ।

News Comment

You Might Also Like

BACK TO TOP