Breaking News

ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||     

ଗାଈ ଧକ୍କା ରେ ଶିକ୍ଷୟତ୍ରୀ ଗୁରୁବାର ବ୍ରହ୍ମପୁର ମେଡିକାଲ ରେ ଭର୍ତ୍ତୀ |

08-Feb-2025

ଗାଈ ଧକ୍କାରେ ଶିକ୍ଷୟିତ୍ରୀ ଗୁରୁତର,

ଓଡିଶା ଜନମତ , ବୁଗୁଡା,  ହର ପ୍ରସାଦ ପାଢ଼ୀ, ତା ୦୮/୦୨/୨୫ : 
ବାଇକରେ ବସି ଆସୁଥିବା କେନ୍ଦୁବାଡି ହାଇସ୍କୁଲର ସଂସ୍କୃତ ଶିକ୍ଷୟିତ୍ରୀ ରିତା ପ୍ରଧାନ (୨୭) ଗାଈ ଧକ୍କାରେ ଗୁରୁତର ହୋଇ ବ୍ରହ୍ମପୁରକୁ ସ୍ଥାନାନ୍ତର ହୋଇଥିବା ଜଣାଯାଇଛି। ପ୍ରକାଶ ଯେ, ଆଜି ମଧ୍ଯାହ୍ନରେ ଶିକ୍ଷୟିତ୍ରୀ ଜଣକ ଅନ୍ୟ ଜଣେ ଶିକ୍ଷକଙ୍କ ବାଇକରେ ବସି ସ୍କୁଲରୁ ଫେରୁଥିବା ବେଳେ ବୁଗୁଡା ଉପକଣ୍ଠସ୍ଥ ହୋଣ୍ଡା ସୋରୁମ ସମ୍ମୁଖସ୍ଥ ମୁଖ୍ୟରାସ୍ତାରେ ଏକ ଗାଈ ଦୌଡି ଆସି ଶିକ୍ଷୟିତ୍ରୀ ଜଣଙ୍କୁ ଧକ୍କା ଦେବାରୁ ସେ ଗାଡିରୁ ଖସି ପଡି ଆହତ ହୋଇଥିଲେ। ଅନ୍ୟପକ୍ଷରେ ଭାରସାମ୍ଯ ହରାଇ ଗାଡିଟି ଆଗକୁ କିଛି ବାଟ ଯାଇ ପଡିଯାଇଥିଲେ ହେଁ ଶିକ୍ଷକ ଜଣଙ୍କୁ କୌଣସି ଆଘାତ ଲାଗିନଥିଲା। ଦୁର୍ଘଟଣାରେ ଆହତ ଶିକ୍ଷୟତ୍ରୀଙ୍କୁ ଆଖପାଖରେ ଥିବା କିଛି ଲୋକ ସେଠାରୁ ଉଦ୍ଧାର କରି ବୁଗୁଡା ମେଡିକାଲକୁ ପଠାଇଥିଲେ । ଦୁର୍ଘଟଣାରେ ତାଙ୍କର ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା ଏବଂ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁରକୁ ସ୍ଥାନାନ୍ତର କରାଯାଇଥିଲା ।

News Comment

You Might Also Like

BACK TO TOP