Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ନିଲାବାଡ଼ି ମାଆ ଅଗ୍ନିଗଙ୍ଗାମା ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ |

11-Feb-2025

ନିଲାବାଡି ମାଆ ଅଗ୍ନିଗଙ୍ଗାମା ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ,

                ଓଡିଶା ଜନମତ ବ୍ୟୁରୋ,,

ବନ୍ଧୁଗାଁ ତା ୧୧/୨/୨୫ କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ ନିଲାବାଡି ପଞ୍ଚାୟତ ସଦରରେ ପ୍ରତି ବର୍ଷ ପରି ଚଳିତ ବର୍ଷ  ଶ୍ରୀ ଶ୍ରୀ ଶ୍ରୀ ମାଆ ଅଗ୍ନି ଗଙ୍ଗାମା ଅଧିଷ୍ଠାତ୍ରୀ ଦେବୀଙ୍କ ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଯାତ୍ରାରେ ଆନ୍ଧ୍ରପ୍ରଦେଶ ଏଵଂ ଓଡ଼ିଶାରୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ। ଏଥିପାଇଁ ଆଜି ସ୍ଥାନୀୟ ପୂଜା କମିଟି ଓ କିଛି ବୁଦ୍ଧି ଜିବିଙ୍କ ଉପସ୍ଥିତିରେ ସ୍ଥାନୀୟ ତହସିଲଦାର ଶ୍ରୀମତୀ ସୋନାଲି ପାତ୍ର, ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ବାଘ ଉପସ୍ଥିତିରେ ଏକ ପ୍ରସ୍ତୁତି ବୈଠକ ହୋଇଯାଇଛି। ପୂଜା କମିଟି ଙ୍କ ଠାରୁ ପ୍ରାପ୍ତ ସୁଚନା ଅନୁଯାଇ ତହସିଲଦାର ଅତି ଶୀଘ୍ର ସ୍ଥାନୀୟ ସରକାରୀ ବିଭାଗ ଅଧିକାରୀ ଓ ସମସ୍ତ ବୁଦ୍ଧିଜୀବି ଙ୍କୁ ନିମନ୍ତ୍ରଣ କରି  ଯାତ୍ରା ପାଇଁ ବୈଠକ କରାଯିବ।ପୂଜା କମିଟି ସଭାପତି ବି ସତ୍ୟମ ନାଇଡୁ, ସମ୍ପାଦକ ଜି ରବି ଶଙ୍କର, ଉପ ସଭାପତି ଜନାର୍ଦ୍ଦନ ସାହୁକାର, ଆଡିଟର କିଶୋର ପଟ୍ଟନାୟକ, ଉପଦେଷ୍ଟା ଦୂର୍ଯ୍ୟ ନାଗ, ସବାନ ପିଡ଼ିକା ,ସରପଞ୍ଚ ୱାଟକା ଜଗାନା ଓ କମିଟି ସଦସ୍ୟ ଜିଆନା ମେଲେକା ଓ ୬୦ ରୁ ଉର୍ଦ୍ଧ ଗ୍ରାମବାସୀ ଉପସ୍ଥିତ ରହି ଥିଲେ। ପୂଜା କମିଟିଙ୍କ ବୟାନ ଅନୁସାରେ  ମାଆ ଅଗ୍ନି ଗଙ୍ଗାମା ଙ୍କ ଯାତ୍ରା ପାଞ୍ଜି ପ୍ରକାରେ ମାର୍ଚ୍ଚ ମାସ ୩ ତାରିଖରେ ଶୁଭ ଡକା ଯିବ,୧୦ ତାରିଖ ଦିନ ମାଆ ଆସିବେ,୧୬,୧୭,୧୮ ତାରିଖ ଦିନ ମୁଖ୍ୟ ଯାତ୍ରା ହେବା ସହ ୧୯ ତାରିଖ ଦିନ ମାଆ ଙ୍କ ବିସର୍ଜନ କରାଯିବ।

News Comment

You Might Also Like

BACK TO TOP