Breaking News

କରେଣ୍ଟ ଲଗାଇ ହାତୀ ମାରିବା ଘଟଣା ରେ ଅଭିଯୁକ୍ତ ଗିରିଫ |   (20-Aug-2026)       ||      ହାତୀ ଦାନ୍ତ ଜବତ ସହ ଚାରି ଅଭିଯୁକ୍ତ ଗିରଫ |    (20-Aug-2026)       ||      ଅନ୍ତର୍ଜାତୀୟ ଜୁଡେ ଏବଂ ମାର୍ଶାଲ ସ୍ଵର୍ଣ ପଦକ ବିଜେତା ଏବେ ଦିନ ମଜୁରିଆ |    (20-Aug-2026)       ||      ସୃଜନ ସାହିତ୍ୟ ସଂସ୍କୃତି ସଂସଦ ର ଷଷ୍ଟ ବାର୍ଷିକ ଉତ୍ସବ ଅବସର ରେ ସାରସ୍ୱତ ସମ୍ମାନ ସମାରୋହ ଆୟୋଜିତ |   (20-Aug-2026)       ||      ଗଞ୍ଜାମ ଜିଲ୍ଲା ଶାଖା ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ପ୍ରଥମ କାର୍ଯ୍ୟ କାରିଣୀ ବୈଠକ |   (20-Aug-2026)       ||      ଏୟାର ଇଣ୍ଡିଆର ଦୁଇ ପାଇଲେଟ ଡ୍ରଗ ଟେଷ୍ଟ ରେ ପଯେତିଭ |   (19-Aug-2026)       ||      ଟ୍ରେନ ର ଏସି ରୁମରେ ପସି ଚୋର କରୁଥିଲା ସୁନା ଚୋରି |    (19-Aug-2026)       ||      ଧସିଗଲା ନୁଆଁ ପୋଖରୀର ପାଖ ସୁରକ୍ଷା କାନ୍ଥ ||   (19-Aug-2026)       ||      ଚାକିରୀ ଦେବା ନାଁରେ 16 ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୁକ୍ତ ଗିରଫ |   (19-Aug-2026)       ||      ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ତରଫରୁ କୋଦଳା ଠାରେ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ |    (19-Aug-2026)       ||      ଯଳସେଚନ ସମସ୍ୟା ନେଇ ତହସିଲଦାର ଙ୍କୁ ଦାବିପତ୍ର ଦେଲେ ୩ ଗୋଟି ପଞ୍ଚାୟତ ବାସୀ |   (19-Aug-2026)       ||      ପ୍ରେମରେ ବିଫଳ ହୋଇ ଯୁବକଙ୍କ ଉନ୍ମୁତ କାଣ୍ଡ ¡   (19-Aug-2026)       ||      ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଗଞ୍ଜାମ ଜିଲ୍ଲା ଶାଖା ର କାର୍ଯ୍ୟକାରିଣୀ ବୈଠକ |   (19-Aug-2026)       ||      ଦେଢକୋଟି ଟଙ୍କାର ସାମଗ୍ରୀ ହେର ଫେର ଘଟଣା ରେ ଜଣେ ଗିରଫ ||   (19-Aug-2026)       ||      ସରକାରୀ ଚାକିରୀ ଦେବା ଆଳରେ ଅନଲାଇନ ରେ ଅର୍ଥ ଠକେଇ କରୁଥିବା ଯୁବକ ଗିରଫ ||   (19-Aug-2026)       ||      ଶାହରୁଖାନ ଙ୍କ ପାଇଁ ଗୀତ ଲେଖିଥିଲେ ପୂର୍ବତନ ପ୍ରଧାନ ମନ୍ତ୍ରୀ ||   (19-Aug-2026)       ||      ଏଗାର ଦଫା ଦାବି ନେଇ ଜିଲ୍ଲା ପାଳ ଙ୍କ ଅଫିସ ଆଗରେ ଭାରତୀୟ ମଜୁଦୁର ସଂଘ ର ବିକ୍ଷୋଭ |    (18-Aug-2026)       ||      ସୁନା ଦୋକାନୀ ଉପରେ ପ୍ରତିଶୋଧ ପାଇଁ ଡକାୟତି ଯୋଜନା ପଣ୍ଡ, ପାଞ୍ଚ ଅଭିଯୁକ୍ତ ଗିରଫ |    (18-Aug-2026)       ||      ଚଢ଼େୟାପଡା ଠାରେ ଦୁଇ ମାସ ହେଲା ପାନୀୟ ଜଳ ଯୋଗାଣ ବନ୍ଦ |   (18-Aug-2026)       ||      ତାଡି ଜବତ ସହ ବାଇକ ଓ ଦୁଇ ଜଣ ବ୍ୟକ୍ତିଙ୍କୁ ଗିରଫ କଲା ଅବକାରୀ ପୋଲିସ ||   (18-Aug-2026)       ||     

