Breaking News

ବିଭିନ୍ନ ଅସୁବିଧା ନେଇ ବିଡ଼ିଓ ଙ୍କୁ ଦାବିପତ୍ର ଦେଲେ ମଠ ବରିଡା ଗ୍ରାମବାସୀ |   (20-Aug-2026)       ||      ବିଭିନ୍ନ ସମସ୍ୟା ନେଇ କୃଷକ ସଂଘର ଜିଲ୍ଲା ପାଳ ଙ୍କୁ ଦାବିପତ୍ର |    (20-Aug-2026)       ||      ସୁନା ଲୁଟ କରିବାକୁ ଆସି ଭୁଜାଲିରେ ପରିବାର ଙ୍କୁ ଆକ୍ରମଣ |    (20-Aug-2026)       ||      ବଟି ମାଗିବାକୁ ନେଇ ବିଜେପି ନାରୀ ନେତ୍ରୀଙ୍କ ବିରୁଦ୍ଧରେ ଥାନା ରେ ଅଭିଯୋଗ |   (20-Aug-2026)       ||      ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ରୁ ବଞ୍ଚିତ ହୋଇ ପାଲଥିନ ତଳେ ଜୀବନ ବିତାଉଛନ୍ତି |    (20-Aug-2026)       ||      ଦାରା ସିଂହ ଙ୍କ କେଶ ରେ ସରକାର ଙ୍କ ଉପରେ ବର୍ଷିଲେ ସୁପ୍ରିମ କୋର୍ଟ ||   (20-Aug-2026)       ||      ଦାରା ସିଂହ ଙ୍କ ଶୁଣାଣୀ ଉପରେ ସରକାର ଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମ କୋର୍ଟ |    (20-Aug-2026)       ||      କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||     

ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ର ବାର୍ଷିକ ଉତ୍ସବ ଅନୁଷ୍ଠିତ ||

10-Feb-2025

ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ବାର୍ଷିକୋତ୍ସବ,

ଓଡିଶା ଜନମତ, ବୁଗୁଡା, ହର ପ୍ରସାଦ ପାଢ଼ୀ, ତା ୧୦/୦୨/୨୫ : 
ସ୍ଥାନୀୟ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ୩୬ତମ ବାର୍ଷିକ ଉତ୍ସବ ସ୍ବପରିସରରେ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାକେନ୍ଦ୍ର ସଭାପତି ୟୁ .ପୂର୍ଣ୍ଣଚନ୍ଦ୍ର ପାତ୍ରଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପ୍ରାକ୍ତନ ଅଧ୍ଯକ୍ଷ ପ୍ରଫୁଲ ଚନ୍ଦ୍ର ପାଢୀ , ମୁଖ୍ୟ ବକ୍ତା ଭାବେ ମାତୃପ୍ରେମୀ ରତ୍ନ ମଞ୍ଜରୀ ପାଢୀ , ସମ୍ମାନିତ ଅତିଥି ଭାବେ ଶିକ୍ଷକ ସୁବାସ ଚନ୍ଦ୍ର ସାହୁ ଓ ମାତୃପ୍ରେମୀ କିର୍ତ୍ତନ ପ୍ରଧାନ ପ୍ରମୁଖ ଯୋଗ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ। ଏ ଅବସରରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଏଥି ସହ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।ଏହି କାର୍ଯ୍ୟକ୍ରମରେ ଶିକ୍ଷାକେନ୍ଦ୍ର ଅଧ୍ଯକ୍ଷ ହରିହର ମହାରଣା ବାର୍ଷିକ ବିବରଣୀ ପଠନ, ଶିକ୍ଷକ ବାଲ୍ମିକୀ ପାଣି ଅତିଥି ପରିଚୟ ପ୍ରଦାନ ଏବଂ ପରିଶେଷରେ ଶିକ୍ଷକ ପ୍ରଶାନ୍ତ କୁମାର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ ଉତ୍ସବ ପରିଚାଳନାରେ ଶିକ୍ଷାକେନ୍ଦ୍ରର ସମସ୍ତ ଅପାଭାଇ ସକ୍ରିୟ ସହଯୋଗ କରିଥିଲେ।

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP