Breaking News

ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||     

ଶିକ୍ଷକ ଙ୍କ ବଦଳି ପ୍ରତ୍ୟାହାର ଦାବିରେ ସ୍କୁଲ ଗେଟ ରେ ତାଲା ପକେଇଲେ ଛାତ୍ର, ଛାତ୍ରୀ, ଅଭିଭାବକ |

08-Feb-2025

ଶିକ୍ଷକଙ୍କ ବଦଳି ପ୍ରତ୍ୟାହାର ଦାବିରେ ସ୍କୁଲ ଗେଟରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ, 
ଓଡିଶା ଜନମତ, ଗଞ୍ଜାମ, ବଟ କୃଷ୍ଣ ରାଉଳ, ତା --08/02/25:

ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଖଟୁଆକୁଦା ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଦିବ୍ୟସିଂହ ପଲାଇଙ୍କ ବଦଳି ହୋଇଯାଇଛି l ଯାହାକୁ ନେଇ ଛତ୍ରୀଛାତ୍ର ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ଦେଖା ଦେବା ସହ ଶନିବାର ସ୍କୁଲ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଥିଲେ l ଶିକ୍ଷକଙ୍କ ବଦଳି ବାତିଲ କରିବାକୁ ସ୍ଲୋଗାନ ଦେଇଥିଲେ l ଫଳରେ ଶିକ୍ଷକ ମାନେ ଦୀର୍ଘ ସମୟ ପର୍ଯ୍ୟନ୍ତ ବାହାରେ ଠିଆ ହୋଇଥିବା ଦେଖିବାକୁ ମିଳିଥିଲା l ଏଠାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଶ୍ରେଣୀ ଗୃହ ଥିବା ବେଳେ ତିନିଜଣ ଶିକ୍ଷକ ନିଯୁକ୍ତି ଥିଲେ l ସ୍କୁଲ ପରିଚାଳନା କମିଟି ପକ୍ଷରୁ ବାରମ୍ବାର ଦାବି ପରେ ଗତ କିଛି ମାସ ତଳେ ଜଣେ ଶିକ୍ଷକଙ୍କୁ ଏଠାରେ ନିଯୁକ୍ତ କରିଥିଲେ ବ୍ଲକ ଶିକ୍ଷା ବିଭାଗ l  ଗଣିତ ଏବଂ ବିଜ୍ଞାନ ଭଳି ଗୁରୁତ୍ୱ ପୂର୍ଣ୍ଣ ବିଭାଗୀୟ ଶିକ୍ଷକଙ୍କୁ ବଦଳି କରିଲେ ପିଲାମାନେ କିଭଳି ଶିକ୍ଷା ଲାଭ କରିବେ ବୋଲି ପରିଚାଳନା କମିଟି ସଭାପତି ଶବର କୁମାର ତରାଇ ପ୍ରଶ୍ନ କରିଛନ୍ତି l   ଯଦି ଶିକ୍ଷକଙ୍କ ବଦଳି ପ୍ରତ୍ୟାହାର କରାନଗଲେ ଆଗାମୀ ଦିନରେ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ସ୍କୁଲ ପରିଚାଳନା କମିଟି ପକ୍ଷରୁ ବୃନ୍ଦାବନ ପ୍ରଧାନ,ଧନୁ ସାହୁ,ଅଜୁ ପ୍ରଧାନ, ବିଷ୍ଣୁ ସାହୁ, ଲିଟନ ପ୍ରଧାନ, ପିଣ୍ଟୁସାହୁ ,ବିଭୁ ତାରାଇ, ବାବୁଲା ସାହୁ, ଟୁକୁନା ସାହୁ, ରମେଶ ସାହୁ ସମେତ ଗ୍ରାମବାସୀ ଉପସ୍ଥିତ ରହିଥିଲେ  l

News Comment

You Might Also Like

BACK TO TOP