Breaking News

କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||     

ଖଲ୍ଲିକୋଟ ରାମଚନ୍ଦ୍ର ମାର୍ଦରାଜ ଉଚ୍ଚ ବିଦ୍ୟାଳୟ ରେ 108 ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |

08-Feb-2025

ଶ୍ରୀ ରାମ ଚନ୍ଦ୍ର ମର୍ଦରାଜ ଉଚ୍ଚ ବିଦ୍ୟାଳୟ ରେ 108 ତମ ବାର୍ଷିକ ଉଛବ ଓ ପୁରାତନ ଛାତ୍ର ମାନଙ୍କୁ ସମ୍ବର୍ଦ୍ଧନା |
******************************
ଓଡିଶା ଜନମତ, ଖଲ୍ଲିକୋଟ,  ମାଧବ ବେହେରା, :8/2,25:

ଶୁକ୍ରବାର ଦିନ ଖଲ୍ଲିକୋଟ ସହର ର କେନ୍ଦ୍ର ରେ ଥିବା ସାତାୟୁ  ଓ ଐତିହ୍ୟ  ଶ୍ରୀ ମର୍ଦରାଜ ଉଚ୍ଚ ବିଦ୍ୟାଳୟ ର 108 ତମ ବାର୍ଷିକ ଉଛବ ଓ ପୁରାତନ ଛାତ୍ର ମାନଙ୍କ ସମ୍ବର୍ଦ୍ଧନା ମହାସମାରୋହ ରେ ଅନୁଷ୍ଠିତ ହୋଇ ଯାଇଛି |ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀମତୀ ଗୋମତୀ ପ୍ରଧାନ ଙ୍କ ଅଧକ୍ଷତା ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ ବିଦ୍ୟାଳୟ ର ଗାରିମାମୟ ଇତିହାସ ଓ ଆନ୍ତର୍ଜାତିକ ଓ ଜାତୀୟ ସ୍ତରରେ କୃତିତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀ ମାନଙ୍କ ସମ୍ପର୍କ ରେ ଆଲୋକପାତ କରିଥିଲେ |ମୁଖ୍ୟବକ୍ତା ଭାବେ ଯୋଗ ଦେଇ ସଂସ୍କୃତ ବିଶ୍ୱବିଦ୍ୟାଳୟ ର ଅବସରପ୍ରାପ୍ତ ପ୍ରାଧ୍ୟାପକ ଦୁଃଖୀ ଶ୍ୟାମ ପଟ୍ଟନାୟକ ଯୋଗ ଦେଇ ପିଲାମାନଙ୍କୁ ପାଠ ପଢା ରେ ମନୋନିବେଶ କରିବାକୁ ପରାମର୍ଶ ଦେବା ସହ ବିଦ୍ୟାଳୟ ର ବାଲ୍ୟ ସ୍ମୃତି ବଖାଣିଥିଲେ | ସମ୍ମାନିତ ଅତିଥି ଭାବେ ରେଭେନ୍ସା କଲେଜ ର ଅବସର ପ୍ରାପ୍ତ ଅଧକ୍ଷ ଡ଼ଃ ଗିରିଜା ପ୍ରସାଦ ଆଚାର୍ଯ୍ୟ, ବିଦୁ ଭୂଷଣ ସାମନ୍ତ, ଗୋଷ୍ଟି ଶିକ୍ଷା ଅଧିକାରୀ ସଦ୍ୟସ୍ନାନ ପଣ୍ଡା ଓ ଗୋପପୁର ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରକାଶ ଚନ୍ଦ୍ର ବେହେରା ପ୍ରମୁଖ ଯୋଗ ଦେଇ ଛାତ୍ର ଛାତ୍ରୀ ମାନେ ଶିକ୍ଷା କୁ ଜୀବନ ର ସତ୍ୟ ଓ ବ୍ରତ ଭାବେ ଗ୍ରହଣ କରିବାକୁ ପରାମର୍ଶ ପ୍ରଦାନ କରିଥିଲେ |ଏ ଅବସର ରେ ପୁରାତନ ଛାତ୍ର ଅଭିରାମ ମହାପାତ୍ର, ପ୍ରମୋଦ  ପଟ୍ଟନାୟକ, ବିପିନ ବିହାରୀ ସାମନ୍ତ, ସିମାଞ୍ଚଳ ପଟ୍ଟନାୟକ ପୂର୍ଣ୍ଣ ଚନ୍ଦ୍ର ରଥ ଓ ମାଧବ ବେହେରା ପ୍ରମୁଖ ଙ୍କୁ ଉପଢୌକନ ଦେଇ ସମ୍ମାନିତ କରିଥିଲେ |ଶେଷରେ ଅତିଥି ମାନଙ୍କ ଦ୍ୱାରା କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ବିତରଣ କରିଥିଲେ |

News Comment

You Might Also Like

BACK TO TOP