Breaking News

କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||     

ଶ୍ରୀ ବଳଦେବ ସ୍ୱାମୀ ହେଣ୍ଡବଲ ଟୁନାମେଣ୍ଟ ଉଦ ଯାପିତ,

06-Feb-2025

ଶ୍ରୀ ବଳଦେବସ୍ବାମୀ ହ୍ଯାଣ୍ଡବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,

ଓଡିଶା ଜନମତ ,ବୁଗୁଡା, ହର ପ୍ରସାଦ ପାଢ଼ୀ, ତା ୦୬/୦୨/୨୫ : 
ସ୍ଥାନୀୟ ପ୍ରାଣୀଧନ ଚିକିତ୍ସାଳୟ ପରିସରରେ ଆୟୋଜିତ ଶ୍ରୀ ବଳଦେବସ୍ବାମୀ ହ୍ଯାଣ୍ଡବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି। ଉକ୍ତ ଦ୍ବିଦିବସୀୟ ଟୁର୍ଣ୍ଣାମେଣ୍ଟକୁ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଉଦଘାଟନ କରିଥିବା ବେଳେ ଏଥିରେ ୧୨ଟି ଦଳ ଅଂଶ ଗ୍ରହଣ କରିଥିଲେ। ଫାଇନାଲ୍ ମ୍ୟାଚରେ ବୁଗୁଡାର ମା ମଳିଝୋଳା ଦଳ କବିସୂର୍ଯ୍ୟନଗର ଦଳକୁ ୩-୨ ସେଟରେ ପରାସ୍ତ କରି ଚମ୍ପିଆନ୍ ହୋଇଥିଲା  ବେଳେ ଟିପନ୍ ନାୟକ ରେଫେରି ଏବଂ ମିଲନ ଗୌଡ, ପ୍ରଣବ ଦଳେଇ, ଦିପକ ସାହୁ ପ୍ରମୁଖ ଲାଇନ୍ସ ମ୍ଯାନ୍ ଦାୟିତ୍ବ ନିର୍ବାହ କରିଥିଲେ। 
ଉକ୍ତ ଟୁର୍ଣ୍ଣାମେଣ୍ଟର  ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ କେଦାର ନାଥ ମହାରଣା, ସମ୍ମାନିତ ଅତିଥି ଭାବେ କୃଷ୍ଣଚନ୍ଦ୍ର ମହାପାତ୍ର, ଯଜ୍ଞ ନାରାୟଣ ପାତ୍ର ଓ ପ୍ରକାଶ ମହାରଥା ପ୍ରମୁଖ ଯୋଗ ଦେଇ ବିଜେତା ବୁଗୁଡା ଦଳକୁ ଓ୍ବିନର ଟ୍ରଫି ଏବଂ ଉପବିଜେତା କବିସୂର୍ଯ୍ୟନଗର ଦଳକୁ ରନର୍ ଟ୍ରଫି ସହ ପୁରସ୍କାର ରାଶି ପ୍ରଦାନ କରିଥିଲେ। ଉକ୍ତ ଟୁର୍ଣ୍ଣାମେଣ୍ଟକୁ କାହ୍ନୁଚରଣ ମହାନ୍ତି, ରାମ ଡାକୁଆ, ଗୁଲସନ ସାହୁ, ମଳୟ ଦଳେଇ, ଦେବାଶିଷ ସାହୁ ଓ ସୁନିଲ୍ ସାହୁ ପ୍ରମୁଖ ପରିଚାଳନା କରିଥିଲେ।

News Comment

You Might Also Like

BACK TO TOP