ନିଲା ବାଡ଼ି ସ୍କୁଲ ରେ ନିପୁଣ ଓଡିଶା ମେଳା ଅନୁଷ୍ଠିତ |

13-Feb-2025

କ୍ଲଷ୍ଟର ସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ,

             ଓଡିଶା ଜନମତ ବ୍ୟୁରୋ,

ବନ୍ଧୁଗାଁ ତା ୧୨/୨/୨୫ ବନ୍ଧୁଗାଁ ବ୍ଲକ ର ନିଲାବାଡି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ନିଲାବାଡି କ୍ଲଷ୍ଟର ସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ ହୋଇଯାଇଛି। ସିଆରସିସି କେ ପ୍ରତାପ କୁମାର ତତ୍ତ୍ଵାବଧାନ ଓ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ଜଗାନା ମେଲେକା  ଯୋଗଦେଇ ଆନୁଷ୍ଠାନିକ ଭାବେ ଜଗତର ନାଥ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ସୌଦାମିନୀ ନାୟକ ଯୋଗ ଦେଇ ଥିବା ବେଳେ କ୍ଲଷ୍ଟରର ସମସ୍ତ ବିଦ୍ୟାଳୟ ରୁ ଶିକ୍ଷକ ଶିକ୍ଷୟତ୍ରୀ ଯଥା ବି ଶ୍ରୀନିବାସ ରେଡି  , ଜେ ଶ୍ରୀନିବାସ, ଆଲୋକ ସାହୁ, ସଂଗ୍ରାମ କେଶରୀ ମଲିକ, ଗୁଜୁ ପାକିରୁ, ସୁନୀତା ମାଝି, ଲକ୍ଷ୍ମୀପ୍ରିୟା ସୁବୁଦ୍ଧି, କେ ଈଶ୍ୱର ଦରା, ପ୍ରମୋଦ କୁମାର ପ୍ରଧାନ, ଅଜୟ ଦାସ, ଜି ନିରୋଜ କୁମାରୀ, ସୁଦର୍ଶନ କଣ୍ଡାଗୋରୀ, ସନ୍ତୋଷ ସାହୁ, ଓ କେ ପୁରୁଷୋତ୍ତମ ଉପସ୍ଥିତ ରହି  ନିପୁଣ ଓଡ଼ିଶା ମେଳାର ଉଦେଶ୍ୟ ଓ ମହତ୍ତ୍ଵ ସମ୍ପର୍କରେ ସୁଚନା ପ୍ରଦାନ କରି ଥିଲେ। ଏହି ନିପୁଣ ଓଡ଼ିଶା ମେଳାରେ ଉପସ୍ଥିତ ଛାତ୍ରଛାତ୍ରୀ,ଶିକ୍ଷକ ଶିକ୍ଷୟତ୍ରୀ ଓ ଅବିଭାବକ ମିଳିତ ଭାବେ ଶପଥ ପାଠ କରାଯିବା ସହିତ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସୁନ୍ଦର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଏହା ପରେ ମେଳାରେ ମୌଳିକ ସାକ୍ଷରତା, ମୌଳିକ ସଂଖ୍ୟା ଜ୍ଞାନ, ସ୍ୱଜନଶିଳତା ଭଳି ଷ୍ଟଲ ଗୁଡ଼ିକରେ ଛାତ୍ରଛାତ୍ରୀ ୮୨ ଟି କାରୁକାର୍ଯ୍ୟ ପ୍ରଦର୍ଶନ କରି ଥିଲେ। ଏହି ମେଳା ରେ ସମସ୍ତ ବିଦ୍ୟାଳୟର ପରିଚାଳନା କମିଟି ସଦସ୍ୟ ଓ ଅବିଭାବକ ମାନେ ରହି ସହଯୋଗ କରିଥିଲେ।

News Comment

You Might Also Like

BACK TO TOP