Breaking News

ଆମେରିକା ଯିବାକୁ ତେଲେଙ୍ଗନା ମୁଖ୍ୟମନ୍ତ୍ରୀ ଙ୍କୁ କେନ୍ଦ୍ର ସରକାର ଙ୍କ ଠାରୁ ମିଳିଲାନି ଅନୁମତି |   (22-Aug-2026)       ||      ପୁଣି ଦ୍ୱତୀୟ ବିବାହ କଲେ ଜଣେ ଅଭିନେତା ||   (22-Aug-2026)       ||      ଜିରୋ ରନ ରେ କେବେବି ଆଉଟ ହୋଇ ନଥିବା ଜଣେ କ୍ରିକେଟିଏର |   (21-Aug-2026)       ||      କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |    (21-Aug-2026)       ||      ସାଧାରଣ ଲୋକଙ୍କ ପାଈଁ ନାହିଁ ଶ୍ମଶାନ କୁ ରାସ୍ତା , ଶବସଂସ୍କାର ପାଈଁ ହଟ ହଟା |   (21-Aug-2026)       ||      ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |    (21-Aug-2026)       ||      ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |   (21-Aug-2026)       ||      ବେଗୁନିଆପଡା ବ୍ଲକରେ ସାମାଜିକ ସୁରକ୍ଷା ଜନ ଶୁଣାଣୀ ଅନୁଷ୍ଠିତ |   (21-Aug-2026)       ||      ବସ ସହିତ ବୁଲେଟ ମୁହାଁମୁହିଁ ଧକ୍କାରେ ଯୁବକ ମୃତ |    (21-Aug-2026)       ||      ବ୍ରହ୍ମପୁର ରେ ତିନି ଦିନିଆ ରାଜ୍ୟ ସ୍ତରୀୟ ଲୋକନାଟକ ମହୋତ୍ସବ ଉଦଯାପିତ |    (21-Aug-2026)       ||      ଭଲ ପାଇ ଧୋକା ଦେଲା ପ୍ରେମିକ, ଥାନାରେ ମାମଲା ରୁଜୁ |    (21-Aug-2026)       ||      ହିଞ୍ଜିଳି କାଟୁ ବିଜ୍ଞାନ ମହା ବିଦ୍ୟାଳୟ କୁ ଏକକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଦେବାକୁ ଦାବି |    (21-Aug-2026)       ||      ବେଗୁନିଆପଡା ବ୍ଲକର 49 ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ |    (21-Aug-2026)       ||      ପୁରୁଷୋତ୍ତମପୁର ରେ ଉଦଯାପିତ ହେଲା ତିନିଦିନ ଧରି ଚାଲିଥିବା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ||   (21-Aug-2026)       ||      ବିଧାନ ସଭା ଗୃହ କମିଟି ଅଧକ୍ଷ ଓ ସଦସ୍ୟ ମାନେ ମା ତାରା ତାରିଣୀ ଙ୍କୁ ଦର୍ଶନ କଲେ ||   (21-Aug-2026)       ||      ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||     

ବାଇକ ଦୁର୍ଘଟଣା ରେ ଚାଳକ ଆହାତ ||

06-Feb-2025

ବାଇକ୍ ଦୁର୍ଘଟଣାରେ ଚାଳକ ଆହତ,

ଓଡିଶା ଜନମତ , ବୁଗୁଡ଼ା,  ହର ପ୍ରସାଦ, ତା ୦୬/୦୨/ :

ବୁଗୁଡ଼ା ବ୍ଲକ ଅନ୍ତର୍ଗତ ପଙ୍କଳସାହି ଗାଁ ନିକଟସ୍ଥ କେନାଲ ରାସ୍ତାରେ ବାଇକ୍ ଦୁର୍ଘଟଣାରେ ଚାଳକ ଜଣକ ଆହତ ହୋଇ ସ୍ଥାନୀୟ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଥିବା ଜଣାଯାଇଛି। ଆହତ ଜଣକ ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ଧଡାପଲ୍ଲୀ ଗ୍ରାମର ବାସୁଦେବ ପାତ୍ର (୫୦)। ପ୍ରକାଶ ଯେ, ଆଜି ସନ୍ଧ୍ୟାରେ ବାସୁଦେବ ଶଶୁର ଘର ତାକରଡା ଗ୍ରାମରୁ ସ୍ତ୍ରୀଙ୍କୁ ବାଇକରେ ବସାଇ ନିଜ ଗାଁକୁ ଫେରୁଥିଲେ। ତେବେ ଗାଁକୁ ପାଖ ବାଟ ହେବ ବୋଲି ସେ ପଙ୍କଳସାହି ନିକଟସ୍ଥ କେନାଲ ରାସ୍ତାରେ ଆସୁଥିବା ବେଳେ ରାସ୍ତା କାମ ଚାଲୁଥିବା ସ୍ଥାନରେ ଟିକେ ହଡବଡେଇ ଯାଇଥିଲେ ଏବଂ ଗାଡିରୁ ସ୍ତ୍ରୀ ଡେଇଁ ପଡିବା ପରେ ସେ ଭାରସାମ୍ଯ ହରାଇ ରାସ୍ତାକଡ ଖାଲ ଭିତରକୁ ଗାଡି ସହ ଖସି ପଡିଥିଲେ। ଆହତ ଅବସ୍ଥାରେ ତାଙ୍କୁ ସେଠାରୁ ଉଦ୍ଧାର କରାଯାଇ ୧୦୮ ଆମ୍ବୁଲାନ୍ସ ଯୋଗେ ବୁଗୁଡା ମେଡିକାଲକୁ ଅଣାଯାଇଥିଲା। ତାଙ୍କର ଅଣ୍ଟାରେ ଆଘାତ ଲାଗିଥିଲା ଯୋଗୁଁ ଚିକିତ୍ସା ଚାଲିଥିବା ଜଣାଯାଇଛି।

News Comment

You Might Also Like

BACK TO TOP