Breaking News

ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||     

ଡକାୟତ ମାମଲା ରେ ଅଭିଯୁକ୍ତ ଙ୍କୁ ସାତ ବର୍ଷ ଜେଲ ଦଣ୍ଡା ଦେଶ,

14-Feb-2025

ଡକାୟତି ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ୭ ବର୍ଷ ଜେଲ ଦଣ୍ଡାଦେଶ

ଓଡିଶାଜନମତ,କନ୍ଧମାଳ, ସଞ୍ଜୟ କୁମାର ପାଣିଗ୍ରାହୀ, ତା, ୧୪/୦୨/୨୫
କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ଥାନା ଅଞ୍ଚଳରେ ୨୦୧୩ ମସିହାରେ ଏକ ଡକାୟତି ଗ୍ୟାଙ୍ଗ ଘର ଭିତରେ ପଶି  ସୁନା ,ରୂପା ଅଳଙ୍କାର ସହ ଟଙ୍କା ଲୁଟି ନେଇଥିଲେ । ଦୀର୍ଘ ୧୧ ବର୍ଷ ପରେ ଆଜି ମାନ୍ୟବର ସହକାରୀ ଦୌରା ଜଜ ଙ୍କ ଅଦାଲତ ରାୟ ପ୍ରକାଶ କରି ମୁଖ୍ୟ ଅଭିଯୁକ୍ତ କୁ ୭ ବର୍ଷ କାରାଦଣ୍ଡ ସହ ୧୫ ହଜାର ଟଙ୍କା ଜୋରିମାନା ଅନାଦେୟ ୩ ମାସ ଜେଲ ଦଣ୍ଡ ରାୟ ଶୁଣାଇଛନ୍ତି । ଘଟଣା ପ୍ରକାରେ  ତୁମୁଡିବନ୍ଧ ଥାନା ଅନ୍ତର୍ଗତ ମୁଣ୍ଡିଗଡ ପଞ୍ଚାୟତର ଗଚେରୀ ଗାଁ ରେ ୨୦୧୩ ମସିହା ମାର୍ଚ୍ଚ ୧୭ ତାରିଖ ରାତି ୯ ଟା ସମୟରେ ସିମୀ ମାଝି ଙ୍କ ଘରେ ପଶି ଡକାୟତି କରି ସିମୀ ମାଝି ଙ୍କ ଝିଅ ପିନ୍ଧିଥିବା ସୁନା ଅଳଙ୍କାର ,ରୂପା ସାମଗ୍ରୀ ଓ ଘରେ ଥିବା ଟଙ୍କା ଲୁଟି ନେଇଥିଲେ ।ଏ ନେଇ ତୁମୁଡିବନ୍ଧ ଥାନା ରେ ଏକ ମାମଲା ରୁଜୁ ହୋଇଥିଲା ଏହି ଗ୍ୟାଙ୍ଗ ରେ ୭ ଜଣ ରହିଥିବା ବେଳେ ତୁମୁଡିବନ୍ଧ ଥାନା ଅଧିକାରୀ ରାଜେନ୍ଦ୍ର ସିଆଲ ବଲାଙ୍ଗୀର ଜିଲ୍ଲା ସଇଁତଳା ଥାନା ଅନ୍ତର୍ଗତ ସସିକେଲା ଗ୍ରାମର ପାଣ୍ଡବ ରାଣା ମୁଖ୍ୟ ଅଭିଯୁକ୍ତ ଓ ତାଙ୍କ ସହଯୋଗୀ ଙ୍କୁ ଗିରଫ କରିଥିଲା । ଦୀର୍ଘ ବର୍ଷ ବିଚାର ପରେ ଆଜି ମାନ୍ୟବର ସହକାରୀ ଦୌରା ଜର୍ଜ ଅଦାଲତ ଙ୍କ ବିଚାରପତି ଅପୂର୍ବ କୁମାର ରାୟ ପାଣ୍ଡବ ରାଣା ଙ୍କୁ ୭ ବର୍ଷ ଜେଲ ଓ ୧୫ ହଜାର ଟଙ୍କା ଜୋରିମାନା ଅନାଦେୟ ୩ ମାସ ସଜା ଶୁଣାଇ ଛନ୍ତି । ଏହି ମାମଲା ଟି ସରକାରୀ ଓକିଲ ସୁରେଶ କୁମାର ପଟ୍ଟନାୟକ ପରିଚାଳନା କରୁଥିଲେ ।

News Comment

You Might Also Like

BACK TO TOP