Breaking News

ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||     

ବୁଗୁଡ଼ା ଏନଏସିର ରାସ୍ତା ରେ ଗର୍ତ୍ତ, ବଢ଼ୁଛି ଦୁର୍ଘଟଣା,, ଏନଏସି କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଦାବି |

08-Feb-2025

ଏନ୍ଏସି ରାସ୍ତାର ମଝିରେ ଗର୍ତ୍ତ , 
(ଘଟୁଛି ଦୁର୍ଘଟଣା , ପ୍ରତିକାର ଦାବି  |

ଓଡିଶା ଜନମତ, ବୁଗୁଡ଼ା, ହର ପ୍ରସାଦ ପାଢ଼ୀ, ତା  ୦୮/୦୨/୨୫ : 
 ସ୍ଥାନୀୟ ମଦନ ମୋହନ ଛକରୁ ବଡଦାଣ୍ଡକୁ ଯିବା ବାଟରେ ମିଲ୍ ସମ୍ମୁଖରେ କଙ୍କ୍ରିଟ୍ ପ୍ଲେଟ୍ ଭାଙ୍ଗି ଯାଇଥିବା ଫଳରେ ରାସ୍ତା ମଝିରେ ଏକ ଗର୍ତ୍ତ ସୃଷ୍ଟି ହୋଇ ଦୁର୍ଘଟଣାର କାରଣ ପାଲଟିଛି  । ଏଠାକାର ଏନ୍ଏସି ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଥିବା ଏହି ବିପଦଜ୍ଜନକ ଗର୍ତ୍ତ ଯୋଗୁଁ ଲୋକେ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି । ସାମାନ୍ୟ ଅସାବଧାନତା ହେଲେ ସାଇକେଲ ଓ ବାଇକ୍ ଆରୋହୀ ଏହି କଣାରେ ପଡି ଦୁର୍ଘଟଣାର ଶିକାର ହେଉଛନ୍ତି  । ରାତ୍ରୀକାଳରେ ବିଦ୍ଯୁତ୍ କାଟ ସମୟରେ ପଥଚାରୀଙ୍କ ଗୋଡ  ସେହି କଣା ମଧ୍ୟରେ ଗଳି ପଡୁଥିବାରୁ ଆହତ ହେଉଛନ୍ତି । ଗତକାଲି ରାତିରେ ସେହି କଣାରେ ଏକ ଗାଈର ଗୋଡ ପଶିଯାଇ ଆହତ ହୋଇଥିବା ବେଳେ ସ୍କୁଟିରେ ଆସୁଥିବା ଏକ ଦମ୍ପତ୍ତି ସେହି କଣା ଯୋଗୁଁ ଦୁର୍ଘଟଣାର ଶିକାର ହୋଇ ଖଣ୍ଡିଆ ଖାବରା ହୋଇଥିଲେ । ଅନ୍ୟପକ୍ଷରେ ଆଜି ସ୍ଥାନୀୟ ଲୋକେ ଦୁର୍ଘଟଣାକୁ ଏଡାଇବା ପାଇଁ ସେହି ଗର୍ତ୍ତରେ ବାଡି ପୋତି ଲୋକଙ୍କୁ ସତର୍କ କରାଇବାକୁ ଉଦ୍ଯମ କରିଥିଲେ। ତେବେ ବସ୍ ଚଳାଚଳରେ ଅସୁବିଧା ହେବାରୁ ତାହାକୁ ବାହାର କରିବାକୁ ବାଧ୍ୟ ହୋଇଥିଲେ। ଫଳରେ ପୁଣି ଦୁର୍ଘଟଣା ଘଟିବାର ସମ୍ଭାବନା ସୃଷ୍ଟି ହୋଇଛି। ତେଣୁ ରାସ୍ତା ମଧ୍ୟସ୍ଥ ସେହି ବିପଦପୂର୍ଣ୍ଣ ଗର୍ତ୍ତ ପ୍ରତି ପ୍ରତିକାର ବ୍ଯବସ୍ଥା କରିବାକୁ ଏନ୍ଏସି ପ୍ରଶାସନ ନିକଟରେ ଜନସାଧାରଣଙ୍କ ପକ୍ଷରୁ ଦୃଢ ଦାବି ହେଉଛି ।

News Comment

You Might Also Like

BACK TO TOP