Breaking News

ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||     

ଖଲ୍ଲିକୋଟ ଡ଼ି ଆଇ ଇ ଟି ରେ ନବମ କ୍ଲଷ୍ଟର ସ୍ତରୀୟ ଅଭିମୁଖୀ କରଣ ବୈଠକ ଅନୁଷ୍ଠିତ |

13-Feb-2025

ଖଲ୍ଲିକୋଟ : ଡି.ଆଇ.ଇ.ଟି.ରେ ନବମ କ୍ଲଷ୍ଟର ସ୍ତରୀୟ ଅଭିମୁଖୀକରଣ ବୈଠକ ଅନୁଷ୍ଠିତ

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ଗଂଜାମ, ଖଲ୍ଲିକୋଟ ପକ୍ଷରୁ ପ୍ରତିମାସ ଭଳି ଚଳିତ ମାସ ମଧ୍ୟ ନବମ ଅଭିମୁଖୀକରଣ ବୈଠକ ସମ୍ମିଳନୀ କକ୍ଷରେ ଆନୁଷ୍ଠାନିକ ରୀତିରେ ଅନୁଷ୍ଠିତ ହୋଇଯାଇଛି । ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ସର୍ବପ୍ରଥମେ ପ୍ରତିଷ୍ଠାନର ଅଧ୍ୟକ୍ଷ ଡକ୍ଟର ସନ୍ତୋଷ କୁମାର ପରିଡ଼ା ପ୍ରଦୀପ ପ୍ରଜ୍ଜ୍ୱଳନ କରିଥିଲେ । ବେଗୁନିଆ ପଡ଼ା ବ୍ଲକରେ କାର୍ଯ୍ୟରତ ସି ଆର ସି ସି ଅଜିତ୍ କୁମାର ମିଶ୍ର ଦୀପ ମନ୍ତ୍ର, ଶ୍ଳୋକ ଗାନ କରିଥିଲେ । 
ପ୍ରତିଷ୍ଠାନର ଅଧ୍ୟକ୍ଷ ତଥା ବିଶିଷ୍ଟ ଶିକ୍ଷାବିତ୍ ଡକ୍ଟର ସନ୍ତୋଷ କୁମାର ପରିଡ଼ା ବୈଠକରେ ଯୋଗଦାନ କରି ଗଂଜାମ ଜିଲ୍ଲାରେ ଶୈକ୍ଷିକ ପରିବର୍ତ୍ତନ କ୍ଷେତ୍ରରେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଭୂମିକା, ୨୦୨୪-୨୫ ଶିକ୍ଷା ବର୍ଷର ସମୀକ୍ଷା, ଭୈ।ତିକ, ଶୈକ୍ଷିକ ଦିଗକୁ କିଭଳି ରେକର୍ଡ ଭୁକ୍ତ କରିହେବ, ଏଫ୍. ଏଲ୍. ଏନ୍. ର ଅଗ୍ରଗତି, ଏ. ଆଇ. ପି. ଆଦି ବହୁବିଧ ଦିଗ ସମ୍ପର୍କରେ ଆଲୋଚନା କରିଥିଲେ । ଆଗାମୀ ଫେବୃଆରୀ ୨୮ ତାରିଖରେ ହେବାକୁ ଥିବା ଜାତୀୟ ବିଜ୍ଞାନ ଦିବସ ପ୍ରତି କ୍ଲଷ୍ଟର ଅଧୀନସ୍ଥ ବିଦ୍ୟାଳୟ ଗୁଡିକରେ ପାଳନ କରିବାପାଇଁ ପରାମର୍ଶ ପ୍ରଦାନ କରିଥିଲେ । ବରିଷ୍ଠ ପ୍ରଶିକ୍ଷକ ବିଷ୍ଣୁ ନାରାୟଣ ଜେନା ବୈଠକର ଆୟୋଜନ, ଏମ୍. ସି. ଏମ୍.ର ପ୍ରୟୋଜନତା, ପ୍ରତ୍ୟାଶିତ ଫଳାଫଳ ବିଷୟରେ ବକ୍ତବ୍ୟ ଉପସ୍ଥାପନ କରିଥିଲେ ।
ବିଦ୍ୟାଳୟରରେ ଏଫ୍. ଏଲ୍. ଏନ୍. କର୍ଣ୍ଣର, ଶ୍ରେଣୀ କକ୍ଷରେ ଛାତ୍ର ଛାତ୍ରୀମାନେ କିପରି ମୁଖ୍ୟ ସ୍ରୋତରେ ସାମିଲ୍ ହେବେ ସେ ସମ୍ବନ୍ଧରେ ବହୁ ଉପାଦେୟ ତଥ୍ୟ ପ୍ରକାଶ କରିଥିଲେ । ଚଳିତ ମାସ ଗତ ତା ୧୧/୦୨/୨୫ ରିଖରୁ ତା ୧୪/୦୨/୨୫ ରିଖ ପର୍ଯ୍ୟନ୍ତ ସମଗ୍ର ଗଂଜାମ ଜିଲ୍ଲାରେ କାର୍ଯ୍ୟରତ ସମସ୍ତ ବ୍ଲକର ସି ଆର୍ ସି ସିଙ୍କ ଅଭିମୁଖୀକରଣ ବୈଠକ ପରିଚାଳିତ ହେବାର କାର୍ଯ୍ୟକ୍ରମ ରହିଛି । କ୍ଲଷ୍ଟର ସ୍ତରୀୟ ବୈଠକର ରିପୋର୍ଟ ଲିଖନ  ଉପରେ ସବିଶେଷ ଆଲୋଚନା ହୋଇଥିଲା । ବୈଠକରେ ପ୍ରଶିକ୍ଷକ ମୁକ୍ତିକାନ୍ତ ବେହେରା, ସୁକୁଲେଇ ଟୁଡୁ, ଜିତେନ୍ଦ୍ର କୁମାର ପଣ୍ଡା, ପ୍ରଶିକ୍ଷିକା ପ୍ରଜ୍ଞା ପରମିତା, ବବିତା ସିଂ ନାୟକ, ନିବେଦିତା ପାଢ଼ୀ, ଲିପି ଶ୍ରୀ ଦେବୀ, ସରୋଜିନୀ ମିଶ୍ର, ଜୟନ୍ତୀ ବେହେରା, କଲ୍ୟାଣୀ କୁମାରୀ ଗୈାଡ, ଭାବିଲିତା ନାୟକ, ଗାୟତ୍ରୀ ସ୍ୱାଇଁ, ଅନୁପମା ଦାସ ପ୍ରମୁଖ ଉପସ୍ଥିତ ଥିଲେ । ପ୍ରତିଷ୍ଠାନର ସମସ୍ତ କର୍ମଚାରୀ କାର୍ଯ୍ୟକ୍ରମକୁ ସୂଚାରୁରୂପେ ପରିଚାଳନାରେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ ।

News Comment

You Might Also Like

BACK TO TOP