Breaking News

କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||     

ବାଇକ ରୁ ଖସି ମହିଳା ଗୁରୁତର,

08-Feb-2025

ବାଇକରୁ ଖସି ମହିଳା ଗୁରୁତର,

ଓଡିଶା ଜନମତ,  ବୁଗୁଡା, ହର ପ୍ରସାଦ ପାଢ଼ୀ, ତା ୦୮/୦୨/୨୫ :

ବୁଗୁଡ଼ା-ବିରଞ୍ଚିପୁର ମୁଖ୍ୟରାସ୍ତାରେ ଥିବା ଏକ ହମ୍ପଠାରେ ବାଇକରୁ ଖସି ଜନୈକା ମହିଳା ଗୁରୁତର ହୋଇଥିବା ଜଣାଯାଇଛି। ଗୁରୁତର ମହିଳା ଜଣକ ହେଲେ ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ କୁମ୍ପାପଡା ଗ୍ରାମର ଜଗବନ୍ଧୁ ନାୟଙ୍କ ସ୍ତ୍ରୀ ବନିତା ନାୟକ(୨୬) । ପ୍ରକାଶ ଯେ, ଆଜି ସନ୍ଧ୍ୟାରେ ଜଗବନ୍ଧୁ ବାଇକରେ ସ୍ତ୍ରୀ ଓ ଏକ ଛୋଟ ପୁଅକୁ ଧରି କୁମ୍ପାପଡା ଗ୍ରାମରୁ ବୁଗୁଡ଼ାକୁ ଆସୁଥିଲା ବେଳେ ବିରଞ୍ଚିପୁର ଛକ ନିକଟ ରାସ୍ତାରେ ଥିବା ଏକ ହମ୍ପଠାରେ ମହିଳା ଜଣକ ବାଇକରୁ ଖସି ପଡି ଆହତ ହୋଇଥିଲେ। ତାଙ୍କୁ ସେଠାରୁ ଉଦ୍ଧାର କରି ବୁଗୁଡା ମେଡିକାଲକୁ ଅଣାଯାଇଥିଲା। ତାଙ୍କର ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା ଏବଂ ସେ ବାରମ୍ବାର ବାନ୍ତି କରୁଥିଲେ। ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଅନ୍ଯତ୍ର ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ପ୍ରକାଶ ଯୋଗ୍ୟ ଯେ, ନିର୍ବାଚନ ସମୟରେ ଯାନବାହାନ ଯାଞ୍ଚରେ ସୁବିଧା ପାଇଁ ରାଜରାସ୍ତାରେ ତିଆରି ହୋଇଥିବା ଏହି ହମ୍ପ ଯୋଗୁଁ ଅନେକ ଦୁର୍ଘଟଣା ଘଟୁଥିବାରୁ ସେହି ହମ୍ପକୁ ତୁରନ୍ତ ଉଚ୍ଛେଦ କରିବା ନେଇ ସାଧାରଣରେ ଦାବି ହେଉଛି।

News Comment

You Might Also Like

BACK TO TOP