Breaking News

ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||     

ବୁଗୁଡ଼ା ଗୋଲା ମୁଣ୍ଡୁଳା ସ୍କୁଲ ରେ କ୍ଲଷ୍ଟର ସ୍ତରୀୟ, ନିପୁଣ ଓଡିଶା ମେଳା ଅନୁଷ୍ଠିତ |

06-Feb-2025

ଗୋଲାମୁଣ୍ଡୁଳା ସ୍କୁଲରେ କ୍ଲଷ୍ଟର ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ,

ଓଡିଶା ଜନମତ  ,ବୁଗୁଡ଼ା, ହର ପ୍ରସାଦ  ପାଢ଼ୀ, ତା ୦୬/୦୨/୨୫ :
ସ୍ଥାନୀୟ ଗୋଲାମୁଣ୍ଡୁଳା ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଏନ୍ଏସି ଅନ୍ତର୍ଗତ ବିଭିନ୍ନ ପ୍ରାଥମିକ ବିଦ୍ୟାଳୟର ୧ମ, ୨ୟ ଓ ୩ୟ ଶ୍ରେଣୀରେ ଅଧ୍ୟୟନରତ ଅନେକ ଛାତ୍ରଛାତ୍ରୀଙ୍କ ସମେତ ଅଭିଭାବକମାନେ ଉପସ୍ଥିତ ରହିଥିଲେ। ଏହି ମେଳାରେ ଗାଇଡ୍ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ତତ୍ତ୍ବାବଧାନରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ପ୍ରସ୍ତୁତ ବିଭିନ୍ନ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶିତ ହୋଇଥିଲା। ପ୍ରଧାନ ଶିକ୍ଷକ ସତ୍ଯ ନାରାୟଣ ବେହେରାଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ 
କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଏନ୍ଏସି ଉପାଧ୍ୟକ୍ଷା ଗିତାଞ୍ଜଳୀ ପାଢୀ , ମୁଖ୍ୟ ବକ୍ତା ଭାବେ ଏବିଇଓ ତପସ୍ବିନୀ ସାହୁ , ସମ୍ମାନିତ ଅତିଥି ଭାବେ ସିଆରସିସି ସୁନିତା ପାଣିଗ୍ରାହୀ, ପ୍ରାକ୍ତନ କାଉନସିଲର ସୁଧାଂଶୁ ଶେଖର ପାଢୀ, ଏସ୍ଏମସି ସଭାପତି କବିରାଜ ଗୌଡ, ଅବସରପ୍ରାପ୍ତା ପ୍ରଧାନ ଶିକ୍ଷୟିତ୍ରୀ ସଞ୍ଜୁକ୍ତା ଦଳେଇ, ସନ୍ତୋଷ କୁମାର ମହାରଣା ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ କରିଥିଲେ। ଏ ଅବସରରେ ଏହି ମେଳାରେ ଅଂଶ ଗ୍ରହଣ କରିଥିବା ବିଦ୍ୟାଳୟ ଗୁଡିକର ଗାଇଡ ଶିକ୍ଷକ/ଶିକ୍ଷୟିତ୍ରୀଙ୍କୁ ପ୍ରମାଣ ପତ୍ର ବଣ୍ଟନ ଏବଂ ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ପ୍ରଦାନ ସହ ପୁରସ୍କୃତ କରାଯାଇଥିଲା। ଏନ୍ଏସି କ୍ଲଷ୍ଟର ସିଆରସିସି କିରଣ ବାଳା ତ୍ରିପାଠୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ପରିଶେଷରେ ଶିକ୍ଷୟିତ୍ରୀ ମଧୁସ୍ମିତା ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP