Breaking News

କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |    (22-Aug-2026)       ||      ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||     

ବନ୍ଧୁଙ୍ଗା ତହସିଲ ଅଫିସ କାର୍ଯ୍ୟଳୟା ବିପଦ ସଂକୁଳ ଅବସ୍ଥାରେ |

04-Feb-2025

ବିପଦ ସଙ୍କୁଳ ଅବସ୍ଥାରେ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ,

ଓଡିଶା  ଜନମତ  ବ୍ୟୁରୋ,

ବନ୍ଧୁଗାଁ ତା ୪/୨/୨୫:

କୋରାପୁଟ ଜିଲ୍ଲା ବନ୍ଧୁଗାଁ ତହସିଲ କାର୍ଯ୍ୟାଳୟର ସଦର ପଞ୍ଚାୟତରେ ଥିବା ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟ ବିପଦ ସଙ୍କୁଳ ଅବସ୍ଥାରେ ଥିବା ଦେଖିବାକୁ ମିଳିଛି। ଦୀପ ତଳ ଅନ୍ଧାର ପରି ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଭିତର ଛାତରୁ ସିମେଣ୍ଟ ଖସି ପଡ଼ୁଥିବା ବେଳେ ଭିତରେ ବସି ଲୋକଙ୍କ କାମ କରିବା ବିପଦ ରହିଛି। ଛାତରୁ ସିମେଣ୍ଟ ଖସି ଲୁହା ଦେଖାଯାଉଥିବା ବେଳେ କାନ୍ତ ଗୁଡିକ ଫାଟି ଯାଇଛି। ଏହି କାର୍ଯ୍ୟଳୟରେ ପଞ୍ଚାୟତ ଲୋକଙ୍କ ଅନେକ ଜମିଜମା ସଂପର୍କିତ ନଥିପତ୍ର ରହିଛି। ପ୍ରତିଦିନ ଲୋକେ କାର୍ଯ୍ୟାଳୟକୁ ଆସି ରାଜସ୍ୱ ନିରୀକ୍ଷକଙ୍କୁ ସାକ୍ଷାତ କରି ଫେରି ଯାଇଥାନ୍ତି। ଏହି କାର୍ଯ୍ୟଳୟ ଟି କେଉଁ ମୂହୁର୍ତ୍ତ ରେ କଣ ହେବ ଲୋକେ ଭୟରେ ରହୁଛନ୍ତି। ସ୍ଥାନୀୟ ରାଜସ୍ୱ ନିରୀକ୍ଷକ ଙ୍କୁ ସାକ୍ଷାତ କରି ଏହାର ମରାମତି କାହିଁକି କରାଯାଉ ନାହିଁ ପଚାରିବାରୁ ବର୍ତ୍ତମାନ କାମ ଚାଲିଛି କିନ୍ତୁ  ଠିକାଦାର  ଛାତ ଉପରେ ହିଁ କାମ କରାଯିବ ,ଛାତ ତଳେ କାମ କରାଯିବ ନାହିଁ ବୋଲି କହିଥିବା ଜଣାଇଛନ୍ତି। ଏଥିପାଇଁ ଜିଲ୍ଲା ଓ ସ୍ଥାନୀୟ ବ୍ଲକ ପ୍ରଶାସନ ତରଫରୁ କାର୍ଯ୍ୟାଳୟକୁ ଭାଙ୍ଗି ନୂତନ ଭାବେ ତିଆରି କରିବା ପାଇଁ ସ୍ଥାନୀୟ ବାସିନ୍ଦା ସରକାରଙ୍କୁ ଅନୁରୋଧ କରିଛନ୍ତି।

News Comment

You Might Also Like

BACK TO TOP