Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ମା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ନବମ ବାର୍ଷିକ ଉତ୍ସବ ଅନୁଷ୍ଠିତ |

13-Feb-2025

ମା` ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୯ମ ବାର୍ଷିକୋତ୍ସବ,

ଓଡିଶା ଜନମତ, ବୁଗୁଡା, ହରପ୍ରସାଦ ପାଢ଼ୀ, ତା ୧୩/୦୨/୨୫ : 
ବୁଗୁଡ଼ା ବ୍ଲକ ବାଲିପଦର ଗ୍ରାମସ୍ଥ ମା` ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ନବମ ବାର୍ଷିକ ଉତ୍ସବ ସ୍ବପରିସରରେ ଅନୁଷ୍ଠିତ ହୋଇଯାଇଛି । ଶିଶୁ ମନ୍ଦିର ସଭାନେତ୍ରୀ ପୁଷ୍ପାଞ୍ଜଳି ବାଡତ୍ୟାଙ୍କ  ପୌରୋହିତ୍ୟରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ମୁଖ୍ଯ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ , ସମ୍ମାନିତ ଅତିଥି ଭାବେ  ଲକ୍ଷ୍ମୀ ପ୍ରସାଦ ନାୟକ, ବାଲିପଦର ସରପଞ୍ଚ ରାଜଲକ୍ଷ୍ମୀ ପ୍ରଧାନ, ଅବସରପ୍ରାପ୍ତ ଅଧ୍ୟକ୍ଷ ବି.ପ୍ରକାଶ ଚନ୍ଦ୍ର ପାତ୍ର, ସମାଜସେବୀ କେ.କାହ୍ନୁ ଆଚାରୀ, ଖଲି ପରିଡା, ପୂର୍ଣ୍ଣଚନ୍ଦ୍ର ଜେନା, ଜୟନ୍ତୀ ପଢିଆରୀ, କେ.ନୀଳମାଧବ ଆଚାରୀ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ । ଏ ଅବସରରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ତତ୍ପରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଉକ୍ତ ଉତ୍ସବରେ ପ୍ରଧାନ ଆଚାର୍ଯ୍ଯା ଗଙ୍ଗୋତ୍ରୀ ବେହେରା ବାର୍ଷିକ7 ବିବରଣୀ ପଠନ, ଗୁରୁମା ମମତା କୁମାରୀ ପରିଡା ଅତିଥି ପରିଚୟ ପ୍ରଦାନ ଏବଂ ସମ୍ପାଦକ ସିମାଞ୍ଚଳ ବାଡତ୍ୟା ଧନ୍ୟବାଦ ଅର୍ପଣ କରିଥିଲେ ।

News Comment

You Might Also Like

BACK TO TOP