Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

କ୍ଲଷ୍ଟର ସ୍ତରୀୟ ନିପୁଣ ମେଳା ଅନୁଷ୍ଠିତ |

12-Feb-2025

 କ୍ଲଷ୍ଟର ସ୍ତରୀୟ ନିପୁଣ ଓଡ଼ିଶା ମେଳା,

           ଓଡିଶା ଜନମତ ବ୍ୟୁରୋ,

ବନ୍ଧୁଗାଁ ତା ୧୨/୨/୨୫ କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ କାନାଗାଁ ପଞ୍ଚାୟତ ସଦର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ କାନାଗାଁ କ୍ଲଷ୍ଟର୍ ସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ ହୋଇଯାଇଛି। ଆଞ୍ଚଳିକ ସାଧନ କର୍ମୀ ସଞ୍ଜୟ କୁମାର ସିଂ ଙ୍କ ତତ୍ତ୍ଵାବଧାନ ଓ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ଭାସ୍କର ୱାଟାକା ଯୋଗଦେଇ ଆନୁଷ୍ଠାନିକ ଭାବେ ବିଦ୍ୟାଦାତା ଶ୍ରୀ ଗଣେଷ ଙ୍କ ନିକଟରେ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ପ୍ରଧାନ ଶିକ୍ଷକ ତାରକା ରାମ ଡୁକା, ପୂର୍ବତନ ପ୍ରଧାନ ଶିକ୍ଷକ ଗୋବର୍ଦ୍ଧନ ସାହୁ ଓ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ମାଳତୀ ୱାଟାକା ପ୍ରମୁଖ ଉପସ୍ଥିତ ରହି ନିପୁଣ ଓଡ଼ିଶା ମେଳା ର ଉଦେଶ୍ୟ ଓ ମହତ୍ତ୍ୱ ସମ୍ପର୍କରେ ସୁଚନା ପ୍ରଦାନ କରି ଥିଲେ। ଏହି ନିପୁଣ ଓଡ଼ିଶା ମେଳାରେ ଉପସ୍ଥିତ ଛାତ୍ରଛାତ୍ରୀ,ଶିକ୍ଷକ ,ଶିକ୍ଷୟତ୍ରୀ ଓ ଅବିଭାବକ ମିଳିତ ଭାବେ ଶପଥ ପାଠ କରାଯିବା ସହ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସୁନ୍ଦର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହା ପରେ ମେଳାରେ ମୌଳିକ ସାକ୍ଷରତା, ମୌଳିକ ସଂଖ୍ୟା ଜ୍ଞାନ, ସ୍ୱଜନଶିଳତା ଭଳି ଷ୍ଟଲ ଗୁଡ଼ିକରେ ଛାତ୍ରଛାତ୍ରୀ ୧୬୦ରୁ ଉର୍ଦ୍ଧ ଶିକ୍ଷଣୀୟ କାରୁକାର୍ଯ୍ୟ ଗୁଡିକ ପ୍ରଦର୍ଶନ କରା ଯାଇଥିଲା। ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ର ଶିକ୍ଷକ ଜୟନ୍ତ ବାରିକ ମଞ୍ଚ ପରିଚାଳନା କରିଥିବା ବେଳେ ସୁରଭୀ ସପ୍ନା ହିଆଲ୍, କାତୁଲପେଟା ଉଚ୍ଚ ବିଦ୍ୟାଳୟ ର ଶିକ୍ଷକ ବିଷ୍ଣୁ ପ୍ରସାଦ ଦ୍ବିବେଦୀ , କ୍ଲୁଷ୍ଟର ରେ ଥିବା ୧୨ ଟି ସ୍କୁଲର ଗାଇଡ ଶିକ୍ଷକ ଓ ଏଫଏଲଏନ ମାନେ ମେଳା ରେ ସହଯୋଗ କରି ଥିଲେ।

News Comment

You Might Also Like

BACK TO TOP