Breaking News

କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||     

ଖଲ୍ଲିକୋଟ ବିଧାୟକ ଙ୍କ ଦ୍ୱାରା କରଞ୍ଜରା ଜଳ ସେଚନପ୍ରକଳ୍ପ ରାସ୍ତାର ଉର୍ନ୍ନତି କରଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ ||

08-Feb-2025

ବିଧାୟକ ଙ୍କ ଦ୍ୱାରା  କରଞ୍ଜରା ଜଳସେଚନ ପ୍ରକଳ୍ପ ରାସ୍ତା ର ଉନ୍ନତିକରଣ ଭିତ୍ତିପ୍ରସ୍ଥର ସ୍ଥାପନ | 
********************
ଓଡିଶା ଜନମତ, ଖଲ୍ଲିକୋଟ, ମାଧବ ବେହେରା ,8/2/25: 
ଶନିବାର ଦିନ ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଦାନପୁର ପଂଚାୟତ ର କରଂଜରା ଗ୍ରାମ ନିକଟରେ ଥିବା ଖୁଦ୍ର ଜଳ ସେଚନ ପ୍ରକଳ୍ପ କୁ ସଂଯୋଗ କରୁଥିବା ରାସ୍ତା ର ଉନ୍ନତି କରଣ  କାର୍ଯ୍ୟ କୁ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ ଭିତ୍ତିପ୍ରସ୍ତର କରିଥିଲେ |ଜଳ ସମ୍ପଦ ବଭାଗ ଅଧିନସ୍ତ ଖୁଦ୍ର ଜଳସେଚନ  ବିଭାଗ ଦ୍ୱାରା ଏହି କାର୍ଯ୍ୟ ର ନିର୍ମାଣ କାର୍ଯ୍ୟ ପାଇଁ 70 ଲକ୍ଷ୍ୟ ଟଙ୍କା ମଂଜୁର କରାଯାଇଛି |ଉକ୍ତ ଭିତ୍ତପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ରେ ଦାନପୁର ପଂଚାୟତ ର ପୂର୍ବତନ ସରପଞ୍ଚ ମନୋଜ କୁମାର ପ୍ରଧାନ, ଯୁବ ବିଜେପି ନେତା ନିରଞ୍ଜନ ନାୟକ ଓ ଖଲ୍ଲିକୋଟ ବ୍ଲକ ସମିତି ଅଧକ୍ଷ ପ୍ରତିନିଧି ଅରୁଣ କୁମାର ଖୁଣ୍ଟିଆ ଓ ଖୁଦ୍ର ଜଳସେଚନ ବିଭାଗ ସହ ନିର୍ବାହୀ ଯନ୍ତ୍ରୀ ନାରାୟଣ ପ୍ରଧାନ ଓ ସହକାରୀ ଯନ୍ତ୍ରୀ ଗଙ୍ଗାଧର ଟୁଡୁ ଙ୍କ ସମେତ ଗ୍ରାମର ବହୁ କୃଷକ ଓ ଯୁବକ ଏହି କାର୍ଯ୍ୟକ୍ରମ ରେ ସାମିଲ ହୋଇ ବିଧାୟକ ଙ୍କୁ ଭିତତପ୍ରସ୍ଥର ସ୍ଥାନ କୁ ପାଛୋଟି ନେଇଥିଲେ |ଏହି ରାସ୍ତା ନିର୍ମାଣ ହେଲେ ଗ୍ରାମର ଜଳ ବ୍ୟବହାରୀଙ୍କ ପାଇଁ ଉପଯୋଗୀ ହେବ ବୋଲି ଜଣା ପଡିଛି |

News Comment

You Might Also Like

BACK TO TOP